Sachivalaya building bbsr orissa

ରାଜ୍ୟ ବାହାରକୁ ଗଲେ ୨୧ ଦିନ ପୂର୍ବରୁ ଅନୁମତି ନେବେ ସରକାରୀ ବାବୁ

ଭୁବନେଶ୍ୱର:ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଯାତ୍ରା ନିୟମକୁ ନେଇ ରାଜ୍ୟ ସରକାର କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ଏଣିକି ରାଜ୍ୟ ବାହାରକୁ କିମ୍ବା ବିଦେଶ ଗସ୍ତରେ ଯିବାକୁ ହେଲେ ଅତି କମରେ ୨୧ ଦିନ ପୂର୍ବରୁ ସକ୍ଷମ କର୍ତ୍ତୃପକ୍ଷଙ୍କ ଅନୁମତି ନେବା ବାଧ୍ୟତାମୂଳକ ହେବ। ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, କେବଳ ରାଜ୍ୟ ବା ବିଦେଶ ଗସ୍ତ ନୁହେଁ, ସଦର ମହକୁମା କିମ୍ବା ହେଡ୍‌କ୍ୱାର୍ଟର୍ସ ଛାଡ଼ି […]

Read More Text.
Screenshot 2026 07 24 145808 750x430

ରାଜ୍ୟରେ ପ୍ରତିଷ୍ଠା ହେବ ‘ଗ୍ଲୋବାଲ ଡେଭେଲପମେଣ୍ଟ ସେଣ୍ଟର’ ଓ ‘AI ପାର୍କ’: ଯୁବକ-ଯୁବତୀଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ଵର: ଓଡ଼ିଶାରେ ଟେକ୍ ବିପ୍ଳବ। ରାଜ୍ୟରେ HCL tech ପ୍ରତିଷ୍ଠା କରିବ ‘ଗ୍ଲୋବାଲ ଡେଭେଲପମେଣ୍ଟ ସେଣ୍ଟର ‘AI Park’। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ HCLTech ଓ ‘ସର୍ଭମ AI’ ସହ ସ୍ୱାକ୍ଷରିତ ହେଲା ଦୁଇଟି MoU। ୭୩୦ କୋଟି ପୁଞ୍ଜିନିବେଶ ହେବ। ସର୍ଭମ AI ଓ HCL tech ସହ ମିଶି AI ପାର୍କ ପ୍ରତିଷ୍ଠା କରିବ। ଏଚସିଏଲ୍ ଟେକ୍ ଓ ସର୍ଭମ୍ ଏଆଇ ସହ ରାଜ୍ୟ ସରକାର MOU ସ୍ଵାକ୍ଷର କରିଛନ୍ତି। ଏହାଦ୍ଵାରା ଓଡ଼ିଶାରେ ସ୍ୱଦେଶୀ AI […]

Read More Text.
IMG 20260724 WA0013 750x430

ଭୁବନେଶ୍ୱରରେ ୭୩୦ କୋଟି ବ୍ୟୟରେ ‘ଏଆଇ ହବ୍’ କରିବ HCLTech

ଭୁବନେଶ୍ୱର: ଓଡ଼ିଶାର ସୂଚନା ପ୍ରଯୁକ୍ତିବିଦ୍ୟା (ଆଇଟି) କ୍ଷେତ୍ରରେ ଏକ ନୂଆ ଏବଂ ସୁବର୍ଣ୍ଣ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରାଜ୍ୟରେ ପୁଞ୍ଜିନିବେଶ ଏବଂ ବ୍ୟାପକ ନିଯୁକ୍ତି ସୃଷ୍ଟି ଦିଗରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ଏଚସିଏଲ୍ ଟେକ୍ ରାଜଧାନୀ ଭୁବନେଶ୍ୱରରେ ଏକ ଅତ୍ୟାଧୁନିକ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ହବ୍ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନେଇଛି। ଏହି ବିଶାଳ ପ୍ରକଳ୍ପ ଓଡ଼ିଶାର ଆର୍ଥିକ ବିକାଶ ତଥା ବୈଷୟିକ ଦକ୍ଷତା କ୍ଷେତ୍ରରେ ଏକ […]

Read More Text.

ରାଜ୍ୟସ୍ତରୀୟ ଜୁନିୟର କ୍ରୀଡା ପ୍ରତିଯୋଗିତା ପାଇଁ ଖେଳାଳି ଚୟନ ୨୬ ରେ 

-ବାରିପଦା : ଓଡିଶା ଏଥଲେଟିକ ଏସୋସିଏସନ ଆନୁକୂଲ୍ୟରେ ରାଇରଙ୍ଗପୁର ଠାରେ ୭୨ତମ ଓଡିଶା ଷ୍ଟେଟ ଜୁନିୟର ଏଥଲେଟିକ ଚାମ୍ପିୟାନସିପ ଅଗଷ୍ଟ ୭ ରୁ ୯ ତାରିଖ ମଧ୍ୟରେ ଅନୁଷ୍ଠିତ ହେବାକୁ ଯାଉଅଛି ବୋଲି ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ସାଧାରଣ ସମ୍ପାଦକ ବିଜୟ କୁମାର ଦାସ ଜଣାଇଛନ୍ତି I ୧୪, ୧୬, ୧୮ ଓ ୨୦ ବର୍ଷରୁ କମ ଉଭୟ ବାଳକ ଓ ବାଳିକା ବର୍ଗର ଇଛୁକ ଖେଳାଳି ମାନେ  ଚଳିତ ମାସ ୨୬ ତାରିଖରେ ବାରିପଦା ଷ୍ଟାଡିୟମ […]

