ହଠାତ୍ ଅସୁସ୍ଥ ହୋଇପଡ଼ିଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ : ଅସୁସ୍ଥ ହୋଇପଡ଼ିଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ। ହଠାତ୍ ସେ ଜ୍ୱର ଓ କ୍ଲାନ୍ତ ଅନୁଭବ କରିବାରୁ ତାଙ୍କୁ ବେଙ୍ଗାଲୁରୁ ସ୍ଥିତି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ଏମସ୍ ରମୈୟା ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି। ସ୍ୱତନ୍ତ୍ର ଡାକ୍ତରୀ ଟିମ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି। ସୂତ୍ର ଅନୁସାରେ, ମଙ୍ଗଳବାର ବିଳମ୍ବିତ ରାତିରେ ଖଡଗେଙ୍କୁ ପ୍ରବଳ ଜ୍ୱର ହୋଇଥିଲା। ଶ୍ୱାସକ୍ରିୟାରେ ମଧ୍ୟ ସେ ଅସହଜ ଅନୁଭବ କରିଥିଲେ। ସେ ଅସୁସ୍ଥତା ଅନୁଭବ କରିବାରୁ […]
Read More Text.