Delhi metro

ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଦିଲ୍ଲୀରେ ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ

ନୂଆଦିଲ୍ଲୀ : ଦିଲ୍ଲୀର ଜନ୍ତରମନ୍ତରରେ CJP Protest ଚାଲିଛି । ମଙ୍ଗଳବାର ରାତିରେ ଜନ୍ତର ମନ୍ତର ଏବଂ କନୋଟ ପ୍ଲେସ୍ ଅଞ୍ଚଳରେ ସିଜେପି ପ୍ରଦର୍ଶନକାରୀ ଉତ୍ତେଜନା କରିଥିଲେ । ଏହାପରେ ଦିଲ୍ଲୀ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇଥିଲା । ଏହାରି ଭିତରେ ବଡ଼ ନିଷ୍ପତ୍ତି ନେଇଛି DMRC । ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ପକ୍ଷରୁ ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ ରହିବ ବୋଲି ସୂଚନା ମିଳିଛି । ସୂଚନା ମୁତାବକ, ରାଜୀବ ଛକ, ପଟେଲ ଛକ ମେଟ୍ରୋ […]

Read More Text.
Assam flood

ଆସାମରେ ଭୟଙ୍କର ବନ୍ୟା, ଗୋଟିଏ ଦିନରେ ୨୧ ମୃତ

ଆସାମ : ପ୍ରବଳ ବର୍ଷା ଯୋଗୁଁ ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଲଗାଣ ବର୍ଷା ଏବଂ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ରାଜ୍ୟର ଅନେକ ଅଞ୍ଚଳ ଏବେ ଜଳମଗ୍ନ ହୋଇପଡ଼ିଛି । ଯାହା ଜନ ଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୧ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏବେ ବି ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ସୂଚନାନୁଯାୟୀ, ରାଜ୍ୟର ୧୬ଟି ଜିଲ୍ଲାରେ ୫.୬୪ […]

Read More Text.
Opposition in black 750x430

କଳା ପୋଷାକ ପିନ୍ଧି ସଂସଦରେ ବିରୋଧୀଙ୍କ ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନ ଓ ଅମିତ ଶାହଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ: ନିଟ୍‌ ବିବାଦ ଏବଂ ଛାତ୍ର ଆନ୍ଦୋଳନ ଉପରେ ପୋଲିସ ଲାଠିଚାର୍ଜକୁ ନେଇ ସଂସଦରେ ବିରୋଧୀଙ୍କ ପ୍ରତିବାଦ ଆହୁରି ତୀବ୍ର ହୋଇଛି। ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ କଂଗ୍ରେସର ଧାରଣାର ପରଦିନ ବୁଧବାର କଂଗ୍ରେସ ସାଂସଦମାନେ କଳା ପୋଷାକ ପିନ୍ଧି ସଂସଦ ପରିସରରେ ବିକ୍ଷୋଭ କରିଛନ୍ତି। ସେମାନଙ୍କ ସହ ସମାଜବାଦୀ ପାର୍ଟି ସମେତ ଅନ୍ୟ ବିରୋଧୀ ଦଳର ସାଂସଦମାନେ ମଧ୍ୟ ସାମିଲ ହୋଇଥିଲେ। ସଂସଦ ପ୍ରବେଶ ଦ୍ୱାର ନିକଟରେ ବିରୋଧୀ ସାଂସଦମାନେ କେନ୍ଦ୍ର ସରକାର ବିରୋଧରେ ସ୍ଲୋଗାନ ଦେବା […]

Read More Text.
V.k pandian

ସିଏମଓରୁ ଫାଇଲ ଗାଏବ ଘଟଣା, ଭିକେ ପାଣ୍ଡିଆନଙ୍କୁ ନୋଟିସ

ଭୁବନେଶ୍ବର : ସିଏମଓରୁ ଦୁଇ ଫାଇଲ ଗାଏବ ଘଟଣାରେ ଭିକେ ପାଣ୍ଡିଆନଙ୍କୁ ନୋଟିସ । ୨୫ ତାରିଖ ଦିନ ୧୧ଟାରେ ହାଜର ହେବାକୁ ନବୀନ ପଟ୍ଟନାୟକଙ୍କ ପୂର୍ବତନ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନଙ୍କୁ ନୋଟିସ କରାଯାଇଛି  । ଭୁବନେଶ୍ବର ଜୋନ-୧ ଏସିପିଙ୍କ ଅଫିସରେ ହାଜର ହେବାକୁ କୁହାଯାଇଛି । ଫାଇଲ ମିସିଂ ମାମଲାରେ ପୂର୍ବରୁ ୨ ଅଧିକାରୀଙ୍କୁ ସମନ କରିଥିଲା ପୋଲିସ । ପୂର୍ବତନ ଆଇଏଏସ ରାଜେଶ ବର୍ମା ଓ ଆଇଟି ସଚିବ ମନୋଜ ମିଶ୍ରଙ୍କୁ ସମନ ଜାରି […]

