Pravati

ସ୍ତନ୍ୟପାନ ଯୋଗୁଁ ମା’ ହୃଦୟର ନିକଟତର ହୋଇପାରିବ ଶିଶୁ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର: ସ୍ତନ୍ୟପାନ ଯୋଗୁଁ ଶିଶୁ ମା’ର କ୍ଲୋଜ଼ ଟୁ ହାର୍ଟ ଅର୍ଥାତ ମା’ ହୃଦୟର ଆହୁରି ନିକଟତର ହୋଇପାରିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ରାଜ୍ୟସ୍ତରୀୟ ବିଶ୍ଵ ସ୍ତନ୍ୟପାନ ସପ୍ତାହ ୨୦୨୫ ଅବସରରେ ମତବ୍ୟକ୍ତ କରିଛନ୍ତି। ଆଜି ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଲୋକସେବା ଭବନ କନଭେନସେନ ସେଣ୍ଟରରେ ରାଜ୍ୟସ୍ତରୀୟ ବିଶ୍ଵ ସ୍ତନ୍ୟପାନ ସପ୍ତାହ ୨୦୨୫ ପାଳିତ ହୋଇଯାଇଛି। ଏହି ଅବସରରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସ୍ତନ୍ୟପାନ […]

Read More Text.
Pti08 06 2025 000104b

‘କର୍ତ୍ତବ୍ୟ ଭବନ’ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ଦିଲ୍ଲୀରେ ଉଦଘାଟିତ ହେଲା ସେଣ୍ଟ୍ରାଲ ଭିଷ୍ଟାର ନୂଆ କୋଠା ‘କର୍ତ୍ତବ୍ୟ ଭବନ’ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କର୍ତ୍ତବ୍ୟ ପଥ ସ୍ଥିତ କର୍ତ୍ତବ୍ୟ ଭବନକୁ ଉଦଘାଟନ କରିଛନ୍ତି । ଏହି ଅବସରରେ କର୍ତ୍ତବ୍ୟ ଭବନ ବୁଲି ଦେଖିଛନ୍ତି ମୋଦୀ । ଆଜି ସନ୍ଧ୍ୟା ୬ଟା ୩୦ରେ ସେ କର୍ତ୍ତବ୍ୟ ପଥଠାରେ ଏକ ସାଧାରଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ। ପ୍ରଧାନମନ୍ତ୍ରୀଙ୍କ ଆଧୁନିକ, ଦକ୍ଷ ଏବଂ ନାଗରିକ-କୈନ୍ଦ୍ରିକ ଶାସନ ଦୃଷ୍ଟିକୋଣ ପ୍ରତି ସରକାରଙ୍କ ପ୍ରତିବଦ୍ଧତାରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ […]

Read More Text.

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡିବନ୍ଧୁ ବେହେରା

କେଉଁଝର :ଭିଜିଲାନ୍ସ  ଜାଲରେ କେନ୍ଦୁଝର ଜିଲ୍ଲା ଅତିରିକ୍ତ ଉପଜିଲ୍ଲାପାଳ ବନ୍ଦୋବସ୍ତ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡିବନ୍ଧୁ ବେହେରା ।  ଜଣେ ବ୍ୟକ୍ତିଙ୍କ ଠାରୁ ଅମିନ ରିପୋର୍ଟ କରି ଦେବା ପାଇଁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ । ତାଙ୍କର ସରକାରୀ ଅଫିସ୍ ଓ ବାସଭବନରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି ।  ପାଟଣା ତହସିଲ୍ ଚିନାମାଳିପଶି ଗାଁର ସୁଶୀଲ୍ ମହାନ୍ତଙ୍କର ଏକ ଜମି ପାଇଁ ଅମିନ୍ ରିପୋର୍ଟ […]

Read More Text.
Fire 3

ଜଳିଗଲେ ଯୁବତୀ, ବ୍ଲାକ୍‌ମେଲିଂ କରୁଥିଲେ ପ୍ରେମିକ !

