School 2

ଗାନ୍ଧୀ ମାର୍ଗରେ ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତିର ଆନ୍ଦୋଳନ

ଭୁବନେଶ୍ୱର  : ଗାନ୍ଧୀ ମାର୍ଗରେ ଆନ୍ଦୋଳନକୁ ଓଲ୍ଲାଇଛନ୍ତି ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନୟ ସମିତି ।  ବିଭିନ୍ନ ଦାବୀ ନେଇ ହାଜର ହାଜର ଶିକ୍ଷକ ଏବଂ ଶିକ୍ଷୟତ୍ରୀ ଆନ୍ଦୋଳନକୁ ଓଲ୍ଲାଇଛନ୍ତି ।   ବିନା ବେତନରେ ଶିକ୍ଷକମାନେ 25 ରୁ 30 ବର୍ଷ ଶିକ୍ଷା ଦାନ କରି ମଧ୍ୟ ସରକାର ଏହାକୁ ଅନୁଦାନ ପରିସର ଭୁକ୍ତ କରୁନାହାନ୍ତି, ତେଣୁ ତୁରନ୍ତ ଏହାକୁ କାଯ୍ୟକାରୀ କରାଯାଉ ବୋଲି ଦାବି କରାଯାଇଛି ।   2004 ରୁ 2013 ମଧ୍ୟରେ […]

Read More Text.
Board

ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶିତ, ପାସ୍ ହାର ୫୬.୨୩ ପ୍ରତିଶତ

କଟକ : ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ବୋର୍ଡ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ ପାଇଛି । ଅପରାହ୍ନ ୨ଟା ପରେ ଓ୍ବେବସାଇଟ୍‌ରେ ରେଜଲ୍ଟ ଉପଲବ୍ଧ ହେବ । ସପ୍ଲିମେଣ୍ଟାରୀ ପାସ ହାର ୫୬.୨୩ ଶତକଡା ରହିଛି ।  ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷାରେ ୩୪୫୭ ଜଣ ଛାତ୍ର ଛାତ୍ରୀ ପରୀକ୍ଷା ଦେଇଥିଲେ । ଏମାନଙ୍କ ମଧ୍ୟରୁ ୧୮୪୪ ଜଣ ଛାତ୍ର ପାସ କରିଛନ୍ତି । […]

Read More Text.
Sankaracharya

ଇସ୍କନର ଶାସ୍ତ୍ର ବିରାଧୀ ନୀତି: ଅଦିନିଆ ରଥଯାତ୍ରାକୁ ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ପୀଠ ଶଙ୍କରାଚାର୍ଯ୍ୟଙ୍କ ବିରୋଧ

ପୁରୀ : ଇସ୍କନର ଶାସ୍ତ୍ର ବିରୋଧୀ ଅଦିନିଆ ରଥଯାତ୍ରା ବିରୋଧରେ ଏକାଠି ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ପୀଠ ଶଙ୍କରାଚାର୍ଯ୍ୟ । ଇସ୍କନ୍ କୁ କଡା ଜବାବ ଦେବାକୁ ବଡ ପ୍ରସ୍ତୁତି । ଇସ୍କନ୍ ଆୟୋଜିତ ଅଦିନିଆ ରଥଯାତ୍ରା ବିରୋଧରେ ଆଉ ପାଦେ ଆଗେଇଲା ଶ୍ରୀମନ୍ଦିର ପ୍ରଶାସନ । ପୁରୀ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ଵତୀଙ୍କ ମତାମତ ନେଲା ଶ୍ରୀମନ୍ଦିର ପ୍ରଶାସନ ।  ଇସ୍କନ୍ ଗଭର୍ଣିଂ ବଡିର ଅଧ୍ୟକ୍ଷଙ୍କୁ ଦିଆଯିବ ଅଦିନିଆ ରଥଯାତ୍ରା ବିରୋଧରେ ଶ୍ରୀମନ୍ଦିର ପ୍ରଶାସନର […]

Read More Text.
Eco

ଇକୋ ରିସର୍ଟ ସୁଇମିଂ ପୁଲରେ ଅଘଟଣ; ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ଢେଙ୍କାନାଳ:ଢେଙ୍କାନାଳ ଜିଲ୍ଲା ସଦର ଥାନା ଧୀରପାଟଣା ନିକଟ ଇକୋ ରିସର୍ଟ ସୁଇମିଂ ପୁଲ୍‌ରେ ଅଘଟଣ । ସୁଇମିଂ ପୁଲ୍‌ରେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ । ମୃତକ ହେଲେ ଉତ୍ତରାଖଣ୍ଡର ୨୩ ବର୍ଷୀୟ ଯୁବ ପର୍ଯ୍ୟଟକ ତେଜସ୍ଵ ଆହୁଜା । ସୂଚନାମୁତାବକ, ସେ ପିକନିକ୍ ପାଇଁ ଓଡ଼ିଶା ଆସିଥିଲେ। ଆଜି ସକାଳ ପ୍ରାୟ ୫ଟା ବେଳେ ସତ୍ୟ ନାରାୟଣ ଇକୋ ରିସର୍ଟର ସୁଇମିଂ ପୁଲରୁ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଥିଲା । ଅଗ୍ନିଶମ ବିଭାଗ ସୁଇମିଂ ପୋଲରୁ ତାଙ୍କୁ […]

