ଦୁଇ ଦିବସୀୟ ଝୁମର କର୍ମଶାଳା ର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟ ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟ ଓ ଓଡ଼ିଶା ଝୁମର ଏକାଡ଼େମୀର ମିଳିତ ସହଯୋଗରେ ଅନୁଷ୍ଠିତ ଦୁଇ ଦିବସୀୟ ‘ଝୁମର କର୍ମଶାଳା’ର ଉଦ୍ଘାଟନୀ ଉତ୍ସବରେ ମୁଖ୍ୟଅତିଥି ତଥା ଉଦ୍ଘାଟକ ଭାବରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ଝୁମର ସଂପର୍କରେ ବକ୍ତବ୍ୟ ରଖିବା ସହିତ ବାରିପଦାର ବହୁବିଧ ବିକାଶ ପାଇଁ ଆପଣାର ସହଯୋଗ ଘୋଷଣା କରିଥିଲେ । ବିଶ୍ଵବିଦ୍ୟାଳୟ କୁଳପତି ପ୍ରଫେସର ପ୍ରମୋଦ […]
Read More Text.