ମୁଖ୍ୟମନ୍ତ୍ରୀ ବସ୍ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଧମକ, ଗାଡ଼ି ଛାଡ଼ି ପଳାଇଲେ ଚାଳକ
ବଲାଙ୍ଗୀର: ସାଧାରଣ ଲୋକଙ୍କ ଗମନାଗମନ ସୁବିଧା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ ଏବେ ଅସୁରକ୍ଷିତ ହୋଇପଡ଼ିଛି। ବଲାଙ୍ଗୀର ଜିଲ୍ଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ଦୁର୍ବୃତ୍ତ ମୁଖ୍ୟମନ୍ତ୍ରୀ ବସ୍କୁ ଅଧା ରାସ୍ତାରେ ଅଟକାଇ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଆତଙ୍କ ଖେଳାଇଛନ୍ତି। ବନ୍ଧୁକ ମୁନରେ ଜୀବନ ପ୍ରତି ବିପଦ ଥିବା ଦେଖି ବସ୍ ଷ୍ଟାଫ୍ମାନେ ଭୟରେ ଗାଡ଼ି ଛାଡ଼ି ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ସୂଚନା ମିଳିଛି। ପ୍ରାପ୍ତ […]
Read More Text.