ନଦୀରେ ଜଳସ୍ତର ବଢୁଛି: ବନ୍ୟା ଆଶଙ୍କା ନ ଥିବା କହିଲେ ସର୍ବୋଚ୍ଚ ଯନ୍ତ୍ରୀ
ଭୁବେନଶ୍ବର: ଲଗାଣ ବର୍ଷା ଯୋଗୁଁ ରାଜ୍ୟର କିଛି ନଦୀରେ ଜଳସ୍ତର ବଢିବାରେ ଲାଗିଛି । କିନ୍ତୁ କୌଣସି ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉନାହିଁ । ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ । ମହାନଦୀର ଶାଖା ନଦୀ ଗୁଡିକରେ ଜଳସ୍ତର ବଢିବା ସମ୍ଭାବନା ରହିଛି । ଏବେ ହୀରାକୁଦର ୧୦ଟି ଗେଟ୍ ଦେଇ ବନ୍ୟା ଜଳ ପ୍ରବାହିତ ହେଉଛି । ୨୦ଟି ଗେଟ୍ ଦେଇ […]
Read More Text.