ଜମ୍ମୁ କଶ୍ମୀରରେ ବର୍ଷାର ତାଣ୍ଡବ; ୧୧ ମୃତ
ଶ୍ରୀନଗର: ଜମ୍ମୁ କାଶ୍ମୀରରେ ବର୍ଷାର କରାଳ ରୂପ । ଲଗାତାର ବର୍ଷାରେ ବନ୍ୟା ସ୍ଥିତି ଦେଖିବାକୁ ମିଳିଛି । ଅନେକ ସ୍ଥାନ ଜଳାର୍ଣ୍ଣବ ହୋଇଛି । ଫଳରେ ଯାତାୟତରେ ବାଧାପ୍ରାପ୍ତ ହୋଇଛି । ବର୍ତ୍ତମାନ ସୁଦ୍ଧା ପୁଞ୍ଚ ଜିଲ୍ଲାରେ ୧୧ ଜଣଙ୍କର ମୃତ୍ୟୁ ଘଟିଛି । ମୁଷଳଧାରାର ବର୍ଷା ଯୋଗୁଁ ୨୫୦ରୁ ଅଧିକ ଗାଡ଼ି ଭାସିଯାଇଥିବା ସୂଚନା ରହିଛି । ରାଜୌରୀ, ଅନନ୍ତନାଗ ଏବଂ ଉଧମପୁର ସମେତ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ଜାରି ରହିଛି । […]
Read More Text.