Read More Text.
Puri temple c

ଶ୍ରୀମନ୍ଦିରକୁ ଚଢିବା ବେଳେ ଯୁବକଙ୍କୁ କାବୁ କଲା ପୋଲିସ

ପୁରୀ: ପୁରୀ ଶ୍ରୀମନ୍ଦିର ଉପରକୁ ଚଢ଼ୁଥିବା ବେଳେ ଜଣେ ବ୍ୟକ୍ତିଙ୍କୁ କାବୁ କରିଛି ପୋଲିସ। ସୂଚନା ଅନୁଯାୟୀ, ଆଜି ଶ୍ରୀମନ୍ଦିର ବେହରଣ ଦ୍ୱାର ପଟରୁ ଜଣେ ବ୍ୟକ୍ତି ପ୍ରାୟ ୫ ଫୁଟ୍‌ ଉପରକୁ ଚଢ଼ି ଯାଇଥିଲେ। ମନ୍ଦିରକୁ ଚଢ଼ୁଥିବା ବେଳେ ସଂପୃକ୍ତ ବ୍ୟକ୍ତିଙ୍କୁ ଜେଟିପି ଓ ସେବାୟତ ଧରିଥିଲେ। ତେବେ ସଂପୃକ୍ତ ବ୍ୟକ୍ତିଙ୍କ ଘର ରାଞ୍ଚି ବୋଲି ଜଣାପଡ଼ିଛି। ଏପରିକି ସେ ମାନସିକ ଅନଗ୍ରସର ଥିବା ନେଇ ସୂଚନା ମିଳିଛି।ଉକ୍ତ ବ୍ୟକ୍ତିଙ୍କୁ ହେପାଜତକୁ ନିଆଯିବା ସହ ପଚରାଉଚରା […]

Read More Text.
Cm 2

ଓଡ଼ିଶାରେ ଖୋଲିବ ଆଉ ୪ ମେଡିକାଲ କଲେଜ: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର: ସ୍ବାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ଓଡ଼ିଶାରେ ଖୋଲିବ ଆଉ ୪ଟି ମେଡିକାଲ କଲେଜ। ରାଜ୍ୟର ବିଭିନ୍ନ ଚିକିତ୍ସାଳୟର ଭିତ୍ତିଭୂମି ଗୁଡିକର ଉନ୍ନତିକରଣ କରାଯାଇ ସେଥିରେ ସମସ୍ତ ଆଧୁନିକ ଚିକିତ୍ସା ବ୍ୟବସ୍ଥା କରାଯାଉଛି। ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାରେ ଆଉ ୪ଟି ମେଡିକାଲ କଲେଜ ଖୋଲିବା ନେଇ ମଧ୍ୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଢେଙ୍କାନାଳ, ଜଗତସିଂହପୁର, ଭଦ୍ରକ ଓ ନବରଙ୍ଗପୁରରେ ହେବ ମେଡିକାଲ କଲେଜ। ବର୍ତ୍ତମାନ ୧୨ଟି ସରକାରୀ […]

Read More Text.
Tara bahinipati fianllllll 750x430 1

ଶୋଭାଯାତ୍ରା ବେଳେ ବିଧାୟକ ତାରା ବାହିନୀପତିଙ୍କୁ ଆକ୍ରମଣ,

ଜୟପୁର: ବିଧାୟକ ତାରା ବାହିନୀପତିଙ୍କୁ ଆକ୍ରମଣ। କୋରାପୁଟ ଜିଲ୍ଲାରେ ଗତ ୧୪ ତାରିଖରେ ଏକ ଶୋଭାଯାତ୍ରା ବେଳେ ତାରାଙ୍କୁ ଜଣେ ବ୍ୟକ୍ତି ମାଡ଼ ମାରିଥିବା ନେଇ ଥାନାରେ ଏତଲା ହୋଇଛି। ଏହି ଶୋଭାଯାତ୍ରାରେ ତାରାପ୍ରସାଦ ବାହିନୀପତି ଓ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଯୋଗ ଦେଇଥିଲେ। ସୂଚନା ଅନୁସାରେ ଗତ ୧୪ ତାରିଖରେ କଂଗ୍ରେସ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା କୋରାପୁଟ ସହରରେ ଅନୁଷ୍ଠିତ ହୋଇଥିଲା। ଶୋଭାଯାତ୍ରାଟି ଗୁଣ୍ଡିଚା ମନ୍ଦିର ନିକଟରୁ ଆରମ୍ଭ ହୋଇ […]

