SCOରେ ଆତଙ୍କବାଦକୁ ସମର୍ଥନ କରୁଥିବା ଦେଶଙ୍କୁ ଚେତାବନୀ ଦେଲେ ମୋଦୀ
ନୂଆଦିଲ୍ଲୀ: ଚୀନର ତିଆନଜିନରେ ସାଂଘାଇ ସହଯୋଗ ସଂଗଠନ (SCO)ର ୨୫ତମ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆତଙ୍କବାଦ ବିରୋଧରେ କଡ଼ା ବାର୍ତ୍ତା ଦେଇଛନ୍ତି। ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଉପସ୍ଥିତ ଥାଇ ମୋଦୀ କହିଛନ୍ତି, କିଛି ଦେଶର ଆତଙ୍କବାଦୀ ସଂଗଠନଙ୍କୁ ଖୋଲା ସମର୍ଥନ ଆଉ ସାହାଯ୍ୟ କରୁଛନ୍ତି। ଏହାକୁ ଗ୍ରହଣ କରାଯିବ ନାହିଁ। ମୋଦୀ କହିଛନ୍ତି, ଆତଙ୍କବାଦ କେବଳ ଗୋଟିଏ ଦେଶ ପାଇଁ ନୁହେଁ, ସମଗ୍ର ମାନବଜାତି ପାଇଁ ବିପଦ। ଜମ୍ମୁ ଓ କଶ୍ମୀରର ପହଲଗାମରେ […]
Read More Text.