Screenshot 2025 08 31 160416 2

ବାଘ ଛାଲ କାରବାର କରୁଥିଲେ ପୋଲିସ ବାବୁ; ମାଡ଼ି ବସିଲା ଉତ୍ତର ଘୁମୁସର ବନବିଭାଗ

ଗଞ୍ଜାମ:ଭଞ୍ଜନଗର ପଥରାପଲ୍ଲୀ ଗାଁରୁ କଲରାପତରିଆ ବାଘଛାଲ ଜବତ । ବାଘ ଛାଲ କାରବାର କରୁଥିଲେ ପୋଲିସ ବାବୁ,ମାଡ଼ି ବସିଲା ଭଞ୍ଜନଗର ଉତ୍ତର ଘୁମୁସର ବନବିଭାଗ । ବାଘ ଛାଲ ସହ ୭ ଜଣ ଆନ୍ତଃରାଜ୍ୟ ଚାଲାଣକାରୀଙ୍କୁ ଗିରଫ କରାଯାଇଛି । ବିଭାଗୀୟ କର୍ମଚାରୀମାନେ ଗୋଟିଏ କଲରାପତରିଆ ବାଘ ଛାଲ ,କାତି , ଭୁଜାଲି ଓ ପୂଜା ସାମଗ୍ରୀ ମଧ୍ୟ ଜବତ କରାଯାଇଛି । ସୂଚନାଥାଉକି, ଗିରଫ ଅଭିଯୁକ୍ତ ମାନଙ୍କ ମଧ୍ୟରେ ଗଜପତି ଜିଲ୍ଲାର ଜଣେ ଅବସରପ୍ରାପ୍ତ ପୁଲିସ […]

Read More Text.
Modi chin

ଆତଙ୍କବାଦ ବିରୋଧୀ ଲଢେଇରେ ଭାରତକୁ ସହଯୋଗ କରୁ ଚୀନ, ଜିନପିଙ୍ଗଙ୍କୁ ନିବେଦନ କଲେ ମୋଦୀ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ଆହୁରି ଶକ୍ତ ହେବ ଲଢେଇ । ବିଶ୍ବରୁ ଆତଙ୍କବାଦର ମୂଳପୋଛ ପାଇଁ ଭାରତ ସବୁବେଳେ ସ୍ବର ଉଠାଇ ଆସୁଥିବା ବେଳେ ପହଲଗାମ୍ ହମଲା ପରେ ଅପରେସନ ସିନ୍ଦୂରରେ ଜବାବ ଦେଇ ସାରା ବିଶ୍ବକୁ ଆତଙ୍କବାଦ ବିରୋଧୀ ଆଭିମୁଖ୍ୟ ନେଇ ଅଭିଯାନ ଆରମ୍ଭ କରିଥିଲା ଭାରତ । ଆଉ ଏହି ଆତଙ୍କୀ ବିରୋଧୀ ଲଢେଇକୁ ଅଧିକ ଶକ୍ତିଶାଳୀ କରିବାକୁ ଚୀନର ସହଯୋଗ ଲୋଡିଛି ଭାରତ । ଚୀନ ରାଷ୍ଟ୍ରପତିଙ୍କୁ ଆତଙ୍କବାଦ ବିରୋଧରେ ଭାରତ କରୁଥିବା […]

Read More Text.
Heavy rain 1200x675 1 1 1024x576

ଆସନ୍ତା ୨ ତାରିଖରେ ଆଉ ଏକ ଲଘୁଚାପ, ୪ ତାରିଖ ଯାଏ ରାଜ୍ୟରେ ଜାରି ରହିବ ବର୍ଷା

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ ।  ଆସନ୍ତା ୨ ତାରିଖରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ।  ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।  ପ୍ରଭାବରେ ଆସନ୍ତା କାଲିଠୁ ରାଜ୍ୟରେ ବଡ଼ ବର୍ଷା ଆକଳନ କରାଯାଇଛି । ଆଜି ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କୋରାପୁଟରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାକି ୨୪ […]

