Img 20250811 wa0199

ଦେଶୀ ମଦ ସହିତ ସ୍କୁଟି ଜବତ, ୩ ଗିରଫ

ବାରିପଦା : ମୟୁରଭଞ୍ଜ ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଶାନ୍ତ କହଁରଙ୍କ ନିର୍ଦ୍ଦେଶକ୍ରମେ ଓ ରାଇରଙ୍ଗପୁର ଅବକାରୀ ଉପ-ଅଧିକ୍ଷକ ଶ୍ରୀ ସୌମ୍ୟରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଇରଙ୍ଗପୁର ଅବକାରୀ ରେଞ୍ଜ ପକ୍ଷରୁ ଅବକାରୀ ନିରୀକ୍ଷକ ଶ୍ରୀ ବିନୟ ପ୍ରକାଶ ତୀର୍କୀ ଓ ରାଇରଙ୍ଗପୁର ଅବକାରୀ ଥାନା ସହ ଉପ-ନିରୀକ୍ଷକ ଶ୍ରୀ ସୁଧାଂଶୁ କୁମାର ବେହେରା ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବିଜାତଳା ଛକ ଏବଂ ବିଶୋଇ ଥାନା ଅନ୍ତର୍ଗତ […]

Read More Text.
Img 20250811 wa0191

ଅନୁଷ୍ଠିତ ହେଲା ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର

ମୋଟ ୯୦ ଟି ଅଭିଯୋଗର ହେଲା ଶୁଣାଣୀ ବାରିପଦା : ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି | ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ  ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ, ଶ୍ରୀ ବରୁଣ ଗୁଣ୍ଟୁପାଲି ବାମନଘାଟି ଉପ ଜିଲ୍ଲାପାଳ ଶ୍ରୀ ସୌମ୍ୟରଞ୍ଜନ ପ୍ରଧାନ, ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଚାରୁ […]

Read More Text.
Img 20250811 wa0002

ବାଇକ ବାଇକ୍ ଆମନା ସାମନା, ଜଣେ  ନାବାଳକ ମୃତ ,ଦୁଇ ଗୁରୁତର 

ବାରିପଦା –  ମୟୁରଭଞ୍ଜ ଜିଲ୍ଲା ଗୋରୁମହିଷାଣୀ ଥାନା ଅନ୍ତର୍ଗତ ରାଇରଙ୍ଗପୁର – ବିଶୋଇ ରାଜ୍ଯ ରାଜପଥ କାଲାଝରି ପାଖରେ ବାଇକ ସହ ବାଇକ ମୁହାଁମୁହିଁ ।  ଘଟଣାଟି ଘଟିଛି ଗତକାଲି ରାତ୍ରିରେ । ରକ୍ତ  ଜୁଡୁବୁଡୁ ଅବସ୍ଥାରେ  ୩ ଜଣଙ୍କୁ ଉଦ୍ଧାର‌  କଲା ଵିଜାତଳା ଅଗ୍ନିଶମ ବିଭାଗ ! ସେମାନଙ୍କୁ ରାଇରଙ୍ଗପୁର ଡାକ୍ତରଖାନାକୁ ପହଞ୍ଚାଇବା । ଡାକ୍ତର ଜଣେ ନାବାଳକୁ ମୃତ ଘୋଷଣା କରିଥିବାବେଳେ ଦୁଇଜଣଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସିତ କରୁଛନ୍ତି ।ରାଇରଙ୍ଗପୁର ଗ୍ରାମାଞ୍ଚଳ ପୋଲିସ ଘଟଣାସ୍ଥଳରେ […]

Read More Text.
Photo

ଚୋରା ମଦ ମାଫିଆ ଗିରଫ, ସ୍କୁଟି ଜବତ

ଆଗରପଡ଼ା:ଆଗରପଡ଼ା ପେଟ୍ରୋଲ ପମ୍ପ ନିକଟରୁ ଜଣେ ଚୋରାମଦ ମାଫିଆଙ୍କୁ ଆଗରପଡ଼ା ଥାନାଧିକାରୀ ଦେବରାଜ ଜେନା ଗିରଫ କରି କୋର୍ଟ ଚାଲାଣ କରିଥିବାର ଜଣାପଡ଼ିଛି । ଏହି ସଂପର୍କରେ ଥାନା କେସ ନଂ୧୩୬/୨୫ରେ ଏକ ମାମଲା ରୁଜ୍ଜୁ ହୋଇଛି । ସୋମବାର ଅପରାହ୍ନ ସମୟରେ ଜଣେ ଜୁମ ସ୍କୁଟି ଚାଳକ ଆଗରପଡ଼ା ମୁଖ୍ୟ ରାସ୍ତାରେ ଭଦ୍ରକ ଆଡ଼କୁ ଦୃତ ଗତିରେ ଯାଉଥିବା ବେଳେ ଚାଳକଙ୍କ ଗତିବିଧି ଉପରେ ସନ୍ଦେହ କରି ଥାନାଧିକାରୀ ତାଙ୍କ ପିଛା କରି ପେଟ୍ରୋଲ ପମ୍ପ […]

