କାର୍ ଦୁର୍ଘଟଣାରେ ଅର୍ଥ ବିଭାଗର ଉପସଚିବଙ୍କ ମୃତ୍ୟୁ
ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ କାର୍ ଦୁର୍ଘଟଣାରେ ଅର୍ଥ ବିଭାଗର ଉପସଚିବଙ୍କ ମୃତ୍ୟୁ ହୋଇଛି । ଘଟଣାରେ ତାଙ୍କ ପତ୍ନୀ ଗୁରୁତର ରହିଛନ୍ତି । ଏମାନେ ବାଇକ୍ ଯୋଗୁଁ ବଙ୍ଗଲା ସାହିବ ଗୁରୁଦ୍ବାରାରୁ ଘରକୁ ଫେରୁଥିଲେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଯାଞ୍ଚ କରୁଛି । ସୂଚନା ମୁତାବକ, ଦିଲ୍ଲୀ କ୍ୟାଣ୍ଟ ମେଟ୍ରୋ ଷ୍ଟେସନ ନିକଟ ରିଙ୍ଗ ରୋଡରେ ଏହି ଦୁର୍ଘଟଣା ଘଟିଛି । ଅର୍ଥ ବିଭାଗର ଉପସଚିବ ଏବଂ ତାଙ୍କ ପତ୍ନୀ ବାଇକ୍ ଯୋଗୁଁ ବଙ୍ଗଲା […]
Read More Text.