ଜାତୀୟ ନାଟ୍ୟ ମହୋତ୍ସବର ଶେଷ ସନ୍ଧ୍ୟାରେ ଆମେ ବାରିପଦାର ନାଟକ
ବାରିପଦା : ସ୍ଥାନୀୟ ସହୀଦ ସ୍ମୃତି ଭବନରେ ଆମେ : ବାରିପଦା ଆନୁକୂଲ୍ୟରେ ୯ ଦିନ ବ୍ୟାପୀ ଆୟୋଜିତ ଜାତୀୟ ନାଟ୍ୟ ମହୋତ୍ସବର ଉଦଯାପନୀ ସନ୍ଧ୍ୟାରେ ଆମେ:ବାରିପଦା ପ୍ରସ୍ତୁତ ନାଟକ “ଅଭିଯାନ” ମଞ୍ଚସ୍ଥ ହୋଇଯାଇଛି I ସଭାପତି ଡଃ କୈଳାଶ ଚନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗଦେଇ ନାଟକ ମହୋତ୍ସବର ପରିକଳ୍ପନା ଓ ସଫଳତା ପାଇଁ ଆମେ:ବାରିପଦାର ପ୍ରୟାସ […]
Read More Text.