Screenshot 2025 09 04 140257 750x423

ମୋଷ୍ଟ ୱାଣ୍ଟେଡକୁ ଧରିବାକୁ ଭୁବନେଶ୍ବରରେ ଆସାମ ପୋଲିସର ରେଡ୍‌

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ଆସାମ ପୋଲିସ ଗୁରୁବାର ରେଡ୍‌ କରିଛି। ତେବେ ଜଣେ ମୋଷ୍ଟ ଓ୍ବାଣ୍ଟେଡ୍‌ ଆତ୍ମଗୋପନ କରିଥିବା ସୂଚନା ପରେ ଏହି ଚଢ଼ାଉ ଜାରି ରହିଛି। କମିଶନରେଟ ପୋଲିସ ସହାୟତାରେ ଆସାମ ପୋଲିସ ରେଡ୍‌ କରୁଛି। ଇନ୍‌ଫୋସିଟି ପୋଲିସ ସହାୟତାରେ ଏକ ଆପାର୍ଟମେଣ୍ଟରେ ରେଡ୍‌ ଚାଲିଥିବାବେଳେ ଆତ୍ମଗୋପନ କରିଥିବା ମୋଷ୍ଟ ୱାଣ୍ଟେଡ୍‌ କିଏ ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। ତେବେ କୁହାଯାଉଛି ଏକ ଠକେଇ ମାମଲାରେ କୋର୍ଟଙ୍କ ନିର୍ଦ୍ଦେଶ ପରେ ଆସାମ ପୋଲିସ ଭୁବନେଶ୍ୱରକୁ […]

Read More Text.
1 93 1696319123280

ଅକ୍ଟୋବର ୭ରୁ ହବିଷ ବ୍ରତ ଆରମ୍ଭ : ଅନ୍‌ଲାଇନ ପଞ୍ଜୀକରଣ ଖୁବଶୀଘ୍ର

ପୁରୀ : ରାଜ୍ୟର ପ୍ରାୟ ୨,୫୦୦ ଶ୍ରଦ୍ଧାଳୁଙ୍କୁ ଶ୍ରୀକ୍ଷେତ୍ରରେ ମାଗଣା କାର୍ତ୍ତିକ ବ୍ରତ ପାଳନର ସୁବିଧା ଯୋଗାଇ ଦେବେ ସରକାର। ଏଥିପାଇଁ ଖୁବଶୀଘ୍ର ଆରମ୍ଭ ହେବ ଅନ୍‌ଲାଇନ ପଞ୍ଜୀକରଣ ବ୍ୟବସ୍ଥା। ଜଟିଳ ରୋଗ ଓ ବୟସାଧିକ୍ୟ ଲୋକଙ୍କୁ ଏଥିପାଇଁ ସୁଯୋଗ ମିଳି ନପାରେ। ମନୋନୟନ ପୂର୍ବରୁ ଏକ ଡାକ୍ତରୀ ଦଳ ଆବେଦନକାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବେ। ମନୋନୀତ ହବିଷ୍ୟାଳିଙ୍କୁ ବୃନ୍ଦାବତୀ ନିବାସ, ବଗଲା ଧର୍ମଶାଳା, ପୁରୁଣା ମହିଳା କଲେଜ କୋଠା, ବାଗେଡ଼ିଆ ଧର୍ମଶାଳା ଓ ପୌର କଲ୍ୟାଣ […]

Read More Text.
1922370 odishassepdministernityanandagond1

ଏବେ ସବୁ ଅଙ୍ଗନବାଡି ବନ୍ଦ କରି ସ୍କୁଲ୍‌ରେ ସାମିଲ କରିବା ସମ୍ଭବ ନୁହେଁ: ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ସ୍କୁଲ୍‌ରେ ଅଙ୍ଗନବାଡି ସାମିଲ ନେଇ ଗୁରୁବାର ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଶିଶୁ ବାଟିକା ୩କୁ ସ୍କୁଲରେ ସାମିଲ କରାଯାଇଛି। ଏବେ ମଧ୍ୟ ଶିଶୁ ବାଟିକା ୧ ଓ ୨ ଅଙ୍ଗନବାଡି କେନ୍ଦ୍ରରେ ଅଛି । ବର୍ତ୍ତମାନ ସବୁ ଅଙ୍ଗନବାଡି ବନ୍ଦ କରି ସ୍କୁଲ୍‌ରେ ସାମିଲ ସମ୍ଭବ ନୁହେଁ । ୫ ବର୍ଷ ପରେ ପିଲା ଶିଶୁ ବାଟିକା ୩ରେ ନାମ ଲେଖାଇବେ । ୪୫ […]

