ବାପାର କୁରାଢ଼ୀ ଚୋଟରେ ପୁଅ ମୃତ
ଠାକୁରମୁଣ୍ଡା: ବାପାର କୁରାଢ଼ୀ ଚୋଟରେ ପୁଅର ମୃତ୍ୟୁ ହୋଇଛି । ଏପରି ଲୋମହର୍ଷଣକାରୀ ଘଟଣା ଘଟିଛି ମୟୂରଭଞ୍ଜ ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ଭରାଣ୍ଡିଆ ଗ୍ରାମରେ । ସେହି ଗ୍ରାମର ଅନାମ ବାଉଁଶିଆ ନିଜ ବଡପୁଅ ତପନ ବାଉଁଶିଆକୁ ଏକ କୁରାଢ଼ୀରେ ହାଣି ହତ୍ୟା କରିବା ପରେ ଥାନାରେ ଆତ୍ମସମର୍ପଣ କରିଛି । ସୂଚନାଥାଉକି ଗତକାଲି ସନ୍ଧ୍ୟା ୯ଘଟିକା ସମୟରେ ବାପା ଅନାମ ବାଉଁଶିଆ ରୋଷେଇ କରୁଥିବା ବେଳେ ପୁଅ ତପନ ମଦ ପିଇ ଆସି ବାପାକୁ ପାର୍ଟିତୁଣ୍ଡ […]
Read More Text.