ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶାଂସା କଲେ ମୋଦି, ମିଳିଲା ବଡ଼ ରାଜନୈତିକ ସମର୍ଥନ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜନ୍ମଦିନର ଶୁଭେଛା ଜଣାଇ ସୋସିଆଲ ମିଡିଆ X ରେ ଲେଖିଛନ୍ତି ”ଓଡ଼ିଶାର ପରିଶ୍ରମୀ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜୀଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା । ଓଡ଼ିଶାର ବିକାଶର ଗତିକୁ ଆଗକୁ ବଢ଼ାଇବା ଏବଂ ରାଜ୍ୟର ଯୁବପିଢ଼ିଙ୍କୁ ସଶକ୍ତ କରିବା ପାଇଁ ସେ ଉଲ୍ଲେଖନୀୟ ପ୍ରୟାସ କରିଛନ୍ତି । ଜନସାଧାରଣଙ୍କ ସେବା ପାଇଁ ତାଙ୍କର ଦୀର୍ଘ ଓ ସୁସ୍ଥ ଜୀବନ କାମନା […]
Read More Text.