Read More Text.
Screenshot 2025 08 31 114137 e17

ରେଳ ଧାରଣାରୁ ଟ୍ରାଭେଲ୍ ବ୍ଲଗରଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱରର ପଳାସପାଲି ଅଞ୍ଚଳରେ ରବିବାର ଦିନ ଜଣେ ଲୋକପ୍ରିୟ ବାଇକର ତଥା ଟ୍ରାଭେଲ୍ ବ୍ଲଗର ସନ୍ଦୀପ କୁମାର ଦାସଙ୍କ ମୃତଦେହ ରେଳ ଧାରଣାରୁ ଉଦ୍ଧାର ହୋଇଛି। ପ୍ରାଥମିକ ସୂଚନା ଅନୁଯାୟୀ, ସକାଳେ ଲିଙ୍ଗରାଜ ରେଳ ଷ୍ଟେସନ ନିକଟ ପଳାସପାଲି ଅଞ୍ଚଳରେ ସ୍ଥାନୀୟ ଲୋକମାନେ ତାଙ୍କ ବିକୃତ ମୃତଦେହ ଦେଖିଥିଲେ। ପୁନମା ଗେଟ୍ କ୍ରସିଂ ନିକଟରେ ରେଳ ଧାରଣାରେ ମୃତଦେହ ପଡ଼ିଥିବା ବେଳେ ତାଙ୍କ ମୋଟରସାଇକେଲ୍ ଘଟଣାସ୍ଥଳ ନିକଟରେ ପରିତ୍ୟକ୍ତ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ […]

Read More Text.
Cricket 1068x601

ଫିଟ୍‌ନେସ ପରୀକ୍ଷା ଦେବେ ଗିଲ୍‌, ବୁମ୍‌ରା, ରୋହିତ, ସିରାଜ

ନୂଆଦିଲ୍ଲୀ:ଏସିଆ କପ କ୍ରିକେଟ-୨୦୨୫ ଆସନ୍ତା ସେପ୍ଟେମ୍ବର ୯ରୁ ୨୮ ପର୍ଯ୍ୟନ୍ତ ୟୁଏଇରେ ଖେଳାଯିବ। ଭାରତୀୟ ଦଳ ୟୁଏଇ ଗସ୍ତ ପୂର୍ବରୁ କିଛି ଖେଳାଳିଙ୍କ ଫିଟ୍‌ନେସ ପରୀକ୍ଷା କରାଯିବ। ଭାରତୀୟ ଦଳର ତାରକା ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ଓ ବ୍ୟାଟ୍‌ସମ୍ୟାନ ଶୁଭମନ ଗିଲ୍‌ ଫିଟ୍‌ନେସ ପରୀକ୍ଷା ଦେବେ। ଫିଟ୍‌ନେସ ପରୀକ୍ଷା ଦେବା ଲାଗି ବୁମ୍‌ରା ଓ ଗିଲ୍‌ ଶନିବାର ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସିରେ ପହଞ୍ଚିଛନ୍ତି। ଗିଲ୍‌ ଅସୁସ୍ଥତା ପାଇଁ ଦୁଲୀପ ଟ୍ରଫି କ୍ରିକେଟର କ୍ବାର୍ଟର ଫାଇନାଲ […]

Read More Text.
Baleswar e1756640229152

ଗଣେଶ ଭସାଣି ବେଳେ ଅଘଟଣ, ବିଦ୍ୟୁତ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ

ବାଲେଶ୍ଵର: ଗଣେଶ ବିସର୍ଜନ ପରେ ଘଟିଗଲା ଏତେ ବଡ଼ ଅଘଟଣ । କେଡ଼େ ଖୁସିରେ ଗଣେଣ ଭସାଣି ପାଇଁ ଯାଇଥିଲେ । ଡିଜେର ତାଳେ ତାଳେ ନାଚି ନାଚି ଗଣେଶଙ୍କ ବିସର୍ଜନ କରି ଫେରିଥିଲେ । ହେଲେ ଘରେ ପହଞ୍ଚିବା ପୂର୍ବରୁ ଘଟିଗଲା ଏମିତି କିଛି । ଘରୁ ହସ ଖୁସିରେ ନାଚିକୁଦି ବାହାରିକି ଯାଇଥିବା ମଣିଷଟି ପରିବାର ପାଖକୁ ଶବ ହୋଇ ଫେରିଲେ । ଗଣେଶ ଠାକୁର ଭସାଣିରୁ ଫେରିବା ସମୟରେ ଜେନେରେଟରରୁ ବିଦ୍ୟୁତ ଆଘାତର ଶିକାର […]

Read More Text.
Screenshot 2025 08 31 133640 e17

ଉଚ୍ଚ ସ୍ୱରରେ ସଂଗୀତ ବଜାଇବା ଅଭିଯୋଗରେ ୨୦ ଡିଜେ ଗାଡି ଜବତ

ବାଲେଶ୍ବର: ଗଣେଶ ମୂର୍ତ୍ତି ବିସର୍ଜନ ସମୟରେ ବ୍ୟବହୃତ ପ୍ରାୟ ୨୦ଟି ଡିଜେ ଗାଡିକୁ ଶବ୍ଦ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ରବିବାର ଜବତ କରାଯାଇଛି। ଅଧିକାରୀମାନେ କହିଛନ୍ତି ଯେ ଶୁକ୍ରବାର ବିସର୍ଜନ ଶୋଭାଯାତ୍ରା ସମୟରେ ଗାଡିଗୁଡ଼ିକ ଅତ୍ୟନ୍ତ ଉଚ୍ଚ ସ୍ୱରରେ ସଂଗୀତ ବଜାଉଥିବା ନେଇ ଜଣାପଡ଼ିବା ପରେ ଜିଲ୍ଲା ପ୍ରଶାସନ ସେମାନଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। କାରଣ ଜିଲ୍ଲା ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନିୟମ ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ […]

