Crime

ନାବାଳକଙ୍କୁ ପିଟି ପିଟି ହତ୍ୟା, ଅଭିଯୁକ୍ତ ଅଟକ

ନୂଆଦିଲ୍ଲୀ : ଦିଲ୍ଲୀର ଯମୁନା ପାର ଅଞ୍ଚଳରେ ହତ୍ୟା ଲଗାତାର ଭାବରେ ଜାରି ରହିଛି । ଲକ୍ଷ୍ମୀ ନଗରରେ ଗୋଟିଏ ପରିବାରର ତିନି ଜଣ ସଦସ୍ୟଙ୍କୁ ହତ୍ୟା ଏବଂ ୱେଲକମ ଅଞ୍ଚଳରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରିବା ପରେ ତ୍ରିଲୋକପୁରୀ ଅଞ୍ଚଳରୁ ଆଉ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଏକ ନାବାଳକଙ୍କର ଏକ ଗୋଷ୍ଠୀ ଜଣେ ୧୭ ବର୍ଷୀୟ ଛାତ୍ରଙ୍କୁ ନିର୍ମମ ଭାବରେ ପିଟି ହତ୍ୟା କରିଛନ୍ତି । ଯାହା ପୁଣି […]

Read More Text.
Arrest

ପାକିସ୍ତାନ ପାଇଁ ଜାସୁସି ଅଭିଯୋଗରେ ୨ ଯୁବକ ଗିରଫ

ହରିୟାଣା : ପାକିସ୍ତାନ ପାଇଁ ଜାସୁସି କରୁଥିବା ଅଭିଯୋଗରେ ୨ ଜଣଙ୍କୁ ଅଲଗା ଅଲଗା ମାମଲାରେ ହରିୟାଣାର ପୋଲିସ ଗିରଫ କରିଛି । ପୋଲିସ ଉଭୟ ମାମଲାର ତଦନ୍ତ କରିବା ସହ ମୋବାଇଲରୁ ସନ୍ଦେହଜନକ କାର୍ଯ୍ୟକଳାପ ଚିହ୍ନଟ ହୋଇଛି । ସୂଚନାନୁଯାୟୀ, ପାକିସ୍ତାନ ପାଇଁ ଜାସୁସି କରୁଥିବା ଅଭିଯୋଗରେ ଅମ୍ବାଲା ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି । ଅଭିଯୁକ୍ତ ଜଣକ ସେହି ଅଞ୍ଚଳର ବାହୁସେନା ଷ୍ଟେସନ ବିଷୟରେ ସୂଚନା ଦେଉଥିଲେ ବୋଲି ଅଭିଯୋଗ ହୋଇଛି । DSP […]

Read More Text.
Adarsh nagar

ଜଳିଗଲା ଷ୍ଟାଫ କ୍ବାର୍ଟର୍ସ; ଗୋଟିଏ ପରିବାରର ୩ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ : ଦିଲ୍ଲୀ ଆଦର୍ଶ ନଗର ଅଞ୍ଚଳରେ ଥିବା ମେଟ୍ରୋ ଷ୍ଟାଫ କ୍ବାର୍ଟରରେ ଭୟଙ୍କର ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ଜଣେ ପରିବାରର ୩ ଜଣଙ୍କ ଜୀବନ ଚାଲିଯାଇଛି । ଏକ ଘରୁ ବାପା, ମା ଏବଂ ପିଲାର ମୃତଦେହ ଜବତ କରାଯାଇଛି । ପୋଲିସ ଏହି ମାମଲାର ଯାଞ୍ଚ କରୁଛି । ତେବେ ନିଆଁ କେମିତି ଲାଗିଲା ତାହା ଏବେ ଯାଏଁ ଜଣାପଡିନାହିଁ । ଖବର ବିଷୟରେ ସୂଚନା ପାଇ ଦମକଳ ଟିମ୍ ରାତି ୨.୩୯ର ଡିଏମଆରସି କ୍ବାର୍ଟରରେ […]

