IMG 20260721 WA0154

ବିପଦ ତାରିଣୀ ବ୍ରତ ପାଳିତ 

ବାରିପଦା : ସ୍ଥାନୀୟ ପାଲବଣି ଠାରେ ମା ତାରିଣୀ ପୀଠରେ ଆଜି ବିପଦ ତାରିଣୀ ବ୍ରତ ର ପୂଜାର୍ଚ୍ଚନା କରାଯାଇଛି। ସକାଳ ଠାରୁ ଅପରାହ୍ନ ପର୍ଯ୍ୟନ୍ତ ମାନସିକଧାରୀ ମହିଳା ଶ୍ରଦ୍ଧାଳୁଙ୍କ ସମାଗମରେ ପୀଠ ଚଳଚଞ୍ଚଳ ଥିଲା। ନିଜ ପରିବାରର ସମସ୍ତ ଦୁଃଖ, କ୍ଳେଶ ହରଣ ପାଇଁ ମହିଳାମାନେ ମାନସିକ ରଖି ପୂଜା କରିବା ସହିତ ଲୋକଙ୍କ ଭାବାବେଗକୁ ସମ୍ମାନ ଜଣାଇ ନାନୁ ଦା ପ୍ରତିଷ୍ଠା କରିଥିବା ତାରିଣୀ ପୀଠର ମାହାତ୍ମ୍ୟ ବଢ଼ି ଚାଲିଛି ବୋଲି ପୂଜାର୍ଚ୍ଚନାରେ ଭାଗ […]

Read More Text.
IMG 20260721 WA0158

ସମଗ୍ର ଶିକ୍ଷା, ମୟୂରଭଞ୍ଜ ପକ୍ଷରୁ ଭିନ୍ନକ୍ଷମ ଶିକ୍ଷାର୍ଥୀଙ୍କୁ କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ବଣ୍ଟନ

ବାରିପଦା : ସମଗ୍ର ଶିକ୍ଷା, ମୟୂରଭଞ୍ଜ ପକ୍ଷରୁ ୨୦୨୫–୨୬ ଶିକ୍ଷାବର୍ଷରେ ଜିଲ୍ଲାର ୧୬ଟି ସ୍ଥାନରେ ଭିନ୍ନକ୍ଷମ ଶିଶୁମାନଙ୍କର ଚିହ୍ନଟ ଶିବିର ଆୟୋଜନ କରାଯାଇଥିଲା। ଏହି ଚିହ୍ନଟ ପ୍ରକ୍ରିୟାରେ ୫୮୮ ଜଣ ଭିନ୍ନକ୍ଷମ ଛାତ୍ରଛାତ୍ରୀ ବିଭିନ୍ନ ପ୍ରକାରର କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ। ରାଜ୍ୟ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅତ୍ୟାଧୁନିକ ପୁନର୍ବାସ କେନ୍ଦ୍ର, ମୟୂରଭଞ୍ଜର ସହଯୋଗରେ ଏହି କାର‌୍ୟ୍ୟକ୍ରମ ପରିଚାଳିତ ହୋଇଥିଲା। ପୂର୍ବରୁ ଚିହ୍ନଟ ହୋଇଥିବା ଶିକ୍ଷାର୍ଥୀମାନଙ୍କୁ ନିର୍ଦ୍ଧାରିତ ସ୍ଥାନଗୁଡ଼ିକରେ ପର‌୍ୟ୍ୟାୟକ୍ରମେ ଏହି ଉପକରଣ […]

Read More Text.
Govt e1784653019223 300x168

୨୩ଟି ବୃହତ୍ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ , ସୃଷ୍ଟି ହେବ ୨୨,୮୭୩ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର : ରାଜ୍ୟର ଶିଳ୍ପାୟନକୁ ଅଧିକ ଗତି ଦେବା ଲକ୍ଷ୍ୟରେ ଓଡ଼ିଶା ସରକାର ୨୩ଟି ବୃହତ୍ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ।  ମୁଖ୍ୟ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବସିଥିବା ୧୪୮ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ମୋଟ ୪,୫୭୩.୮୭ କୋଟି ବିନିଯୋଗ ପ୍ରସ୍ତାବକୁ ସବୁଜ ସଙ୍କେତ ମିଳିଛି। ଏହି ପ୍ରକଳ୍ପଗୁଡ଼ିକ ମାଧ୍ୟମରେ ୨୨,୮୭୩ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ସରକାର ଆଶା କରୁଛନ୍ତି। ଅନୁମୋଦନ ପାଇଥିବା ପ୍ରକଳ୍ପଗୁଡ଼ିକ ଆଇଟି […]

