Dogs

ସେପ୍ଟେମ୍ବରରୁ ବିଏମସି କୁକୁର ଗଣିବ

ଭୁବନେଶ୍ବର: ସେପ୍ଟେମ୍ବର ଦ୍ଵିତୀୟ ସପ୍ତାହରୁ ବିଏମସି ପକ୍ଷରୁ କୁକୁର ଗଣନା ଆରମ୍ଭ ହେବ। ଭୋର ସମୟରେ ଗଣନା କରାଯିବ। ଏହି ସମୟରେ ଚାରିଆଡେ ଶୁନଶାନ ଥିବାରୁ କୁକୁରମାନେ ରାସ୍ତା ଉପରେ ମେଳି ହୋଇଥାନ୍ତି। ତେଣୁ ଏହି ସମୟରେ ସହଜରେ ଗଣନା କରାଯାଇପାରିବ ବୋଲି ବିଏମସି ବିଏମସି କମିସନର ଚଞ୍ଚଳ ରାଣା କହିଛନ୍ତି। ସ୍ଵଛସାଥୀ, ସଫେଇ କର୍ମୀଙ୍କ ସହ ବିଏମସି ଅଧିକାରୀମାନେ ମଧ୍ୟ କୁକୁର ଗଣନା କାର୍ଯ୍ୟରେ ସାମିଲ ହେବେ। ଗଣନା ପୂର୍ବରୁ ସ୍ୱତନ୍ତ୍ର ପ୍ରଶିକ୍ଷଣ ଦିଆଯିବ। ସପ୍ତାହେ […]

Read More Text.
Zzz

ଦିନରେ ଦିଏ ପ୍ରବଚନ, ରାତି ହେଲେ କରେ ଚୋରି

ଭୁବନେଶ୍ବର : ଦିନରେ ୟୁଟ୍ୟୁବ ଖୋଲି ପ୍ରବଚନ ପରେ ପ୍ରବଚନ ଦେଉଥିବା ଏ ଅଭିଯୁକ୍ତର ନାଁ ମନୋଜ ସିଂହ । ଯିଏ ଦିନରେ ଚିକିଣିଆ କଥା ରାତିରେ ଚୋରି କରେ । ଭଦ୍ରମୁଖା ପିନ୍ଧା ଏହି ଚୋରକୁ ଶେଷରେ ଗିରଫ କରିଛି କମିଶନରେଟ ପୁଲିସ । ଅଭିଯୁକ୍ତ ନାଁରେ ୧୦ରୁ ଅଧିକ ମାମଲା ରହିଛି ।  ନୟାପଲ୍ଲୀ, ତମଣ୍ଡୋ ଆଦି ଅଞ୍ଚଳରେ ଅନେକ ମାମଲାରେ ରହିଥିବା ବେଳେ ଭରତପୁର ଥାନା ଅଞ୍ଚଳରୁ ଗତ ୧୪ ଅଗଷ୍ଟରେ ୨୦୦ […]

Read More Text.
Zz

ପୂଜାରେ ଚାନ୍ଦା ମାଗିଲେ ପୋଲିସକୁ ଜଣାନ୍ତୁ: ଡିସିପି

କଟକ: ଚାନ୍ଦା ଆଦାୟକାରୀଙ୍କୁ ସାବାଡ କରିବା ପାଇଁ କମିଶନରେଟ ପୋଲିସର ପଦକ୍ଷେପ । ପୂଜା ସମୟରେ ଚାନ୍ଦା ମାଗିବାକୁ ବାରଣ କରିଛି କଟକ କମିଶନରେଟ ପୋଲିସ । ଯଦି କେହି ଚାନ୍ଦା ମାଗୁଛନ୍ତି ବା ଏଥିନେଇ ଯୋର ଜବରଦସ୍ତ କରୁଛନ୍ତି ସେ ନେଇ ପୋଲିସକୁ ଜଣାନ୍ତୁ ବୋଲି କହିଛନ୍ତି ଡିସିପି । କମିଶନରେଟ ପୋଲିସ ପକ୍ଷରୁ ଏକ ଫୋନ ନମ୍ବର ଜାରି କରାଯାଇଛି । ଫୋନ ନମ୍ବରଟି ହେଲା ୭୩୨୮୦୭୭୩୨୪ ଏବଂ ୮୪୮୦୫୧୩୦୦୭ । ଅଭିଯୋଗକାରୀଙ୍କ ନାଁ […]