Read More Text.
Exam

ପରୀକ୍ଷାର୍ଥୀଙ୍କ ପାଇଁ ସିବିଏସ୍‌ଇର ନୂଆ ନିୟମ, ୨୦୨୬-୨୭ ଶିକ୍ଷାବର୍ଷରୁ ହେବ କାର୍ଯ୍ୟକାରୀ

ଭୁବନେଶ୍ୱର: ନବମ ଶ୍ରେଣୀ ପରୀକ୍ଷା ଢାଞ୍ଚାରେ କରାଯିବ ପରିବର୍ତ୍ତନ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପରିଚାଳିତ ସ୍କୁଲରେ ଏହି ନିଷ୍ପତ୍ତି ନିଆଯାଇଛି । ଏହି ନିଷ୍ପତ୍ତି ଅନୁଯାୟୀ ବହି ଦେଖି ପିଲାମାନେ ଦେବେ ପରୀକ୍ଷା । ୨୦୨୬-୨୭ ଶିକ୍ଷାବର୍ଷରୁ ଏହାକୁ ପାଇଲଟ୍‌ ମୋଡ୍‌ରେ କାର୍ଯ୍ୟକାରୀ କରାଯିବ । ଜୁନ୍‌ ମାସରେ ହୋଇଥିବା ବୈଠକରେ ଏପରି ନିଷ୍ପତ୍ତିକୁ ଅନୁମୋଦନ ଦେଇଛି ସିବିଏସ୍‌ଇ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ନବମ ଶ୍ରେଣୀ […]

Read More Text.
Dharali

ଧରାଳି ଭଗ୍ନାବଶେଷ ତଳୁ ବାହାରିଲା ୪୫ ଫୁଟର କୋଠା, ଉଦ୍ଧାର କାର୍ଯ୍ୟ ଜାରି

ଧରାଳି : ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାର ଧରାଳି ଭୟଙ୍କର ବିପର୍ଯ୍ୟୟ ଘଟିଥିଲା ।  ଫଳରେ ବିପର୍ଯ୍ୟୟ ଯୋଗୁଁ ସ୍ଥାନୀୟ ଲୋକଙ୍କ ଜୀବନଯାପନରେ ବାଧା ସୃଷ୍ଟି କରିଛି । ବିପର୍ଯ୍ୟୟର ଛଅ ଦିନ ପରେ ଲଗାତାର ୨୪ ଘଣ୍ଟା ଧରି ଉଦ୍ଧାର କାର୍ଯ୍ୟ ଚାଲିଛି ।  ଏହି ଧ୍ବଂସକାରୀ ବିପର୍ଯ୍ୟୟରେ ପ୍ରାୟ ୪୫ ଫୁଟର ଭଗ୍ନାବଶେଷ ତଳେ ଅନେକ କୋଠା ପୋତି ହୋଇଯାଇଛି । ଯାହାର ଭଗ୍ନାବଶେଷ ହଟାଇବାର କାର୍ଯ୍ୟ ଚାଲିଛି । ଯାହା ଦ୍ବାରା ଶୀଘ୍ର ଜୀବନ୍ତ ଲୋକଙ୍କ […]

Read More Text.
Crocodile

ବନ୍ୟା ପାଣିରେ ଭାସି ଆସି କେନାଲରେ ଘୁରି ବୁଲୁଛି ୨୦ ଫୁଟର କୁମ୍ଭୀର

କେନ୍ଦ୍ରାପଡ଼ା: ୨୦ ଫୁଟ ଲମ୍ବର କୁମ୍ଭୀର ଏବେ ଲୋକଙ୍କୁ ଘାଇଲା କଲାଣି । ଯାହାକୁ ଦେଖୁଛି ତାକୁ ଗୋଡ଼ଉଛି । ପାଟି କୁ ଆଁ କରି ରହିଛି । ଯେମିତି ଶିକାର ଆଶାରେ ରହିଛି । ବନ୍ୟା ପାଣିରେ ଭାସି ଆସି କେନାଲରେ ଘୁରି ବୁଲୁଛି ।  ଦେଖିଲେ ଭୟଭୀତ ହୋଇ ଯାଉଛନ୍ତି ସ୍ଥାନୀୟ ବାସିନ୍ଦା ।  ହଁ ଆଜ୍ଞା, ଏ ଦୃଶ୍ୟକୁ ଟିକେ ଭଲସେ ଦେଖନ୍ତୁ କେମିତି ପାଟିକୁ ଆଁ କରି ରହିଛି । ଆଉ […]