Read More Text.
Dead body 300x173

କୁଆଖାଇରେ ବୁଡ଼ି ୨ ଛାତ୍ର ମୃତ

ଭୁବନେଶ୍ୱର: କୁଆଖାଇରେ ବୁଡି ଦୁଇ ଜଣ ଛାତ୍ରଙ୍କର ମୃତ୍ୟୁ ହୋଇଛି ।ମଙ୍ଗଳବାରରେ ବଣଭୋଜି କରୁଥିବା ବେଳେ ଏହି ଦୁଇ ଛାତ୍ର ନଈରେ ଗାଧୋଉଥିବା ବେଳେ ବୁଡିଯାଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ପକ୍ଷରୁ ଏମାନଙ୍କୁ ଖୋଜାଖୋଜି କରିଥିଲେ । ସନ୍ଧ୍ୟା ସମୟରେ ଏହି ଦୁଇ ଛାତ୍ରଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ୍‌ ହସ୍‌ପିଟାଲ୍‌କୁ ନିଆଯାଇଥିଲା । ସେଠାରେ ଡାକ୍ତର ଏମାନଙ୍କୁ ମୃତ ଘୋଷଣା କରିଥିଲେ । ଏହି ଦୁଇ ଛାତ୍ର ଏକ ଘରୋଇ ଇନ୍‌ଷ୍ଟିଟ୍ୟୁଟ୍‌ରେ ପାଠ ପଢୁଥିଲେ […]

Read More Text.
Unnamed 1

ସୁନ୍ଦରପୁର ପଞ୍ଚାୟତରେ ମଇଁଷି ମଡ଼କ, ୧୫ ଦିନରେ ମଲେଣି ଶତାଧିକ

ଆରଡି: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ସୁନ୍ଦରପୁର ପଞ୍ଚାୟତ ଦୋହରା ପାଟଣା ଓ ଖଟୁଆ ପାଟଣା ଗାଁରେ ଗତ ୧୫ଦିନ ମଧ୍ୟରେ ୧୦୭ ମଇଁଷିଙ୍କର ଅଜଣା ରୋଗରେ ମୃତ୍ଯୁ ଘଟିଛି।ଫଳରେ ଗୋପାଳଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯିବା ସହ ମଇଁଷି ହରାଇଥିବା ଚାଷୀମାନେ ଏବେ ଦୁଃଖରେ ଦିନ କାଟୁଛନ୍ତି। ଏପରି ସମସ୍ୟା ବାବଦରେ ପ୍ରଶାସନକୁ ଜଣାଇଥିଲେ ମଧ୍ୟ ପ୍ରଶାସନ ନିରବଦ୍ରଷ୍ଟା ସାଜିଛି। ଯାହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ମଇଁଷିକୁ ନେଇ […]

Read More Text.
Law theme gavel mallet judge 600nw 2482775329

ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁ ଦଣ୍ଡ

ବରଗଡ: ବରଗଡ଼ ଜିଲା ପାଇକମାଳ ଥାନା ଅଞ୍ଚଳରେ ଗତ ୨୦୨୪ ନଭେମ୍ବରରେ ହୋଇଥିବା ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁ ଦଣ୍ଡାଦେଶ ହୋଇଛି। ପୋକ୍ସୋ ଅଦାଲତ ଏହାର ବିଚାର କରି ଆଜି ଅଭିଯୁକ୍ତଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ୩୭ ଜଣ ସାକ୍ଷୀଙ୍କ ବୟାନ ଆଧାରରେ ମୃତ୍ୟୁ ଦଣ୍ଡାଦେଶ ହୋଇଛି। ପୀଡ଼ିତାଙ୍କ ପରିବାରକୁ ୧୫ ଲକ୍ଷ ସହାୟତା ଦେବାକୁ ଡିଏଲସିଏଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉତ୍ତରାଞ୍ଚଳ ଆଇଜିଙ୍କ ନିର୍ଦ୍ଦେଶରେ ଏସ୍‌ପି ତଦନ୍ତର ତଦାରଖ କରୁଥିଲେ। ସୂଚନା ଅନୁସାରେ […]

Read More Text.
Sri mandir 300x188

ବନକଲାଗି ନୀତି ପାଇଁ ଆସନ୍ତାକାଲି ଶ୍ରୀମନ୍ଦିରରେ ୫ ଘଣ୍ଟା ସର୍ବାସାଧାରଣ ଦର୍ଶନ ବନ୍ଦ

ଭୁବନେଶ୍ବର:  ଆସନ୍ତାକାଲି ମାଘ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି । ବୁଧବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ। […]