Read More Text.
Z

ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଷ୍ଟ୍ରପତି ଏକ୍ସରେ ପୋଷ୍ଟ କରି କହିଛନ୍ତି କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଦେଶବାସୀ ବିଶେଷ କରି ଓଡ଼ିଶାବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା । କୃଷି ପ୍ରତି ସମ୍ମାନ ଏବଂ କୃଷକଙ୍କ ପ୍ରତି କୃତଜ୍ଞତା ହେଉଛି ଏହି ପର୍ବର ବିଶେଷତ୍ୱ । ଏହା ଆମ ବନ୍ଧୁତ୍ୱ ଓ ଆତ୍ମୀୟତାର ପ୍ରତୀକ ମଧ୍ୟ । ନୂଆଁଖାଇ […]

Read More Text.
Whatsapp image 2025 08 28 at 16.18.03 1068x584

ରାଜଭବନରେ ନୂଆଁଖାଇ ପାଳିତ: ରାଜ୍ୟବାସୀଙ୍କ ଶୁଭ ମନାସିଲେ ରାଜ୍ୟପାଳ

ଭୁବନେଶ୍ଵର : ରାଜଭବନରେ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଳିତ ହୋଇଯାଇଛି । ଗୁରୁବାର ପୂର୍ବାହ୍ନରେ ରାଜଭବନର ଅଭିଷେକ ହଲଠାରେ ଅନୁଷ୍ଠିତ ଏହି ପର୍ବରେ ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଏବଂ ରାଜ୍ୟର ପ୍ରଥମ ମହିଳା ଜୟଶ୍ରୀ କମ୍ଭମପାଟି ଇଷ୍ଟଦେବୀ ମା’ ସମଲେଶ୍ଵରୀଙ୍କର ପୂଜାର୍ଚ୍ଚନା କରି ନୂଆ ଧାନ ଓ ନବାନ୍ନ ଅର୍ପଣ କରିଥିଲେ ଏବଂ ରାଜ୍ୟବାସୀଙ୍କର ଶୁଭ ମନାସିଥିଲେ । ରାଜ୍ୟପାଳଙ୍କ କମିଶନର- ତଥା- ଶାସନ ସଚିବ ରୂପା ରୋଶନ ସାହୁଙ୍କ ସମେତ ରାଜଭବନର […]

Read More Text.
Accident 1

କାରକୁ ଧକ୍କା ଦେଲା ବସ, ବୃଦ୍ଧ ମୃତ, ମହିଳା ଗୁରୁତର

ଦାରିଙ୍ଗବାଡି : ରାସ୍ତା କଡ଼ ଦୋକାନରେ ଚା’ ପିଉଥିବା ଜଣେ ବୃଦ୍ଧଙ୍କ ଉପରେ ଚଢିଗଲା କାର । ଘଟଣାସ୍ଥଳରେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି । ଗୁରୁତର ମହିଳାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବ୍ରାହ୍ମଣୀଗାଁ ବଜାର ନିକଟ ଧର୍ମ ସାହି ଛକ ନିକଟରେ । ପ୍ରାପ୍ତ ସୂଚନା ଅନୁଯାୟୀ, ଆଜି  ସକାଳ ପ୍ରାୟ ୬ ଟା ସମୟରେ ଗଦାପୁରରୁ ବ୍ରାହ୍ମଣୀ ଗାଁକୁ […]

Read More Text.
Img 20250827 wa0176

ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ସହିତ ମହୁଲ ପୋଚ ଜବତ, ୫ ଗିରଫ  

ବାରିପଦା: ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଶାନ୍ତ କହଁରଙ୍କ ନିର୍ଦ୍ଦେଶକ୍ରମେ ଓ ରାଇରଙ୍ଗପୁର ଅବକାରୀ ଉପ-ଅଧିକ୍ଷକ ଶ୍ରୀ ସୌମ୍ୟରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଇରଙ୍ଗପୁର ଅବକାରୀ ରେଞ୍ଜ ପକ୍ଷରୁ ବହଳଦା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ରଣଜିତ ସବରଙ୍କ ନେତୃତ୍ୱରେ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ତିରିଂ ଥାନା ଅନ୍ତର୍ଗତ ବାଡେପୋଟକା, ସୁରଦା, ଯଶିପୁର, ତାରଣା, ସାପଘରା ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ ୪୯୦ ଲିଟର ଦେଶୀ ରନ୍ଧା ମଦ, ୮.୬୪୦ ଲିଟର ବିଦେଶୀ ମଦ, ୧୦.୪୦୦ […]

