ଜମ୍ମୁ କାଶ୍ମୀର ସୁରକ୍ଷା ସମୀକ୍ଷା କଲେ ଗୃହମନ୍ତ୍ରୀ ଅମିତ ଶାହ
ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରରେ ଶାହଙ୍କ ଉଚ୍ଚସ୍ତରୀୟ ବୈଠକ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ପ୍ରମୁଖ ସୁରକ୍ଷା ଅଧିକାରୀଙ୍କୁ ନେଇ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ରାଜ୍ୟପାଳ ମନୋଜ ସିହ୍ନା, କେନ୍ଦ୍ର ଗୃହ ସଚିବ ଗୋବିନ୍ଦ ମୋହନ, ଗୁଇନ୍ଦା ନିର୍ଦ୍ଦେଶକ ତପନ ଡେକା, ଜମ୍ମୁକଶ୍ମୀର ପୋଲିସ ମୁଖ୍ୟ ନଳିନୀ ପ୍ରଭାତ, ସିଆରପିଏଫ୍ ଡିଜି ଜିପି ସିହ୍ନା ଓ ବିଏସ୍ ଏଫ୍ ଡିଜି ଦଲଜିତ ସିଂ ଚୌଧୁରୀଙ୍କ ସମେତ ପ୍ରମୁଖ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ ଜମ୍ମୁର ପିର୍ […]
Read More Text.