ବିପର୍ଯ୍ୟୟ ମୁକାବିଲା ପାଇଁ ନିର୍ମାଣ ହେବ ବିପର୍ଯ୍ୟୟ ଭବନ
ଭୁବନେଶ୍ୱର : ବିପର୍ଯ୍ୟୟ ମୁକାବିଲା ପାଇଁ ଭୁବନେଶ୍ବରରେ ବିପର୍ଯ୍ୟୟ ଭବନ ନିର୍ମାଣ କରିବେ ସରକାର ଏଥିପାଇଁ ୨୦୦କୋଟି ଟଙ୍କା ଖର୍ଚ୍ଚ ହେବ । ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କରିବାକୁ ଆମକୁ ଆଗୁଆ ପ୍ରସ୍ତୁତ ରହିବାକୁ ପଡିବ । ବିପର୍ଯ୍ୟୟ ଆସିଲେ ସଂସ୍ଥା ଗୁଡିକ ପ୍ରଭାବିତ ହେବ । ଭୁବନେଶ୍ୱରରେ ଅତ୍ୟାଧୁନିକ ବିପର୍ଯ୍ୟୟ ପ୍ରଶମନ କାର୍ଯ୍ୟାଳୟ ଖୋଲିବାକୁ ପ୍ରସ୍ତୁତି ସରିଛି […]
Read More Text.