Read More Text.
Bridge

କାଲିମେଳାରେ ଲଗାଣ ବର୍ଷା, ଏମଭି ୯୬ ବ୍ରିଜ୍ ବୁଡ଼ିଲା

ମାଲକାନଗିରି: ପୋଲ ଉପରେ ୨ଫୁଟର ପାଣି। ମାଲକାନଗିରି ଜିଲ୍ଲା କାଲିମେଳାରେ ଲଗାଣ ବର୍ଷାରେ ବୁଡ଼ିଲା ଏମ୍.ଭି-୯୬ ବ୍ରିଜ୍। କାଲିମେଳା-ମୋଟୁ ୩୨୬ ଜାତୀୟ ରାଜପଥରେ ଯାତାୟାତ ଠପ୍ ହୋଇଯାଇଛି। ଉଭୟ ପଟେ ଅନେକ ଯାନବାହାନ ଅଟକି ରହିଛି। ବ୍ରିଜ ଉପରେ ୨ ଫୁଟର ପାଣି ପ୍ରବାହିତ ହେଉଛି। ଫଳରେ ମାଲକାନଗିରି ଠାରୁ ସୀମାନ୍ତ ମୋଟୁ ୩୨୬ନମ୍ବର ଜାତୀୟ ରାଜପଥ ଉପରେ ଗାଡ଼ି ଚଲାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଉଭୟ ପାର୍ଶ୍ବରେ ଶତାଧିକ ଗାଡି ମୋଟର ଅଟକ ରହିଛି। ଅନ୍ୟପଟେ […]

Read More Text.
Dhenkanal

ବାବାଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ, ତଦନ୍ତ ଜାରି

ଢେଙ୍କାନାଳ: କାମାକ୍ଷାନଗରରେ ଜଣେ ଆତ୍ମଘୋଷିତ ବାବାଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆସିଛି। ଅଭିଯୁକ୍ତ ଜଣକ ଆଶ୍ରମର ରୋଷେୟା ଭାବେ କାମ କରୁଥିବା ଜଣେ ମହିଳାଙ୍କ ସହ ଦୁଷ୍କର୍ମ କରିଥିବା ଅଭିଯୋଗ ରହିଛି। ଏହି ଘଟଣା ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆକ୍ରୋଶ ସୃଷ୍ଟି କରିଛି। ମହିଳା ଜଣଙ୍କ କହିଛନ୍ତି, ସେ ଆଶ୍ରମର ରୋଷେୟା ଭାବେ କାମ କରୁଥିଲେ। ଗୋଟିଏ ରାତିରେ, ରାତି ୧୦ଟାରୁ ୧୦ଟା ୩୦ ମଧ୍ୟରେ, ବାବା ଜଣଙ୍କ ତାଙ୍କ କୋଠରୀକୁ ଆସିଥିଲେ। ସେତେବେଳେ ସେ ମୋବାଇଲରେ […]

Read More Text.
Img 20250814 wa0223

ବିବାହ ବାର୍ଷିକୀ ଉପଲକ୍ଷେ ରକ୍ତଦାନ ଶିବିର ଅନୁଷ୍ଠିତ

ବାରିପଦା : ସ୍ଥାନୀୟ ଓଡ଼ିଆ ରକ୍ତ କେନ୍ଦ୍ର, ବାରିପଦା ପରିସରରେ ମା’ ତୁଳସୀ ଫାଉଣ୍ଡେସନର ସଦସ୍ୟା ନିଭା ସାହୁଙ୍କ ବିବାହ ବାର୍ଷିକୀ ଅବସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି I ରକ୍ତ ଭଣ୍ଡାର ଅଧିକାରୀ ଡଃ ସୌମ୍ୟରଞ୍ଜନ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ଶିବିରକୁ ଉଦଘାଟନ କରିଥିଲେ I ସମ୍ମାନିତ ଅତିଥି ଭାବେ ରକ୍ତଦାତା ଡଃ ନିରୋଜ କୁମାର ପୋଥାଳ ଓ ସୋମନାଥ ସିଂହ ଯୋଗ ଦେଇ ରକ୍ତଦାତା ମାନଙ୍କୁ ଉତ୍ସାହିତ […]

Read More Text.