Read More Text.
Mohan majhi 1 1

ମହାତ୍ମା ଗାନ୍ଧୀଙ୍କ ଗ୍ରାମ ସ୍ଵରାଜ୍ୟ ସ୍ଵପ୍ନକୁ ସାକାର କରିବା ଭିବି ଜି ରାମ ଜି ବିଲ୍‌ର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର :ବିଜେପି ପାର୍ଟି ଅଫିସ୍‌ରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବପୂର୍ଣ୍ଣ ପ୍ରେସମିଟ୍ ଅନୁଷ୍ଠିତ ହୋଇଛି। ଯେଉଁଥିରେ ସେ ଭିବି ଜି ରାମ ଜି ବିଲ୍‌ର ଉପକାରିତା ନେଇ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ଏକ ମାତ୍ର ଲକ୍ଷ୍ୟ ୨୦୪୭ ସୁଦ୍ଧା ବିକଶିତ ଭାରତରେ ପରିଣତ କରିବା । ମହାତ୍ମା ଗାନ୍ଧୀଙ୍କ ଗ୍ରାମ ସ୍ଵରାଜ୍ୟ ସ୍ଵପ୍ନ କୁ ପୁରା କରିବା ଲକ୍ଷ୍ୟ ନେଇ କରାଯାଇଛି । କୌଣସି ରାଜନୈତିକ ଫାଇଦା ଉଠାଇବା ଲକ୍ଷ୍ୟ ନୁହେଁ । ଭିବି ଜି ରାମ […]

Read More Text.
Pruth

ଚିଲିକାର ସୁରକ୍ଷା ଓ ପୁନରୁଦ୍ଧାର ପ୍ରସଙ୍ଗରେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ସହ ଆଲୋଚନା କଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର : ନୂଆରୂପ ପାଇବ ଚିଲିକା ।  ଚିଲିକାର ଡେଭଲପମେଣ୍ଟ କରାଯିବ ସହ ସମ୍ପୂର୍ଣ୍ଣ ଅବରୋଧ ମୁକ୍ତ କରାଯିବ । ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣଙ୍କୁ ଭେଟିଲେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।  ଉପସ୍ଥିତ ଥିଲେ ପୁରୀ ସାଂସଦ ସମ୍ବିତ ପାତ୍ର  ।  ଚିଲିକାର ଦୀର୍ଘକାଳୀନ ସୁରକ୍ଷା ଓ ପୁନରୁଦ୍ଧାର ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ପରିବର୍ତ୍ତିତ ସ୍ଥିତି ନେଇ ବିଜ୍ଞାନଭିତ୍ତିକ ରୋଡମ୍ୟାପ ଦେଇଛି IIT ମାଡ୍ରାସ । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ […]

Read More Text.

୧୦ ରୁ ରାଜଧାନୀରେ ଜାତୀୟସ୍ତରୀୟ ଶିଶିର ସରସ ମେଳା

ଭୁବନେଶ୍ୱର : ଆସନ୍ତା ୧୦ ତାରିଖରୁ ରାଜଧାନୀରେ ଆରମ୍ଭ ହେବ ଜାତୀୟସ୍ତରୀୟ ଶିଶିର ସରସ ମେଳା -୨୦୨୬ ।  ଜାନୁଆରୀ ୧୦ରୁ ୧୮ ତାରିଖ ପର୍ଯ୍ୟନ୍ତ ଇଡକୋ ଗ୍ରାଉଣ୍ଡରେ ମେଳା ଚାଲିବ। ପ୍ରତିଦିନ ସକାଳ ୧୦ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବୁଲିପାରିବେ ରାଜଧାନୀବାସୀ ।  ଚଳିତବର୍ଷ ମୋଟ ୩୪୦ଟି ଷ୍ଟଲ ପଡିବ ।  ରାଜ୍ୟର ସମସ୍ତ ୩୦ ଟି ଜିଲ୍ଲାରୁ ଏସଏଚଜି, ଉତ୍ପାଦକ ଗୋଷ୍ଠୀ ଏବଂ ଉତ୍ପାଦକ ଉଦ୍ୟୋଗୀ ରହିବେ ।  ଏହାସହ ୨୦ଟି ରାଜ୍ୟର ଏସଏଚଜି, ଉତ୍ପାଦକ […]

Read More Text.