ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ୱର: ମାନବସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ନିରାଶ୍ରୟ ଓ ନିଃସହାୟ ବ୍ୟକ୍ତିମାନଙ୍କର ସେବା କରି ନିଜର ସେବା ମନୋବୃତ୍ତିକୁ ଯେଭଳି ଚରିତାର୍ଥ କରିଥିଲେ, ସେଭଳି ଯୁବସମାଜକୁ ଆଦର୍ଶ ମାର୍ଗରେ ଗଢ଼ିତୋଳିବା ପାଇଁ ସର୍ବଦା ତତ୍ପର ଥିଲେ । ବନ୍ୟା, ବାତ୍ୟା, ମରୁଡ଼ି, ଦୁର୍ବିପାକରେ ପ୍ରପୀଡ଼ିତ ଜନତାଙ୍କୁ ନିଃସ୍ୱାର୍ଥ ସେବା, ସାହାଯ୍ୟ ଓ ସହାନୁଭୁତି ଯୋଗାଇଦେଇ ପଣ୍ଡିତ ଗୋପବନ୍ଧୁ ମାନବୀୟ ଗୁଣ ଏବଂ ଚିନ୍ତା-ଚେତନାରେ ଉତ୍କଳୀୟ ଭାବନା ରଖି ଜାତୀୟତାର […]
Read More Text.