Read More Text.
1222 e1784652813975 300x173

ପ୍ରଧାନମନ୍ତ୍ରୀ ମୋଦୀଙ୍କ ବାସଭବନ ନିକଟରେ କଂଗ୍ରେସର ଧାରଣା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନ ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଧାରଣାରେ ବସି ପ୍ରତିବାଦ କରିଛନ୍ତି। ସେମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରୁଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖର୍ଗେ ମଧ୍ୟ ଏହି ପ୍ରତିବାଦରେ ସାମିଲ ହୋଇଛନ୍ତି। ପୂର୍ବରୁ କଂଗ୍ରେସ ନେତାମାନେ ମଲ୍ଲିକାର୍ଜୁନ ଖର୍ଗେଙ୍କ ବାସଭବନରୁ ପ୍ରଧାନମନ୍ତ୍ରୀଙ୍କ ବାସଭବନ ପର୍ଯ୍ୟନ୍ତ ଶୋଭାଯାତ୍ରା କରିଥିଲେ। ରାହୁଲ ଗାନ୍ଧୀ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଲେଖିଛନ୍ତି, “ଗତକାଲି ଯୁବ […]

Read More Text.
Skm

ନିର୍ମାଣାଧୀନ ଟନେଲ୍ ଭୁଶୁଡ଼ି ୭ ଶ୍ରମିକ ମୃତ

ସିକ୍କିମ: ସିକ୍କିମରେ ଭୁଶୁଡ଼ିଲା ନିର୍ମାଣାଧୀନ ଟନେଲ୍ । ୭ ଶ୍ରମିକ ମୃତ, ୨୭ରୁ ଊର୍ଦ୍ଧ୍ବ ମାଟି ତଳେ ଫସିଥିବା ଆଶଙ୍କା । ଭୟଙ୍କର ଭୂସ୍ଖଳନ ଓ ବିଷାକ୍ତ ଗ୍ୟାସ୍  ଲିକ୍  ଯୋଗୁ  ୭ଜଣ ଶ୍ରମିକ ମୃତ୍ୟୁ ହୋଇଥିବା ପ୍ରାଥମିକ ରିପୋର୍ଟରୁ ସୂଚନା ମିଳିଛି । ନାମଚି ଜିଲ୍ଲା ସମରଦୁଙ୍ଗ ଟନେଲରେ ଘଟିଛି ଏହି ଭୟଙ୍କର ଭୂସ୍ଖଳନ। ଗତକାଲି ବିଳମ୍ବିତ ରାତିରେ ଘଟିଥିବା ଏହି ଦୁର୍ଘଟଣାରେ ପ୍ରାୟ ୨୭ ଜଣ ଶ୍ରମିକ ଏବେ ବି ମାଟି ତଳେ ଫସି ରହିଥିବା […]

Read More Text.
80 e1784651881563 300x170

ପେପର ଲିକ୍ କୌଣସି ରାଜନୈତିକ ପ୍ରସଙ୍ଗ ନୁହେଁ, ଦୋଷୀଙ୍କୁ ମିଳିବ କଠୋର ଦଣ୍ଡ : ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : ନିଟ୍-ୟୁଜି ପେପର ଲିକ୍ ନେଇ ଦେଶବ୍ୟାପୀ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଏନଡିଏ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସଂସଦର ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନରେ ଗୃହ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ ଏନଡିଏ ଦଳଗୁଡ଼ିକ ଏକ “ମଙ୍ଗଳ ମିଳନ” ବୈଠକ କରିଥିଲେ। ଏହି ବୈଠକ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ଅନେକ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ ଏବଂ ସାଂସଦମାନଙ୍କୁ ମାର୍ଗଦର୍ଶନ କରିଥିଲେ। କେନ୍ଦ୍ର ସଂସଦୀୟ ବ୍ୟାପାର […]

Read More Text.
2026 07 20T125643Z 101372689 RC2OHMA0NV91 RTRMADP 3 BRITAIN POLITICS 750x430

