ମହାପ୍ରଭୁଙ୍କ ୫ ପବିତ୍ର ନାମକୁ ମିଳିବ ଟ୍ରେଡ୍ ମାର୍କ ମାନ୍ୟତା।
ଭୁବନେଶ୍ୱର : ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ବଡ଼ ସଫଳତା। ମହାପ୍ରଭୁଙ୍କ ପବିତ୍ର ନାମ ଓ ପରମ୍ପରା ପାଇଁ ମିଳିବ ଟ୍ରେଡ୍ ମାର୍କ ମାନ୍ୟତା। ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ପବିତ୍ର ପରମ୍ପରା, ସଂସ୍କୃତି ଓ ଐତିହ୍ୟର ସୁରକ୍ଷା ଦିଗରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନକୁ ବଡ଼ ସଫଳତା ମିଳିଛି। ମହାପ୍ରଭୁଙ୍କ ସହ ଜଡ଼ିତ ଆଉ ପାଞ୍ଚଟି ଟ୍ରେଡ୍ ମାର୍କ ଜର୍ଣ୍ଣାଲରେ ପ୍ରକାଶ ପାଇବ । ଟ୍ରେଡ୍ ମାର୍କ ରେଜିଷ୍ଟ୍ରିର ଦ୍ୱିତୀୟ ପର୍ଯ୍ୟାୟ ଯାଞ୍ଚ ସମ୍ପୂର୍ଣ୍ଣ ହେବା ପରେ, ଆସନ୍ତା ଟ୍ରେଡ୍ ମାର୍କ […]
Read More Text.