ରାଜସ୍ଥାନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଟ୍ରାକରୁ ଖସିଲା ୩୬ରୁ ଅଧିକ ବଗି
ଶ୍ରୀମାଧେପୁର : ରାଜସ୍ଥାନର ଶ୍ରୀମାଧେପୁରର ନ୍ୟୁ ରେଲୱେ ଷ୍ଟେସନ ନିକଟରେ ବଡ଼ ଦୁର୍ଘଟଣା । ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି । ଫଳରେ ଟ୍ରାକରୁ ୩୬ରୁ ଅଧିକ ଡବା ଲାଇନଚ୍ୟୁତ ହୋଇଥିବା ଜଣାପଡିଛି । ଟ୍ରେନ ବଗିଗୁଡିକ ପରସ୍ପର ଉପରେ ମାଡ଼ି ହୋଇପଡିଛି । ଏହି ଘଟଣା ପରେ ଟ୍ରେନ ଚଳାଚଳା ବାଧାପ୍ରାପ୍ତ ହୋଇଛି । ଖବର ମୁତାବକ, ମାଲବାହୀ ଟ୍ରେନ ଫୁଲେରାରୁ ରିୱାଡିକୁ ଯାଉଥିଲା । ମାଲବାହୀ ଟ୍ରେନ ସ୍ଲୋ ଥିବା ଯୋଗୁଁ ସାମ୍ନାକୁ ଏକ ଷଣ୍ଢ […]
Read More Text.