Read More Text.
Rabi narayan naik

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଘର

ଭୁବନେଶ୍ୱର : ୫୦ ହଜାର ହିତାଧିକାରୀଙ୍କୁ ରାଜ୍ୟ ସରକାର ବାଣ୍ଟିବେ ଅନ୍ତ୍ୟୋଦୟ ଘର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଆସନ୍ତା ୧୭ ତାରିଖରେ ଏହି ଅନ୍ତୋଦୟ ଘର ବଣ୍ଟାଯିବ । ଏନେଇ ଗୁରୁବାର ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ମୋଦୀଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ଦିଆଯିବ। ପୂର୍ବରୁ ୧ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଏହି ଯୋଜନାରେ ସାମିଲ୍‌ କରାଯାଇଛି । ନଭେମ୍ବରରେ ପିଏମ୍‌ ଆବାସର କାର୍ଯ୍ୟାଦେଶ […]

Read More Text.
Hirakuda

ହୀରାକୁଦର ୧୪ଟି ଗେଟ୍ ଖୋଲିଲା, ତଳିଆ ଅଞ୍ଚଳର ଲୋକଙ୍କୁ ବନ୍ୟା ସତର୍କତା

କଟକ : ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ, ହୀରାକୁଦ ଜଳଭଣ୍ଡାରର ୧୪ଟି ଗେଟ୍ ଖୋଲାଯାଇଛି ଏବଂ ମହାନଦୀରେ ୨.୫ ଲକ୍ଷ କ୍ୟୁସେକ୍ ଜଳ ପ୍ରବାହିତ ହେବାର ଆଶା କରାଯାଉଛି ।  ଏହା ଫଳରେ ହୀରାକୁଦ ଡ୍ୟାମର ତଳମୁଣ୍ଡରେ ଥିବା ନଦୀ ଶଯ୍ୟା ଅଞ୍ଚଳରେ ବନ୍ୟା ଆସିବାର ଆଶଙ୍କା ରହିଛି ।  ଜନସାଧାରଣଙ୍କ ଜୀବନ ଏବଂ ସମ୍ପତ୍ତିର ସୁରକ୍ଷା ପାଇଁ ନଦୀକୂଳ ଅଞ୍ଚଳରେ ବସବାସ କରୁଥିବା ଲୋକେ ନଦୀ ଶଯ୍ୟାଠାରୁ ଦୂରେଇ ରହିବା ସହିତ ସମସ୍ତ ସତର୍କତାମୂଳକ ପଦକ୍ଷେପ […]

Read More Text.
Highcourt

ଦୁର୍ଗାପୂଜା ପାଇଁ କଟକରେ ହୋଇପାରିବ ୬ ଟି ସୁ-ଉଚ୍ଚ ତୋରଣ

କଟକ :  ଓଡିଶା ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି ।  ଏବେ କଟକରେ ଦୁର୍ଗାପୂଜା ପାଇଁ ହୋଇପାରିବ ସୁ-ଉଚ୍ଚ ତୋରଣ । ଅନୁମତି ଦେଲେ ଓଡିଶା ହାଇକୋର୍ଟ । କଟକ ସହରରେ ୬ ଟି ସୁଉଚ୍ଚ ତୋରଣକୁ ଅନୁମତି ଦେଇଛନ୍ତି ଓଡିଶା ହାଇକୋର୍ଟ ।  ଦୁଇଟି ପର୍ଯ୍ୟାୟରେ ଅନୁମତି ନେଇ ସ୍ପଷ୍ଟ କଲେ ହାଇକୋର୍ଟ ।  ବାଦାମବାଡ଼ି, ଖାନନଗର, ଚାନ୍ଦିନୀଚୌକ, ମାଲଗୋଦାମ, ରାଣୀହାଟ, ଶିଖରପୁରରେ ହୋଇପାରିବ  ଏହି ସୁ-ଉଚ୍ଚ ତୋରଣ । ରାସ୍ତା ଉପରେ ତୋରଣ ନିର୍ମାଣ ଉପରେ […]

Read More Text.
1 6

ମାଉସୀ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର; ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

କାକଟପୁର: ସୁଦୂର ବମ୍ବେରୁ ଆସିଥିଲେ ମାଉସୀ ଘରକୁ । ହେଲେ ସକାଳୁ ସକାଳୁ ମାଉସୀ ଘରୁ ମିଳିଲା ପୁତୁରାର ମୃତଦେହ । ଆଉ କ୍ଷଣକରେ ଏକଥା ଚାରିଆଡେ ପ୍ରଚାର ହୋଇଗଲା । ଯାହାପରେ ପୁଅର ପରିବାର ଲୋକେ ଆଣିଛନ୍ତି ହତ୍ୟା ଅଭିଯୋଗ । କାରଣ ପୁଅ କୁଆଡେ ଘରେ ନ ଜଣାଇ ବମ୍ବେରୁ ସିଧା ମାଉସୀ ଘରକୁ ଆସିଥିଲା । ଯେଉଁଥିପାଇଁ ଏବେ ସସପେନ୍ସ ଭିତରେ ଯୁବକଙ୍କ ମୃତ୍ୟୁ । ଅସ୍ତରଙ୍ଗ ଥାନା ଅନ୍ତର୍ଗତ ସାନସିରେଇ ଗାଁରେ ଦେଖିବାକୁ […]