Read More Text.
Img 20250826 wa0167

କରମ ପରବ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ. ସତନ୍ତ୍ର ଅତିଥି ଭାବେ ଜୟରାମ୍ ମାହାତୋ ଯୋଗଦେବେ

ବାରିପଦା :  ଦୁବୁଲାବେଡା ଦେଶ କରମ ପରବ ବାମନଘାଟି ଆନୁକୁଲ୍ୟରେ କୁଡୁମି ସଂପ୍ରଦାୟର କରମ ପରବ ପାଳିତ ହେବାକୁ ଯାଉଛି । ଏନେଇ ପ୍ରସ୍ତୁତି ମଧ୍ୟ ଚୂଡାନ୍ତ ପର୍ଯ୍ୟାୟରେ । ଏନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଦେଶ କରମ ପରବ ବାମନଘାଟିର ସଭାପତି ନିରଞ୍ଜନ ମହାନ୍ତ, କାର୍ଯ୍ୟକାରୀ ସଭାପତି ଜନ୍ମେଜୟ ମହାନ୍ତ,ଉପସଭାପତି ମନମୋହନ ମହାନ୍ତ,ଜଗବନ୍ଧୁ ମହାନ୍ତ,ସମ୍ପାଦକ ବନମାଳୀ ମହାନ୍ତ,ସହ ସମ୍ପାଦକ ଆଶିଷ ମହାନ୍ତ, କୋଷାଧକ୍ଷ ହରମୋହନ ମହାନ୍ତ,ସହ କୋଷାଧକ୍ଷ ରାଜୁ ମହାନ୍ତ,ଆଇନ ପରାମର୍ଶଦାତା ଆଇନଜୀବି ଭାଗବତ […]

Read More Text.
Img 20250827 wa0187

ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ସି ଏମ କିଷାନ ସହାୟତା ରାଶି ପ୍ରଦାନ ସମାବେଶ ଅନୁଷ୍ଠିତ

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଡିବିଟି ମାଧ୍ୟମରେ ପ୍ରଦାନ କରାଗଲା ସହାୟତା ରାଶି ବାରିପଦା : କୃଷି ଭିତ୍ତିକ ଗଣପର୍ବ ପବିତ୍ର ନୂଆଁଖାଇ ଅବସରରେ ତଥା ପବିତ୍ର ଗଣେଶ ଚତୁର୍ଥୀ ଦିବସ ରେ ଆଜି କୃଷି ଶିକ୍ଷା ସଦନ, ଓୟୁଏଟି ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ସମାବେଶରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ରବି ୨୦୨୫-୨୬ର ସି ଏମ କିଷାନର ତୃତୀୟ କିସ୍ତିରେ ୧, ୦୪,୧୨୯ କୋଟି ଟଙ୍କାର ଆର୍ଥିକ […]

Read More Text.

ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ସେପ୍ଟେମ୍ବର ମାସ ପାଇଁ  ଯୁଗ୍ମ ଜନ ଶୁଣାଣୀ ଶିବିର ସମ୍ପର୍କୀତ କାର୍ଯ୍ୟସୂଚୀ

ତା ୦୬-୦୯-୨୦୨୫ ରିଖ ବଡ଼ସାହି ବ୍ଲକ ରେ ସ୍ୱତନ୍ତ୍ର ଜନ ଶୁଣାଣି ଶିବିର ବାରିପଦା : ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ତତ୍ତ୍ଵlଵଧାନରେ ଚଳିତ ବର୍ଷ ଆଗାମୀ ସେପ୍ଟେମ୍ବର ମାସରେ  ଅନୁଷ୍ଠିତ ହେବାକୁ ଥିବା ଯୁଗ୍ମ ଜନ ଶୁଣାଣି ଶିବିର ପାଇଁ ଜିଲ୍ଲା ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ହୋଇଥିବା କାର୍ଯ୍ୟସୂଚୀ ଅନୁଯାୟୀ ସେପ୍ଟେମ୍ବର ମାସର ପ୍ରଥମ ସୋମବାର  ତା ୦୧-୦୯-୨୦୨୫ ରିଖ   ସଦର ଉପଖଣ୍ଡ ବାରିପଦା ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ପୂର୍ବାହ୍ନ […]

Read More Text.