ବାର ବର୍ଷ ରୁ କମ ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ କୁ ଆଜୀବନ ସଶ୍ରମ କାରାଦଣ୍ଡ ସମେତ ଜୋରିମାନା
ବାରିପଦା: ଆଜି ଏକ ଦୁଷ୍କର୍ମ ଅଭିଯୋଗ ସଂକ୍ରାନ୍ତ ମାମଲାର ବିଚାର କରି ମାନ୍ୟବର ଆଡ଼ ହକ ଆଡିସନାଲ ଜିଲ୍ଲା ଓ ଦୌରାଜଜ ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ ଅଣ୍ଡାର ପୋକ୍ସ ଆକ୍ଟ ସନ୍ତୋଷ କୁମାର ନାୟକ ଅଭିଯୁକ୍ତ ମୟୁରଭଞ୍ଜ ଜିଲ୍ଲା ବୈଶିଙ୍ଘା ଥାନା ଅନ୍ତର୍ଗତ କେନ୍ଦୁଆ ଗ୍ରାମ ର ଅସିତ ବେହେରା (25) କୁ ଦଫା 6 ଅଫ ପୋକ୍ସ ଆକ୍ଟ ଅନୁଯାୟୀ ଆଜୀବନ (ମୃତ୍ୟୁ ପର୍ଯ୍ୟନ୍ତ) ସଶ୍ରମ କାରାଦଣ୍ଡ ସମେତ ଦଶ ହଜାର ଟଙ୍କା ଜୋରିମାନା ଅନାଦେୟ […]
Read More Text.