Income tax 1

ସଂଶୋଧିତ ଆୟକର ବିଲ ୨୦୨୫ ଲୋକସଭାରେ ଉପସ୍ଥାପିତ

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ସଂଶୋଧିତ ଆୟକର ବିଲ ୨୦୨୫ ଉପସ୍ଥାପନ କରିଛନ୍ତି । ଏହି ନୂତନ ବିଲରେ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଗଠିତ ସିଲେକ୍ଟ କମିଟିର ଅଧିକାଂଶ ସୁପାରିଶ ଅନ୍ତର୍ଭୁକ୍ତ ରହିଛି । ମାତ୍ର ୪ ମିନିଟ ଭିତରେ ବିଲ୍ ପାସ୍ କରିଦିଆଯାଇଛି । ଗତ ସପ୍ତାହରେ ସରକାର ଆୟକର ବିଲ, ୨୦୨୫ ପ୍ରତ୍ୟାହାର କରିବା ନିଷ୍ପତ୍ତି ନେବା ପରେ ଏହି ପଦକ୍ଷେପ ନିଆଯାଇଛି। ଛଅ ଦଶନ୍ଧି ପୁରୁଣା ଆୟକର ଆଇନ, ୧୯୬୧କୁ […]

Read More Text.
Bhatruhari

ଖୁବଶୀଘ୍ର କଟକରେ ହେବ ବିମାନବନ୍ଦର !

କଟକ: କଟକବାସୀଙ୍କ ପାଇଁ ଖୁସି ଖବର। ଖୁବଶୀଘ୍ର କଟକରେ ହେବ ବିମାନବନ୍ଦର। ସିଲଭର ସିଟିରେ ଖୁବ୍ ଶୀଘ୍ର ନିଜସ୍ୱ ଏକ ବିମାନବନ୍ଦର ତିଆରି ହୋଇପାରେ ବୋଲି କହିଛନ୍ତି କଟକର ସାଂସଦ ଭତୃହରି ମହତାବ। ସେ ଏକ ସାମ୍ବାଦିକଙ୍କ ସହ ଆଲୋଚନା ସମୟରେ ଏହି ସୂଚନା ଦେଇଛନ୍ତି। ଖବର ଅନୁସାରେ ସାଂସଦ କହିଛନ୍ତି କଟକରେ ଏକ ବିମାନବନ୍ଦର ଆରମ୍ଭ କରିବା ଆବଶ୍ୟକତା ରହିଛି। ସେ ଚାରବାଟିଆ ବାୟୁସେନା ଘାଟିର ଆଧୁନିକୀକରଣ ଏବଂ ବିକାଶ ବିଷୟରେ କଥା ହୋଇଥିଲେ। ଭର୍ତ୍ତୃହରି […]

Read More Text.
Sobhana

ଶୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର: ଦାୟିତ୍ବ ନେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି। ଆତ୍ମାହୁତି ପ୍ରସଙ୍ଗରେ ଦେଲେ ନିଜର ପ୍ରତିକ୍ରିୟା। ଆତ୍ମାହୁତି ପ୍ରସଙ୍ଗକୁ ନେଇ ସେ କହିଛନ୍ତି କେହି ଆଇନର ଉର୍ଦ୍ଧ୍ବରେ ନୁହଁନ୍ତି, ଅନୁଧ୍ୟାନ କରିବି। ମହିଳାଙ୍କ ସୁରକ୍ଷା ନେଇ ଆଇନରେ କଠୋର ପଦକ୍ଷେପ ଦରକାର। ମାତ୍ର କିଛି ସମୟ ହେବ ମୁଁ ଦାୟିତ୍ଵ ନେଇଛି, ସବୁ କିଛି ଅନୁଧ୍ୟାନ କରିବି। ତଦନ୍ତ ପରିସର ଭିତରେ ଯିଏ ଦୋଷୀ, ତାଙ୍କୁ ନିଶ୍ଚିତ ଦଣ୍ଡ ଦିଆଯିବ। ବାଲେଶ୍ଵର ଆଦି ଘଟଣାରେ […]

