ଜଗଦ୍ଧାତ୍ରୀ ପୂଜା ଓ ମେଳା କମିଟିର ବାର୍ଷିକ ସାଧାରଣ ବୈଠକ ଅନୁଷ୍ଠିତ
ବାରିପଦା: ସ୍ଥାନୀୟ ଭଂଜପୁର ସ୍ଥିତ ଦୁର୍ଗା ମଣ୍ଡପରେ ଭଂଜପୁର ଜଗଦ୍ଧାତ୍ରୀ ପୂଜା ଓ ମେଳା କମିଟିର ବାର୍ଷିକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି I ବରିଷ୍ଠ ସଦସ୍ୟ ଜ୍ଞାନେନ୍ଦ୍ର ପ୍ରସାଦ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ପୂର୍ବତନ ମନ୍ତ୍ରୀ ସୁଦାମ ମାରାଣ୍ଡି, ପୂର୍ବତନ ଉପ ବାଚସ୍ପତି ସାନନ୍ଦ ମାରାଣ୍ଡି, ଓ ଦର୍ପନାରାୟଣ ପାଲଙ୍କ ସମେତ ଶତାଧିକ ସଦସ୍ୟ ଉପସ୍ଥିତ ଥିଲେ l ଦର୍ପନାରାୟଣ ପାଲ ଗତବର୍ଷର ଆୟ ବ୍ୟୟ ଅଟକଳ ଉପସ୍ଥାପନ କରିଥିଲେ ଓ ତାହା […]
Read More Text.