Read More Text.
IMG 20260723 WA0210

ଅଙ୍ଗନବାଡି କେନ୍ଦ୍ରରେ ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ; ଅଭିଯୁକ୍ତ ଗିରଫ

 ବାରିପଦା : ଆଇନ ଯେତେ କଠୋର ହେଲେ ମଧ୍ୟ ଯୌନପିପାଷୁ ,ବିକୃତମାନସିକତା ଦିନକୁ ଦିନ ବୃଦ୍ଧି ପାଉଛି ।ସମୟ ଥିଲା ଜମିବାଡ଼ି ଫୌଜଦାରୀ ମାମଲା  ବୃଦ୍ଧି ପାଉଥିଲା ।କିନ୍ତୁ ସାଂପ୍ରତିକ ପରିସ୍ଥିତିରେ ଯୌନକେଳେଙ୍କାରୀ,ପରକ୍ରୀୟାପ୍ରିତି,ଶିଶୁ ନିର୍ଯାତନା ଓ ବଳାତ୍କାର ମାମଲା ବୃଦ୍ଧି ପାଉଛି ।ଶିଶୁମାନେ ବିଶେଷତଃ ନିଜର ସମ୍ପର୍କୀୟ,ଜ୍ଞାତି ପରିଜନ  ଏବଂ ପଡୋଶୀ ମାନଙ୍କ ଦ୍ଵାରା ଅଧିକ ସଂଖ୍ଯାରେ ଯୌନ ଶିକାର ହେଉଛନ୍ତି । ସୂଚନାଯୋଗ୍ୟ ମୟୂରଭଂଜ ଜିଲ୍ଲାର ବିଶୋଇ ଥାନା ଅନ୍ତର୍ଗତ ବଡଯୋରା ଗ୍ରାମ ଅଙ୍ଗନବାଡ଼ି ର […]

Read More Text.
36935bdd6598431691fe062ca0faf5c9

ମୟୂରଭଞ୍ଜ ରେଳ ବିକାଶକୁ ଗୁରୁତ୍ୱ: ଦକ୍ଷିଣ ପୂର୍ବ ରେଳର ମହାପ୍ରବନ୍ଧକଙ୍କ ସହ ବିଧାୟିକା ସଞ୍ଜଳୀ ମୁର୍ମୁଙ୍କ ଆଲୋଚନା

ବାରିପଦା : ମୟୁରଭଞ୍ଜ ଜିଲ୍ଲା ତଥା ବାଙ୍ଗିରିପୋଷି ବିଧାନସଭା କ୍ଷେତ୍ରରେ ରେଳ ସେବାର ସୁଧାର, ଯାତ୍ରୀ ସୁବିଧାର ବୃଦ୍ଧି ଏବଂ ବହୁ ପ୍ରତୀକ୍ଷିତ ରେଳ ପ୍ରକଳ୍ପଗୁଡ଼ିକର ଅଗ୍ରଗତିକୁ ନେଇ ବାଙ୍ଗିରିପୋଷିର ମାନ୍ୟବର ବିଧାୟିକା ସୁଶ୍ରୀ ସଞ୍ଜଳୀ ମୁର୍ମୁ ଆଜି କୋଲକାତାସ୍ଥିତ ଦକ୍ଷିଣ ପୂର୍ବ ରେଳର ମୁଖ୍ୟ କାର୍ଯ୍ୟାଳୟରେ ମହାପ୍ରବନ୍ଧକ ଶ୍ରୀ ଅନିଲ ଜୈନଙ୍କୁ ସାକ୍ଷାତ କରି ବିସ୍ତୃତ ଆଲୋଚନା କରିଥିଲେ। ଆଲୋଚନାରେ ବିଧାୟିକା ସର୍ବପ୍ରଥମେ ବାଙ୍ଗିରିପୋଷି–ପୁରୀ ଏକ୍ସପ୍ରେସ ଟ୍ରେନର ବାରମ୍ବାର ବିଳମ୍ବିତ ଚଳାଚଳ ପ୍ରସଙ୍ଗ ଉଠାଇଥିଲେ। ଏହି […]