Read More Text.
Screenshot 2025 08 11 143327 1

୧୨ନକଲି ଗୁମାସ୍ତା ଗିରଫ; ଦର୍ଶନ କରାଇବା ଆଳରେ ଲୁଟୁ ଥିଲେ ଟଙ୍କା

ପୁରୀ: ପୋଲିସ ହାତରେ ବନ୍ଧା ହେଲେ ନକଲି ଗୁମାସ୍ତା। ପୁରୀ ସିଂହଦ୍ଵାର ଓ ଟାଉନ ଥାନା ପୋଲିସ ୧୨ ଜଣ ନକଲି ଗୁମାସ୍ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ବିଏନଏସ୍ ଧାରା ୧୧୧ ଅନୁଯାୟୀ ଏହି ନକଲି ଗୁମାସ୍ତାଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ୍ କୁ ପଠାଇ ଦିଆଯାଇଛି। ଅଭିଯୁକ୍ତଙ୍କ ଠାରୁ ପୋଲିସ ୨୦ ହଜାର ଟଙ୍କା ସହିତ ୧୪ ଟି ମୋବାଇଲ ଫୋନ୍ ଜବତ […]

Read More Text.
Water

ମିଠା ହେବ ସମୁଦ୍ର ପାଣି, ପାଣି ସମସ୍ୟା ଦୂର କରିବ ଡିସାଲିନେସନ୍ ପ୍ରକ୍ରିୟା

ବ୍ରହ୍ମପୁର: ଏଣିକି ସମୁଦ୍ର ପାଣି ବି ହୋଇପାରିବ ବ୍ୟବହାରଯୋଗ୍ୟ । ଦୂର ହେବ ସମୁଦ୍ର ଉପକୂଳବର୍ତ୍ତୀଙ୍କ ପାଣି ସମସ୍ୟା ।  ଏଥିପାଇଁ ରାଜ୍ୟରେ ପ୍ରଥମ ଥର ପାଇଁ ଖୋଲାଯାଇଛି ଡିସାଲିନେସନ ପ୍ଲାଣ୍ଟ ଅର୍ଥାତ୍ ଲୁଣିଆ ପାଣିରୁ ଲୁଣ କିମ୍ବା ଅଲଗା ମିନେରାଲ୍ସକୁ ଅଲଗା କରିବା ପ୍ରକ୍ରିୟା ପ୍ଲାଣ୍ଟ । ରବିବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଞ୍ଜାମ ଜିଲ୍ଲାରେ ରାଜ୍ୟର ପ୍ରଥମ ସମୁଦ୍ର ଜଳ ଡିସାଲିନେସନ୍ ପ୍ଲାଣ୍ଟ ଉଦଘାଟନ କରିଛନ୍ତି। ଛତ୍ରପୁର ନିକଟ ମାଟିଖାଲରେ ସ୍ଥାପିତ ଏହି […]

Read More Text.
Drone 750x430

୫ ଜେଲ୍‌ରେ ଉଡ଼ିବ ଡ୍ରୋନ୍, କଡ଼ା ନଜରରେ ରହିବେ କଏଦୀ

କଟକ: ଏଣିକି କଡ଼ା ନଜରରେ ରହିବେ କଏଦୀ। ରାଜ୍ୟର ବିଭିନ୍ନ ଜେଲ୍‌ର କଏଦୀଙ୍କ ବିଶୃଙ୍ଖଳିତ ଆଚରଣ ଏବେ ଜେଲ୍ ବିଭାଗ ପାଇଁ ବଡ଼ ଆହ୍ବାନ ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି ଜେଲ ଉପରେ ଡ୍ରୋନ୍ ଉଡାଯିବାକୁ ନିଷ୍ପତ୍ତି ନିଆଯାଇଛି। ଜେଲ୍ ପାଚେରି ଦେଇ ନିଶା ସାମଗ୍ରୀ ଜେଲ୍ ଭିତରକୁ ଆସୁଛି। ଏହାକୁ ରୋକିବା ପାଇଁ ଜେଲ୍ ବିଭାଗ ଜେଲ୍ ପରିସରରେ ଡ୍ରୋନ୍ ଉଡ଼ାଇବାକୁ ନିଷ୍ପତ୍ତି ନେଇଛି। ପ୍ରଥମ ପର୍ଯ୍ୟାୟରେ ୫ଟି ଜେଲ୍‌ରେ ଡ୍ରୋନ୍ ଉଡ଼ାଯିବ। ପରବର୍ତ୍ତୀ […]

