ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ୨ ଜୀବନ
ସୋର: ବାଲେଶ୍ୱର ଜିଲ୍ଲାର ସିମୁଳିଆ ଥାନା ଅନ୍ତର୍ଗତ ମହିଷାପଣ୍ଡା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି । ଗାଇଙ୍କ ପାଇଁ ଲଗାଇଥିଲେ କରେଣ୍ଟ, ନିଜର ଚାଲିଗଲା ଜୀବନ । ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ଜଣଙ୍କ ମୃତ୍ୟୁ । ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ମହିଷାପଣ୍ଡା ଗାଁରେ ଅଘଟଣ । ଚାଷଜମିରେ ତଳିକୁ ସୁରକ୍ଷା ଦେବା ପାଇଁ ବିଲ ଚାରିପଟେ ତାରବାଡ ଲଗାଇ ସେଥିରେ ବିଦ୍ୟୁତ ସଂଯୋଗ କରିଥିଲେ । ଅଜାଣତରେ ତାର ନଖୋଲି ବିଲକୁ ଯାଇଥିବା ବେଳେ […]
Read More Text.