Read More Text.
89 1 e1784734090518 300x198

ବିଲ୍ ପାସ୍ ପାଇଁ ଲାଞ୍ଚ ନେଇ ଧରାପଡ଼ିଲେ ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ

କଳାହାଣ୍ଡି : ଭିଜିଲାନ୍ସ ଜାଲରେ ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ । ସ୍ୱୟଂ ସହାୟକ ଗୋଷ୍ଠୀର ବିଲ୍ ପାସ୍ ପାଇଁ ୧୦ ହଜାର ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଓଏଭି ପ୍ରଧାନଶିକ୍ଷକ । କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୀତାକାନ୍ତ ରଣା । ୨୦୨୬-୨୭ ଆର୍ଥିକ ବର୍ଷର ୩ ମାସର ପରିମଳ କାମ ବାବଦରେ ବକେୟା ବିଲ୍ ପାସ୍ କରିବା ପାଇଁ ଏକ ସ୍ୱୟଂ ସହାୟକ ଗୋଷ୍ଠୀର କର୍ମକର୍ତ୍ତାଙ୍କଠାରୁ ପ୍ରଧାନଶିକ୍ଷକ ସୀତାକାନ୍ତ ରଣା ୧୦ […]

Read More Text.
Robet

ରେଳ ଯାତ୍ରୀଙ୍କୁ ସୁରକ୍ଷା ଦେବ AI ରୋବଟ, RPFରେ ସାମିଲ ହେଲା DSC ଅର୍ଜୁନ

ଭୁବନେଶ୍ବର : ଏଣିକି ଷ୍ଟେସନ ଜଗିବ RPFର ନୂଆ ରୋବୋଟିକ ଅଫିସର । ରେଲୱେ ପ୍ରୋଟେକ୍ସନ ଫୋର୍ସରେ ଯୋଡିହେଲା DSC ଅର୍ଜୁନ । ପୂର୍ବତଟ ରେଳ ପକ୍ଷରୁ ଆରମ୍ଭ ହୋଇଛି ଏଆଇ ରୋବଟ । ରେଳଯାତ୍ରୀଙ୍କ ସୁରକ୍ଷା ପାଇଁ ରୋବଟ ଜରିଆରେ ଅପରାଧିକ ଗତିବିଧି ଓ ଅଘଟଣ ଉପରେ ନଜର ରଖିବାକୁ ଆରମ୍ଭ ହୋଇଛି ଏହି ରୋବୋ ଅଫିସର ବ୍ୟବହାର । ଯାହାର ନାମ ରହିଛି DSC ଅର୍ଜୁନ । ଷ୍ଟେସନରେ ବୁଲୁଥିବା ଆଣ୍ଟି ସୋସିଆଲ ବା ଅପରାଧି […]

Read More Text.
Cm

ବାହୁଡ଼ା ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରସ୍ତୁତି ଜୋରଦାର : ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ବର : ଶ୍ରୀକ୍ଷେତ୍ର ପୁରୀରେ ବାହୁଡ଼ା ଯାତ୍ରାକୁ ସୁରୁଖୁରୁରେ ଓ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ରାଜ୍ୟ ସରକାର ପକ୍ଷରୁ ପ୍ରସ୍ତୁତିକୁ ଆହୁରି ଜୋରଦାର କରାଯାଇଛି । ବାହୁଡ଼ା ଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଶ୍ରୀକ୍ଷେତ୍ରରେ ବାହୁଡ଼ା ଯାତ୍ରା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବୈଠକ । ବାହୁଡ଼ା ଯାତ୍ରା ସହ ସୁନାବେଶ, ଅଧରପଣା ଓ ନୀଳାଦ୍ରିବିଜେ ପ୍ରସ୍ତୁତି ନେଇ ଆଲୋଚନା ହେଉଛି। ବୈଠକରେ […]