Read More Text.
Wr

ଇଂ. ହରିହର ତ୍ରିପାଠୀଙ୍କ ପୁସ୍ତକ ‘ମୁଁ ଆସୁଛି ତୁମ ପାଖକୁ’ ଲୋକାର୍ପିତ

ଭୁବନେଶ୍ୱର: “ମତେ ନିଜ ଭିତରେ ଅନୁଭବ କର। ନିଜର ପରିବେଶକୁ ମନ୍ଦିର କରିଦିଅ | ପ୍ରକୃତିର ସୁରକ୍ଷା ଭିତରେ ମୋର ଉପାସନା କର | ଦୁଃଖି-ଭୋକିର ସେବା ହିଁ ମୋର ଶ୍ରେଷ୍ଠ ନୈବେଦ୍ୟ।” – ଏହା ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିଜସ୍ୱ ଅଭିବ୍ୟକ୍ତି, ଯାହାକୁ ନେଇ ସୁଲେଖକ ଇଂ. ହରିହର ତ୍ରିପାଠୀଙ୍କ ନୂତନ ପୁସ୍ତକ ‘ମୁଁ ଆସୁଛି ତୁମ ପାଖକୁ’ ରଚିତ। ରବିବାର ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ଜାତୀୟ ଅଭିଲେଖାଗାର ସଭାଗୃହରେ ଏହି ପୁସ୍ତକଟି ଲୋକାର୍ପିତ ହୋଇଯାଇଛି। ପୂଜ୍ୟପୂଜା, […]

Read More Text.
Img 20250810 wa0208

ଜାତୀୟ ନାଟ୍ୟ ମହୋତ୍ସବର ପୋଷ୍ଟର୍ ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବାରିପଦା : ଆଜି ପୂର୍ବାହ୍ନରେ ବାରିପଦା ଷ୍ଟାଡିୟମର ସମ୍ମିଳନୀ କକ୍ଷରେ ଓଡ଼ିଶାର ଅନ୍ୟତମ ଅଗ୍ରଣୀ ନାଟ୍ୟସଂସ୍ଥା “ଆମେ : ବାରିପଦା” ଦ୍ବାରା ସେପ୍ଟେମ୍ବର ମାସ ୬ ରୁ ୧୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁଥିବା ଜାତୀୟ ନାଟକ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର ମହୋତ୍ସବର ପୋଷ୍ଟର ଉନ୍ମୋଚିତ କରିବା ସହ ମହୋତ୍ସବର […]

Read More Text.
Img 20250810 wa0220

ଆମଦାଵେଡା ଗ୍ରାମରେ  ହାତୀ ଉପଦ୍ରବ; ଧାନ କିଆରି ନଷ୍ଟ

ବାରିପଦା: ମୟୁରଭଞ୍ଜ ଜିଲ୍ଲାର  ବିଜାତଳା ବ୍ଲକ  ମାଣିକପୁର ପଂଚାୟତ ର ଆମଦାବେଡା ଗ୍ରାମରେ ହାତୀ ଉପଦ୍ରବ କରି ଧାନ ବିଲରେ  ବ୍ୟାପକ ତଳି ନଷ୍ଟ କରି ଦେଇଛନ୍ତି ।  ସୂଚନା ଯେ  ଶନିବାର ରାତିରେ  ଆମଦାବେଡା ଗ୍ରଗମର ଛୋଟରାଇ ମୁର୍ମୁ, ଯଶବନ୍ତ  ଟୁଡୁ, ବନ ବିହାରୀ ମୁର୍ମୁ ଏବଂ ଗୌରୀ ମୁର୍ମୁ ଙ୍କ ଦିନ ବିଲରେ ତଳି,ଧିନରୁଆ ଦଳି ଚିକିଟି ନଷ୍ଟ କରି ଦେଇଛନ୍ତ l  ଶ୍ରାବଣ ମାସ ଶେଷ ହେବାକୁ ବସିଲାଣି ‌ଵର୍ତ୍ତମାନ ଚାଷୀ ତଳି ପକାଇବ […]

Read More Text.
Img 20250810 wa0196

ଫାଇଲେରିଆ ନିରାକରଣ ନିମନ୍ତେ ସାମୁହିକ ଔଷଧ ସେବନ ଅଭିଯାନର ଶୁଭାରମ୍ଭ

ବାରିପଦା : ଆଜି ପୂର୍ବାହ୍ନରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟରେ ବାରିପଦା ପୌର ପାଳିକା ଅନ୍ତର୍ଗତ ମୁର୍ଗାବାଡି ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଫାଇଲେରିଆ ନିରାକରଣ ନିମନ୍ତେ ସାମୁହିକ ଔଷଧ ସେବନ ଅଭିଯାନର ଶୁଭାରମ୍ଭ ପରିପ୍ରେକ୍ଷୀରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. କିଶୋର କୁମାର ଆଚାର୍ଯ୍ୟ ଯୋଗ ଦେଇଥିଲେ। ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଏ ଡି ପି ଏଚ ଓ (ଭି […]

Read More Text.