ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ‘ଖେଲୋ ଇଣ୍ଡିଆ ସମ୍ବାଦ’—‘ଖେଲ୍ କି ବାତ୍ ପ୍ରଧାନମନ୍ତ୍ରୀ କେ ସାଥ୍’ କାର୍ଯ୍ୟକ୍ରମ
ବାରିପଦା ୨୭/୮: ଜାତୀୟ କ୍ରୀଡ଼ା ଦିବସ-୨୦୨୬ ଅବସରରେ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ ‘ମାଇଁ ଭାରତ’ ସହଯୋଗରେ ‘ଖେଲୋ ଇଣ୍ଡିଆ ସମ୍ବାଦ’—‘ଖେଲ୍ କି ବାତ୍ ପ୍ରଧାନମନ୍ତ୍ରୀ କେ ସାଥ୍’ କାର୍ଯ୍ୟକ୍ରମ ଆଜି ବିଶ୍ୱବିଦ୍ୟାଳୟରେ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାର୍ବଜନୀନ ଉଦ୍ୟୋଗ ବିଭାଗର କ୍ୟାବିନେଟ୍ ମନ୍ତ୍ରୀ ମାନ୍ୟବର ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ମୟୂରଭଞ୍ଜ ସାଂସଦ ଶ୍ରୀଯୁକ୍ତ ନବଚରଣ ମାଝୀ, […]
Read More Text.