ଆଣ୍ଡି ବର୍ନହାମ ହେଲେ ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ଆଣ୍ଡି ବର୍ନହାମ। ଗତ ୧୦ ବର୍ଷ ମଧ୍ୟରେ ସେ ବ୍ରିଟେନର ସପ୍ତମ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ସେ ଦେଶର ରାଜନୈତିକ ଏବଂ ପ୍ରଶାସନିକ ବ୍ୟବସ୍ଥାରେ ପ୍ରମୁଖ ପରିବର୍ତ୍ତନ ଆଣିବାର ପ୍ରତିଶ୍ରୁତି ଦେଇ କହିଥିଲେ ଯେ ତାଙ୍କ ସରକାର ମୁଖ୍ୟତଃ ମୁଦ୍ରାସ୍ଫୀତି ଏବଂ ଦୁର୍ବଳ ସାର୍ବଜନୀନ ସେବା ଭଳି ଦୈନନ୍ଦିନ ସମସ୍ୟାର ସମାଧାନ ଉପରେ ଧ୍ୟାନ ଦେବ। ପୂର୍ବତନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମର୍ ୧୦ ଡାଉନିଂ ଷ୍ଟ୍ରିଟ୍ ବାହାରେ […]

Read More Text.
IMG 20260708 WA0023 1

ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା ; ଖୋଲିଲା ହୀରାକୁଦର ଆଉ ୪ ଗେଟ୍‌

ହୀରାକୁଦ: ବର୍ତ୍ତମାନ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ଏହି ପ୍ରରିପେକ୍ଷିରେ ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ଯୋଗୁଁ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରୁଛି । ଯାହାକୁ ନେଇ ପୁଣି ଡ୍ୟାମର ଆଉ ୪ଟି ସ୍ଲୁଇସ ଗେଟକୁ ଖୋଲାଯାଇଛି । ଏହାକୁ ମିଶାଇ ମୋଟ ୮ଟି ସ୍ଲୁଇସ ଗେଟ୍‌ରେ ଅତିରିକ୍ତ ବନ୍ୟା ଜଳ ନିଷ୍କାସନ କରାଯାଉଛି । ଖୋଲା ଯାଇଥିବା ମୋଟ ୮ଟି ସ୍ଲୁଇସ ଗେଟ ମଧ୍ୟରୁ ବର୍ତ୍ତମାନ ଜଳଭଣ୍ଡାରର […]

Read More Text.
Images

ରାଜ୍ୟରେ ୨୬୦ ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ବର : ରାଜ୍ୟ ତମାମ ବର୍ଷା ଜାରି ରହିଥିବା ବେଳେ ଏହାରି ଭିତରେ ମୁଣ୍ଡ ଟେକିଲାଣି ଡେଙ୍ଗୁ। ଚଳିତବର୍ଷ ରାଜ୍ୟରେ ୨୬୦ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଗତବର୍ଷ ତୁଳନାରେ କମ୍‌ ହୋଇଥିଲେ ହେଁ ଏହାକୁ ଆଉ ଅଧିକ ବଢ଼ିବା ପାଇଁ ନ ଦେବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ କାର୍ଯ୍ୟପନ୍ଥା ଗ୍ରହଣ କରାଯାଇଛି। ସଚେତନତାକୁ ସର୍ବାଧିକ ଗୁରୁତ୍ବ ଦିଆଯାଉଛି। ବର୍ଷା ଦିନେ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋ‌ଇଥା’ନ୍ତି। ବିଶେ‌ଷକରି ଅଗଷ୍ଟ, ସେପ୍ଟେମ୍ବର ଓ ଅକ୍ଟୋବରରେ […]

Read More Text.
Screenshot 2026 07 21 165737 744x430

ସେପ୍ଟେମ୍ବର ୨ ରେ ସରିବ SIR ପ୍ରକ୍ରିୟା, ଯାଞ୍ଚ ପରେ ୬ରେ ପ୍ରକାଶ ପାଇବ ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର: ଓଡ଼ିଶାରେ ଚାଲିଥିବା ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ୍ (SIR) ଅର୍ଥାତ୍ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ ଦାଖଲ ହୋଇଥିବା ସମସ୍ତ ଅଭିଯୋଗ ଏବଂ ଦାବିଗୁଡ଼ିକର ସମାଧାନ ପ୍ରକ୍ରିୟା ସେପ୍ଟେମ୍ବର ୨ ତାରିଖରେ ସରିବ। ଏହି ଯାଞ୍ଚ ପରେ ସେପ୍ଟେମ୍ବର ୬, ୨୦୨୬ ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ନୂଆ ନାମ ଯୋଡିବା କିମ୍ବା କୌଣସି ତ୍ରୁଟି ସୁଧାରିବା ପାଇଁ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଆବେଦନ ଗ୍ରହଣ କରାଯାଇଥିଲା। ଉକ୍ତ ଆବେଦନଗୁଡ଼ିକର ଯାଞ୍ଚ ଓ […]

Read More Text.