Read More Text.
Koraput.story

ପ୍ରେମ ପାଇଁ ବଳଦ ଦଣ୍ଡ, ଦମ୍ପତିଙ୍କୁ ଗାଁ ଦାଣ୍ଡରେ ହଳ ବୁଲାଇଲେ ଗ୍ରାମବାସୀ

କୋରାପୁଟ : ପୁଣି ମଣିଷଙ୍କୁ ବଳଦ ଦଣ୍ଡ। ସଂପର୍କରେ ବିବାହ ଯୋଗୁଁ ଦଣ୍ଡିତ କଲେ ଗାଁ ଲୋକ। ପ୍ରେମ ପାଇଁ ବଳଦ ଦଣ୍ଡର ଏହି ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ବନ୍ଧୁଗାଁ ବ୍ଳକ ଚିଡ଼ି ୱାଲସା ଗାଁରେ ।  ସଂପର୍କୀୟ ଭାଇ ଭଉଣୀ ବାହା ହେବାରୁ କଙ୍ଗାରୁ କୋର୍ଟରେ ଦଣ୍ଡ ଦେଇଛନ୍ତି ଗାଁ ଲୋକ। ସ୍ବାମୀ ସ୍ତ୍ରୀଙ୍କୁ କାନ୍ଧରେ ଜୁଆଳି ପକାଇ ଗାଁ ଦାଣ୍ଡରେ ହଳ ବୁଲାଇଥିଲେ।  ସ୍ଥାନୀୟ ଲୋକଙ୍କ କହିବା କଥା, ହଳ କରିବା ଅର୍ଥ ମାଟି […]

Read More Text.
Baragada

ଆଉ ଜଣେ ନାବାଳିକାଙ୍କ ଆତ୍ମାହୁତି

ବରଗଡ଼ : ଆଉ ଜଣେ ନାବାଳିକାଙ୍କ ଆତ୍ମାହୁତି।  ପେଟ୍ରୋଲ ଢାଳି ନିଜକୁ ଜାଳିଦେଲେ ନାବାଳିକା ।  ଫୁଟବଲ ପଡ଼ିଆରୁ ଅର୍ଦ୍ଧଦଗ୍ଧ ନାବାଳିକା ଠାବ। ବରଗଡ଼ ଗାଏସିଲଟ ଥାନା ଫିରିଙ୍ଗିମାଲ ଗାଁରେ ଚାଞ୍ଚଲ୍ୟ। ଗୁରୁତର ଅବସ୍ଥାରେ ଫୁଟବଲ୍ ପଡ଼ିଆରୁ ଛାତ୍ରୀ ଉଦ୍ଧାର କରାଯାଇଥଲା| ଛାତ୍ରୀ ଜଣକ ମାମୁ ଘରେ ରହି ୮ମ ଶ୍ରେଣୀରେ ପାଠ ପଢ଼ୁଥିଲେ ।  କେମିତି ନାବାଳିକା ଜଳିଗଲେ କାରଣ ଅସ୍ପଷ୍ଟ ରହିଛି।  ନିଜେ ଜଳିଯାଇଛନ୍ତି ନା ତାଙ୍କୁ କିଏ ଜାଳିଦେଇଛି ସେନେଇ କାରଣ ଅସ୍ପଷ୍ଟ […]

Read More Text.
Chilika

ଚିଲିକା ମଝିରେ ଅଟକିଲା ଲଞ୍ଚ: ଯାତ୍ରୀ ହଟହଟା

କୃଷ୍ଣପ୍ରସାଦ:ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଠାରୁ ପୁରୀଜିଲ୍ଲା କୃଷ୍ଣପ୍ରସାଦ କୁ ଯାତ୍ରୀ ନେଇ ଆସୁଥିବା ଲଞ୍ଚ ଚିଲିକା ମଝିରେ ଦୀର୍ଘ ସମୟ ଅଟକିଥିବା ଜଣାପଡ଼ିଛି। ଖବର ନେବାରେ ଜଣାପଡ଼ିଛି ଯେ ଆବଶ୍ୟକତା ଠାରୁ ଲଞ୍ଚ ରେ ବହୁ ଯାତ୍ରୀ ଆସିଥିଲେ। ଲଞ୍ଚ ର ଉପର ଭିତର ଲୋକାରଣ୍ୟ ହୋଇଥିଲା। ବାଲୁଗାଁ କାର୍ଯ୍ୟାଳୟ ନିକଟ ରେ ୭ ଟି ଲଞ୍ଚ ଥିଲେ ମଧ୍ୟ ୨ଟି ଲଞ୍ଚ ରେ ଯାତ୍ରୀଙ୍କୁ ସେବା ନ ଦେଇ ବିପଦ ସଂକୁଳ ଭାବେ ଗୋଟିଏ ଲଞ୍ଚ […]

Read More Text.