ଏଲଏସି ନିକଟରେ ବଡ଼ ରେଳପ୍ରକଳ୍ପ କରିବାକୁ ଯାଉଛି ଚୀନ
ନୂଆଦିଲ୍ଲୀ: ସୀମା ନିକଟରେ ଚୀନର ବଡ଼ ଚକ୍ରାନ୍ତ । ବ୍ରହ୍ମପୁତ୍ର ନଦୀରେ ବଡ଼ ଡ୍ୟାମ ପରେ ଏବେ ଏଲଏସି ନିକଟରେ ବଡ଼ ରେଳପ୍ରକଳ୍ପ କରିବାକୁ ଯାଉଛି ଚୀନ । LAC ନିକଟରେ ୫,୦୦୦ କି.ମି ଲମ୍ବା ସିନଜିଆଙ୍ଗ-ତିବ୍ବତ ରେଳ ଲିଙ୍କ୍ ନିର୍ମାଣ କରିବାକୁ ଯାଉଛି । ଏହି ବୃହତ ରେଳ ପ୍ରକଳ୍ପର କାମ ଚଳିତ ବର୍ଷ ଆରମ୍ଭ ହୋଇପାରେ । ଏହି ରେଳ ଲାଇନ୍ ତିବ୍ବତର ଲାସାକୁ କେନ୍ଦ୍ର କରି ନିର୍ମାଣ କରାଯାଉଛି । ଏହି ରେଳ […]
Read More Text.