Read More Text.
Banki

ଥାନା ଆଗରେ ଜୀବନ ହାରିବାକୁ ଉଦ୍ୟମ କଲେ ଯୁବକ

ବାଙ୍କୀ : ଥାନା ସାମ୍ନାରେ ଜୀବନ ହାରିବାକୁ ଉଦ୍ୟମ। ବାଙ୍କୀ ଥାନା ସାମ୍ନାରେ ବିଷ ପିଇ ଜୀବନ ହାରିବାକୁ ଯୁବକଙ୍କ ଉଦ୍ୟମ। କୁସୁନ୍ଦା ଗାଁରେ ଜମିଜମାକୁ ନେଇ ଗଣ୍ଡଗୋଳରେ କୁନି ଭୋଇ ନାମକ ମହିଳାଙ୍କୁ ମାଡ ମାରି ଗୋଡ ଭାଙ୍ଗି ଦେଇଥିଲେ। ଏନେଇ ଗତ ୨୯ ତାରିଖରେ ପ୍ରଥମେ ଆହତ ମହିଳା ତାଳବସ୍ତ ଫାଣ୍ଡିରେ ଅଭିଯୋଗ କରିଥିଲେ। ପୋଲିସ ପଦକ୍ଷେପ ନ ନେବାରୁ ବାଧ୍ୟ ହୋଇ ପୁଣି ଗତ ୩୦ ତାରିଖରେ ବାଙ୍କୀ ଥାନାରେ ଏତଲା ଦାୟର କରିଥିଲେ। […]

Read More Text.
Img 20250903 wa0166

ଗାଁ ରାସ୍ତା କାଦୁଅ ପଚ୍ ପଚ୍; କଂକ୍ରିଟ ରାସ୍ତା ନିର୍ମାଣ ପାଇଁ ଦାବି 

ବାରିପଦା : ମୟୁରଭଞ୍ଜ ଜିଲ୍ଲାର ବିଜାତଳା ବ୍ଲକ ର ବିଜାତଳା ହାଟ ପାଖ ରୁ  ବିଜାତଳା ଉପରସାହି ଗାଁ ରାସ୍ତା ବର୍ଷା ଯୋଗୁଁ କାଦୁଅ ପଚ୍ ପଚ୍ ।ରାସ୍ତା ହୋଇଛି ଵେହାଲ ଏଵଂ ଅତ୍ୟନ୍ତ ଶୋଚନୀୟ ହୋଇପଡିଛି | ବର୍ଷା ଯୋଗୁଁ ଏହି ମାଟି ରାସ୍ତାଟି କାଦୁଅରେ ପଚପଚ କରୁଥିବାରୁ ଯାତାୟାତ ପାଇଁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି | ରାସନ, ଭତ୍ତା ଓ ଅନ୍ୟାନ୍ୟ କାମ ପାଇଁ ଲୋକେ ପଞ୍ଚାୟତ କାର୍ଯ୍ୟାଳୟକୁ ଯିବା […]

Read More Text.
Img 20250903 wa0169

ଦେଓଗାଁ ର ବହୁ ଚର୍ଚ୍ଚିତ ମହିଳା ସୁହାଗି ଗଇପାଇ ହତ୍ଯାକାଣ୍ଡର ମୁଖ୍ୟ ଆସାମୀ କୁ ବାନ୍ଧିଲା ପୋଲିସ

ବାରିପଦା: ମୟୂରଭଂଜ ଜିଲ୍ଲାର ସିମାନ୍ତ ତିରିଂ ଥାନା ଅନ୍ତର୍ଗତ ଦେଓଗାଁର ଜଣେ ମହିଳା  ୨୨/୦୮/୨୫ ତାରିଖ ରାତି ୭.୩୦ ଟା ପାଖାପାଖି ସମୟରେ ରୋଷେଇ କରୁଥିବା ଅବସ୍ଥାରେ ଜନୈକ ଦୁବୃର୍ତ୍ତ ଫାର୍ଶାର ଚୋଟରେ ମୁଣ୍ଡ ଗଣ୍ଡି ଅଲଗା କରି ଦେଇଥିଲା ।  । ହତ୍ୟା ସମୟରେ ହାତରେ ରୋଷେଇ ଖସୁଣି ଥିଲା ।ଯାହାକି ଏକ ଭୟଙ୍କର କରୁଣ ଓ ଛାତିଥରା ଦୃଶ୍ୟ  ଥିଲା।ଅପରପକ୍ଷରେ ସେହି  ଘରର ଅନ୍ୟ କୋଠରୀରେ ମୃତୁ୍କର ପୁଅ ବୋହୂ ଶୋଇଥିଲେ  କିନ୍ତୁ ଘଟଣା କ’ଣ  […]

Read More Text.