Read More Text.
Screenshot 2026 07 22

ସଫଳତାର ସହ ସରିଲା ମାଲକାନଗିରି ବିମାନବନ୍ଦରର ଟ୍ରାଏଲ୍ ରନ୍; ଅନ୍ତିମ ଅନୁମୋଦନକୁ ଅପେକ୍ଷା

ମାଲକାନଗିରି:ରାଜ୍ୟରେ ଦୁର୍ଗମ ଜିଲ୍ଲାରୁ ଆକାଶପଥକୁ ଆଗେଇବାର ସ୍ୱପ୍ନ ଆଜି ଆଉ ଏକ ପାଦ ଆଗକୁ ବଢ଼ିଛି । ମାଲକାନଗିରି ବିମାନବନ୍ଦରରେ ବହୁ ପ୍ରତୀକ୍ଷିତ ଟ୍ରାଏଲ ରନ୍ ସଫଳତାର ସହ ଶେଷ ହୋଇଛି । ଆଜି ଇଣ୍ଡିଆ ୱାନ୍ ଏୟାର୍ ପକ୍ଷରୁ ଏକ ୯ ସିଟ୍ ବିଶିଷ୍ଟ ବିମାନ ମାଲକାନଗିରି ବିମାନବନ୍ଦରରେ ସଫଳତାର ସହ ଅବତରଣ କରିଥିଲା। ବିମାନଟି ରନୱେରେ ଅବତରଣ କରିବା ପରେ ପ୍ରଶାସନ ପକ୍ଷରୁ ୱାଟର କ୍ୟାନନ୍ ସାଲ୍ୟୁଟ୍ ମାଧ୍ୟମରେ ଏହାକୁ ସ୍ୱାଗତ କରାଯାଇଥିଲା। ବିମାନବନ୍ଦର […]

Read More Text.
Screenshot 2025 07 25 174422 e1753445701904 1 (1)

ଏସସିବିରେ ରକ୍ତ ପରୀକ୍ଷା ଓ ରିପୋର୍ଟ ସଂଗ୍ରହ ପାଇଁ ଆଉ ଲାଇନରେ ରହିବେନି ରୋଗୀ, ମୋବାଇଲକୁ ଆସିବ ରିପୋର୍ଟ

କଟକ: ଏଣିକି ରକ୍ତ ପରୀକ୍ଷା ପାଇଁ କିମ୍ବା ରିପୋର୍ଟ ସଂଗ୍ରହ ପାଇଁ ଆଉ ଲାଇନରେ ଠିଆ ହେବାକୁ ପଡିବନି ।  ଆସିବ ରିପୋର୍ଟ । ଖୁବଶୀଘ୍ର କଟକ ଏସସିବି ମେଡିକାଲର ଦ୍ୱିତୀୟ କ୍ୟାମ୍ପସରେ ଏହି ମାଗଣା ସୁବିଧା ପାଇବେ ରୋଗୀ । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । କଟକ ବଡ଼ ମେଡିକାଲକୁ ଦୈନିକ ହଜାର ହଜାର ରୋଗୀ ବିଭିନ୍ନ ସ୍ଥାନରୁ ଚିକିତ୍ସିତ ହେବା ପାଇଁ ଆସୁଛନ୍ତି । ସବୁଠାରୁ ବଡ଼ କଷ୍ଟ ହେଉଛି […]

Read More Text.
IMG 20260721 WA0163

ଜାତୀୟ ଯୋଗାସନ ପ୍ରତିଯୋଗିତାରେ ଭଗ ନେବେ ମୟୁରଭଞ୍ଜର ୭ ପ୍ରତିଯୋଗୀ

ବାରିପଦା : ରାଜସ୍ଥାନ ଠାରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ଯୋଗାସନ ସବ ଜୁନିୟର ଓ ଜୁନିୟର ପ୍ରତିଯୋଗିତାରେ ମୟୁରଭଞ୍ଜର ୫ ଜଣ ଓ ପାଟନାରେ ସିନିୟର ବିଭାଗର ୨ ପ୍ରତିଯୋଗୀ ଅଂଶଗ୍ରହଣ କରିବେ ବୋଲି ସ୍ୱାମୀ ବିବେକାନନ୍ଦ ଯୋଗ ରିସର୍ଚ୍ଚ ସେଣ୍ଟରର ସମ୍ପାଦକ ଜ୍ୟୋତିରଞ୍ଜନ ଦାସ ଜଣାଇଛନ୍ତି I ପ୍ରକାଶ ଥାଉକି ଚଳିତ ମାସ ଓଡିଶା ଯୋଗ ଏସୋସିଏସନ ଦ୍ୱାରା କଟକ ଠାରେ ଅନୁଷ୍ଠିତ ୩୨ ତମ ରାଜ୍ୟ ସ୍ତରୀୟ ଯୋଗାସନ  ପ୍ରତିଯୋଗିତାରେ ମୟୁରଭଂଜ ଜିଲ୍ଲାରୁ […]

Read More Text.