ବିବେକାନନ୍ଦ ଶିଶୁମନ୍ଦିରରେ କୃଷ୍ଣ ବେଶ ପ୍ରତିଯୋଗିତା ଅନୁଷ୍ଠିତ
ଆଗରପଡ଼ା :ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଂଚାୟତ ଅଧିନସ୍ତ ସ୍ୱାମୀ ବିବେକାନନ୍ଦ ଶିଶୁ ମନ୍ଦିରରେ କୁନି କୁନି ପିଲାମାନଙ୍କ ମଧ୍ୟରେ ଶ୍ରୀକୃଷ୍ଣ ବେଶ ପ୍ରତିଯୋଗିତା ଅନୁଷ୍ଠିତ ହେବାସହ ଏକକ ଅଭିନୟ ଅନୁଷ୍ଟିତ ହୋଇଯାଇଛି । ଏଥିରେ ବିଦ୍ୟାଳୟ ଛାତ୍ରଛାତ୍ରୀମାନେ କୃଷ୍ଣଙ୍କ ବେଶରେ ସୁସଜ୍ଜିତ ହୋଇ ତାଙ୍କର ମହାନ ଲୀଳାବିଷୟରେ ବର୍ଣ୍ଣନାକରିବା ସହ ବଂଶୀ ଧରି ନୃତ୍ୟ ପରିବେଷଣ କରିଥିଲେ । ଏଥିରେ ଅତିଥିଭାବେ ପ୍ରାକ୍ତନ ଶିକ୍ଷକ ନକୁଳ ଚରଣ ବାରିକ,ପ୍ରକାଶ ଚନ୍ଦ୍ର ସାହୁ ,ପ୍ରଧାନ ଗୁରୁମା ଇତିଶ୍ରୀ ମହାପାତ୍ର […]
Read More Text.