ସମ୍ବଲପୁରରେ ଅତ୍ୟାଧୁନିକ ବସ ଟର୍ମିନାଲ ସହ ୨୫ ଇ-ବସ୍ ସେବାର ଶୁଭାରମ୍ଭ
ଭୁବନେଶ୍ୱର: ସମ୍ବଲପୁରବାସୀଙ୍କ ଗମନାଗମନକୁ ସୁଗମ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୨୫ଟି ନୂଆ ଇ-ବସ୍ର ଶୁଭାରମ୍ଭ କରିବା ସହିତ ଚଳିତ ମାସ ଶେଷ ସୁଦ୍ଧା ଆଉ ୨୫ଟି ଇ-ବସ୍ର ବ୍ୟବସ୍ଥା କରାଯିବ ବୋଲି ଘୋଷଣା କରିଛନ୍ତି। ସମ୍ବଲପୁରରେ ସମୁଦାୟ ୫୦ଟି ଇ-ବସ୍ ଚାଲିବ। ସମ୍ବଲପୁରକୁ ଦୁଇ ଦିନିଆ ଗସ୍ତରେ ଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ଆଜି ଏହି ଇ-ବସ ସେବାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ […]
Read More Text.