ଆଜିଠୁ ବିଜେଡିର ପଦଯାତ୍ରା, ଘର ଘର ବୁଲି ସଚେତନତା ସୃଷ୍ଟି କରିବ
ଭୁବନେଶ୍ୱର : ଆଜିଠୁ ବିଜେଡିର ପଦଯାତ୍ରା । ଘରକୁ ଘର ବୁଲି ଜନସଚେତନତା ସୃଷ୍ଟି କରିବ ବିଜୁ ଜନତା ଦଳ । ବିଜେପି ସରକାର ବିରୋଧରେ ମାଳ ମାଳ ପ୍ରସଙ୍ଗ । ଫେଲ ମାରିଛି ନିର୍ବାଚନୀ ପ୍ରତିଶୃତି । ନାରୀ ନିର୍ଯାତନା ସାଙ୍ଗକୁ ବିପର୍ଯ୍ୟସ୍ତ ହେଲାଣି ଆଇନଶୃଙ୍ଖଳା । ଓଡ଼ିଆ ଅସ୍ମିତା ଓ ପରିବର୍ତ୍ତନର ନାରା ଦେଇ ସରକାରକୁ ଆସିଥିବା ବିଜେପି, ବିକାଶ ବନ୍ଦ କରି ଦେଇଥିବା ଅଭିଯୋଗ କରିଛି ବିଜେଡି । ଯାହା ବିକାଶ ହୋଇଥିଲା ନବୀନଙ୍କ […]
Read More Text.