Read More Text.
IMG 20260723 WA0211

ରାଜ୍ୟସ୍ତରୀୟ ସନ୍ତରଣ ଚମ୍ପିୟାନସିପରେ ଅର୍କଙ୍କୁ ବ୍ରୋଞ୍ଜ 

ବାରିପଦା : ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ୬୬ତମ ଅଲ ଓଡିଶା ଜୁନିୟର ଓ ସବ ଜୁନିୟର ରାଜ୍ୟସ୍ତରୀୟ ସନ୍ତରଣ ଚାମ୍ପିୟାନସିପ ରେ ବାରିପଦାର ଅର୍କ ମୁଖାର୍ଜୀ ୧୬ ବର୍ଷରୁ କମ ବିଭାଗରେ ବ୍ରୋଞ୍ଜ ପଦକ ହାସଲ କରି ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି I ବାରିପଦା ମୁନିସିପାଲିଟି ଅନ୍ତର୍ଗତ ୧୦ନଂ ୱାର୍ଡର ବାସିନ୍ଦା କଲ୍ଲୋଳ ମୁକାର୍ଜୀ ଓ ସୁଦୀପ୍ତା ଚକ୍ରବର୍ତ୍ତୀଙ୍କ ସୁପୁତ୍ର ଅର୍କ ୨୦୦ମି ବେକ ଷ୍ଟ୍ରୋକରେ ୩ୟ ସ୍ଥାନ ଅଧିକାର କରି ଏହି […]

Read More Text.
IMG 20260723 WA0214

୮୦ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ରିଜର୍ଭ ପୋଲିସ ପ୍ୟାରେଡ୍ ପଡ଼ିଆରେ ହେବ ଜିଲ୍ଲାସ୍ତରୀୟ ମୁଖ୍ୟ ସମାରୋହ ବାରିପଦା : ଆଗାମୀ ୮୦ତମ ସ୍ୱାଧୀନତା ଦିବସର ଜିଲ୍ଲାସ୍ତରୀୟ ପାଳନକୁ ସୁଚାରୁ ଓ ସୁପରିଚାଳିତ ଭାବେ ଆୟୋଜନ କରିବା ଉଦ୍ଦେଶ୍ୟରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ସ୍ୱାଧୀନତା ଦିବସ ପାଳନ ସମ୍ପର୍କିତ ବିଭିନ୍ନ ଆନୁଷଙ୍ଗିକ ବ୍ୟବସ୍ଥା ଓ ପ୍ରସ୍ତୁତି ଉପରେ ବିସ୍ତୃତ ସମୀକ୍ଷା କରାଯିବା ସହ ସମସ୍ତ […]

Read More Text.
Anna Hajare e1784826078295 300x163

ମୋଦିଙ୍କୁ ଚିଠି ଲେଖିଲେ ଅନ୍ନା ହଜାରେ, ଲାଠିଚାର୍ଜକୁ ଭୁଲ୍ ବୋଲି କହିଲେ

ନୂଆଦିଲ୍ଲୀ : PM ମୋଦିଙ୍କୁ ଚିଠି ଲେଖିଲେ ଅନ୍ନା ହଜାରେ । ଛାତ୍ର ଆନ୍ଦୋଳନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ । ‘ଲାଠିଚାର୍ଜ ଭୁଲ୍, ଶିକ୍ଷାମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ଆନ୍ନା । ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନକୁ ନେଇ ସମାଜସେବୀ ଅନ୍ନା ହଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ନିଜ ମତ ଜଣାଇଛନ୍ତି। ସେ କହିଛନ୍ତି, ହିଂସା କେବେ ବି କୌଣସି ସମସ୍ୟାର ସମାଧାନ ନୁହେଁ। ହିଂସା କେବଳ […]

Read More Text.
80 e1784651881563 300x170

ପ୍ରଶ୍ନପତ୍ର ଲିକ୍ ମାମଲାରେ ଫାଷ୍ଟଟ୍ରାକ୍ କୋର୍ଟରେ ଦଣ୍ଡ, ପ୍ରଧାନମନ୍ତ୍ରୀ ଗ୍ରହଣ କଲେ କଡ଼ା ଆଭିମୁଖ୍ୟ

ନୂଆଦିଲ୍ଲୀ : ପ୍ରଶ୍ନ ପତ୍ର ଲିକ୍ ମାମଲାରେ ପ୍ରଧାନମନ୍ତ୍ରୀ ମୋଦି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ତାଙ୍କ ସରକାରୀ ହ୍ୟାଣ୍ଡେଲ ପୋଷ୍ଟରେ ସିଧାସଳଖ ଭାବେ ପେପର୍ ଲିକ୍ ପ୍ରସଙ୍ଗକୁ ସମ୍ବୋଧିତ କରିଥିଲେ । ପେପର୍ ଲିକ୍ ତଦନ୍ତ ପାଇଁ ଫାଷ୍ଟ-ଟ୍ରାକ୍ କୋର୍ଟ ଗଠନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି । ଯୁବପିଢିଙ୍କ ଭବିଷ୍ୟତ ସହିତ ଖେଳିଥିବା କୌଣସି ଦୋଷୀଙ୍କୁ ଛଡ଼ାଯିବ ନାହିଁ । ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି ଯେ, ପେପର୍ ଲିକ୍ ମାମଲାରେ ବିଚାରକୁ […]

Read More Text.