ପ୍ରଥମ ବାର୍ଷିକ ସର୍ବଭାରତୀୟ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ କ୍ରିକେଟ ଟୁର୍ଣ୍ଣାମେଣ୍ଟ ପ୍ରସ୍ତୁତି ବୈଠକ
ବାରିପଦା : ସ୍ଥାନୀୟ ବାରିପଦା ଷ୍ଟାଡିୟମ ସମ୍ମିଳନୀ କକ୍ଷରେ ପ୍ରଥମ ବାର୍ଷିକ ସର୍ବଭାରତୀୟ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ କ୍ରିକେଟ ଟୁର୍ଣ୍ଣାମେଣ୍ଟ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି I ମୟୁରଭଞ୍ଜ ମହୋତ୍ସବ କମିଟି ଓ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନ ଆନୁକୂଲ୍ୟରେ ଆୟୋଜିତ ହେବାକୁ ଏହି ଟୁର୍ଣ୍ଣାମେଣ୍ଟ ମାର୍ଚ୍ଚ ୧୫ ରୁ ୨୨ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ I ମୟୁରଭଞ୍ଜର ୨ଟି ଦଳ ସମେତ ରାଜ୍ୟ ତଥା ରାଜ୍ୟ ବାହାରୁ ମୋଟ ୧୬ ଟି ଦଳକୁ […]
Read More Text.