ଗୁରୁଗ୍ରାମରେ ଏନକାଉଣ୍ଟର : ବିଦେଶୀ ଗ୍ୟାଙ୍ଗଷ୍ଟରର ୪ ସୁଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ଗୁରୁଗ୍ରାମ : ହରିୟାଣା ଗୁରୁଗ୍ରାମରେ ମଧ୍ୟରାତ୍ରିରେ ଏନକାଉଣ୍ଟର । ବିଦେଶୀ ଗ୍ୟାଙ୍ଗଷ୍ଟରର ୪ ସୁଟର ନିହତ । ଧୂଳି ଚଟାଇଲା ପୋଲିସ କ୍ରାଇମବ୍ରାଞ୍ଚ । ବିଳମ୍ବିତ ରାତିରେ ଗୁରୁଗ୍ରାମ ପୋଲିସ କ୍ରାଇମବ୍ରାଞ୍ଚ ଏବଂ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଭୟଙ୍କର ଗୁଳିବିନିମୟରେ ବିଦେଶରେ ଲୁଚି ରହିଥିବା ଗ୍ୟାଙ୍ଗଷ୍ଟର ଦୀପକ ନାନ୍ଦଲର ୪ ଜଣ ଦୁର୍ଦ୍ଦାନ୍ତ ସୁଟର ନିହତ ହୋଇଛନ୍ତି । ଏହି ମଧ୍ୟରାତ୍ରି ଅପରେସନରେ ଜଣେ ଅପରାଧୀ ଗୁରୁତର ଆହତ ହୋଇଥିବା ବେଳେ ୩ ଜଣ ପୋଲିସ କର୍ମଚାରୀ ମଧ୍ୟ […]
Read More Text.