Read More Text.
Abhijit

ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟ ଖରାପ ! କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି

କଟକ : ସ୍ୱନାମ ଧନ୍ୟ କଣ୍ଠ ଶିଳ୍ପୀ, ଆଲବମ ଜଗତର କିଙ୍ଗ କୁହା ଯାଉଥିବା ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟ ଖରାପ ନେଇ ଖବର ମିଳିଛି । ତାଙ୍କ ଚିକିତ୍ସା ପାଇଁ କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି । ଗତ କିଛି ଦିନ ଧରି ତାଙ୍କର ସ୍ୱାସ୍ଥ୍ୟ ଖରାପ ଥିଲା । ଲିଭର ଜନିତ ସମସ୍ୟାରେ ସେ ପୀଡିତ ଥିଲେ । ଆଜି ତାଙ୍କର ସ୍ୱାସ୍ଥ୍ୟ ଅଧିକ ଖରାପ ହେବାରୁ ତାଙ୍କୁ କଟକର […]

Read More Text.
Detain jail

ଭିଜିଲାନ୍ସ ରାୟ, ସରକାରୀ ଅର୍ଥ ଆତ୍ମସାତ ମାମଲାରେ ସରକାରୀ କର୍ମଚାରୀ ଙ୍କୁ ଜେଲଦଣ୍ଡ ସମେତ ଜୋରିମାନା

ବାରିପଦା: ବାରିପଦା ଭିଜିଲାନ୍ସ କୋର୍ଟ ର ସ୍ୱତନ୍ତ୍ର ଜଜ୍ ପୂନ୍ନିମା ଜେନା ଏକ ଆୟବହିର୍ଭୁତ ସମ୍ପତି ମାମଲାର ବିଚାର କରି ମୟୁରଭଞ ଜିଲା ସର୍ବଶିକ୍ଷା ଅଭିଯାନ ର ପୂର୍ବତନ ଟେକନିସିଆଲ କନସାଲଟେଣ୍ଟ ତଥା ବର୍ତ୍ଥମାନ ଗଜପତି ଜିଲା ପାରେଳାଖେମୁଣ୍ଡି ଗ୍ରାମ୍ୟଜଳଯୋଗାଣ କାର୍ଯ୍ୟାଳୟର କନିଷ୍ଠ ଯନ୍ତ୍ରୀ ଅରୁଣ କୁମାର ଜେନା ଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଦଣ୍ଡ ପ୍ରଦାନ କରିଛନ୍ତି । ମାମଲାର ବିବରଣୀ ରୁ ପ୍ରକାଶ ଯେ ଅରୁଣ କୁମାର ଜେନା ମୟୁରଭଞ ଜିଲା ସର୍ବଶି÷କ୍ଷାଅଭିଯାନ […]

Read More Text.
Img 20250830 wa0196

ଶିକ୍ଷକ ସମନ୍ୱୟ ସମିତି ଆନୁକୂଲ୍ୟରେ ରକ୍ତଦାନ ଶିବିର ଆୟୋଜିତ 

ବାରିପଦା : ସ୍ଥାନୀୟ ରୋଟାରୀ କ୍ଲବ ସମ୍ମିଳନୀ କକ୍ଷରେ ମୟୁରଭଞ୍ଜ ଜିଲ୍ଲା ଶିକ୍ଷକ ସମନ୍ୱୟ ସମିତି ଆନୁକୂଲ୍ୟରେ ତଥା ରୋଟାରୀ କ୍ଲବର ସହଯୋଗରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି I ଅତିଥି ଭାବେ ଯୋଗଦେଇ ନଗରପାଳ କୃଷ୍ଣIନନ୍ଦ ମହାନ୍ତି ଓ ବାରିପଦା ଉପ ଜିଲ୍ଲାପାଳ ଡଃ ଦୟାସିନ୍ଧୁ ପରିଡା ଶିବିରକୁ ଉଦଘାଟନ କରିବା ସହ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ I ଅନ୍ୟମାନଙ୍କ ମଧ୍ୟରେ ସଂଘର ଆବାହକ ବିମଳ କୁମାର ଆଚାର୍ଯ୍ୟ, ଅଧ୍ୟକ୍ଷ ପୂର୍ଣ୍ଣା […]

Read More Text.