ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଡ଼ି ଦୁଇ ମୃତ
ଭୁବନେଶ୍ୱର: ଭୁବନେଶ୍ୱର ବିଜେବି ନଗରରେ ଏକ ଦୁଃଖଦ ଅଘଟଣ ଘଟିଛି । ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଖସିପଡ଼ି ଦୁଇ ଜଣଙ୍କ ମୃତ୍ୟୁ । ପ୍ରଥମେ ଅଗ୍ନିଶମ ବାହିନୀ ୨ଜଣଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲକୁ ପଠାଇଥିଲେ । ଡାକ୍ତର ସେଠାରେ ଦୁଇ ଶ୍ରମିକଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି । ମୃତକଙ୍କ ପରିଚୟ ଜଣାପଡ଼ିନାହିଁ । ଶ୍ରମିକ ଦୁଇ ଜଣ ରାଜ୍ୟ ବାହାରର ହେଇଥିବା ସୂଚନା । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ । ସୂଚନା ଅନୁସାରେ, ପାଇଖାନା […]
Read More Text.