ପଟ୍ଟାମୁଣ୍ଡାଇ : ଘର ଭିତରେ ଜଳିଗଲେ ଯୁବତୀ ।  ଏଭଳି ଏକ ଦୁଃଖଦ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇଠାରେ ଘଟିଛି ।  ସୂଚନାନୁସାରେ କିରୋସିନ ଢାଳି ହୋଇ ଛାତ୍ରୀ ଜଣଙ୍କ ଜୀବନ ହାରିଛନ୍ତି ।  ତେବେ ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିଲେ ବୋଲି ଜଣା ପଡିଛି । ସେ ନିଜେ ଜୀବନ ହାରିଛନ୍ତି ନା ତାଙ୍କୁ କିଏ ଜୀବନ ହାରିବା ପାଇଁ କହିଛି  ସେନେଇ କୌଣସି ସ୍ପଷ୍ଟ ସୂଚନା ଏଯାଏଁ ମିଳି […]

Read More Text.
ମକ୍ତକ୍କମ

ଗ୍ରାଣ୍ଡ ରିସେପ୍ସନ ଦେଲେ ପିନାକୀ-ମହୁଆ

ନୂଆଦିଲ୍ଲୀ : ଜର୍ମାନୀରେ ବାହା ହେଲେ, ଆଉ ଦିଲ୍ଲୀରେ ରିସେପ୍ସନ ଦେଲେ । ଦେଶର ଏହି ଓଲ୍ଡ କପଲ୍ ବା ବୃଦ୍ଧ ଦଂପତ୍ତି ନିଜ ବାହାଘରକୁ ନେଇ ଗତ ମାସରେ ଖୁବ୍ ଚର୍ଚ୍ଚାରେ ସାଉଁଟିଥିଲେ । ଆଉ ମଙ୍ଗଳବାର ରାତିରେ ଏହି ପିନାକି-ମହୁଆ ଯୋଡ଼ି ଦିଲ୍ଲୀର ଏକ ତାରକା ହୋଟେଲରେ ତାଙ୍କ ରିସେପ୍ସନ ଭୋଜି ଦେଇ ପୁଣି ଚର୍ଚ୍ଚାରେ । ଦଳମତ ନିର୍ବିଶେଷରେ ଶହ ଶହ ହାଇ ପ୍ରୋଫାଇଲ୍ ରାଜନେତା , ନେତ୍ରୀମାନେ ଏହି ପାର୍ଟିରେ ଯୋଗ […]

Read More Text.
କେନ୍ଦଅ

କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନୂଆଦିଲ୍ଲୀରେ ଭେଟି ରାଜ୍ୟର ଧାନ ସଂଗ୍ରହ ବୃଦ୍ଧି ପାଇଁ ପ୍ରସ୍ତାବ ଦେଲେ। FCI ଦ୍ୱାରା ମାସିକ ଚାଉଳ ଉଠାଣ ବୃଦ୍ଧି କରିବାକୁ ଅନୁରୋଧ କଲେ। ବାଜରା ପ୍ରୋତ୍ସାହନ ଓ ସଂରକ୍ଷଣ ଭିତ୍ତିଭୂମିର ପ୍ରସାର ଅନ୍ତର୍ଭୁକ୍ତ ଉପରେ କଲେ ଆଲୋଚନା। ଏନେଇ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି । ରାଜ୍ୟରେ ବଳକା ଧାନକୁ ଦୃଷ୍ଟିରେ ରଖି ଆଗାମୀ ଋତୁ […]

Read More Text.
Screenshot 2025 06 30 134847 750

ଖୁବ୍‌ଶୀଘ୍ର ୧୬୩୫ଟି ନୂତନ ରାଜସ୍ୱ ଗ୍ରାମର ହେବ ସୀମା ପରିବର୍ତ୍ତନ ପାଇଁ ନିର୍ଦ୍ଦେଶନାମା ଜାରି

ଭୁବନେଶ୍ୱର: ଖୁବ୍‌ଶୀଘ୍ର ୧୬୩୫ଟି ନୂତନ ରାଜସ୍ୱ ଗ୍ରାମର ହେବ ସୀମା ପରିବର୍ତ୍ତନ। ରାଜସ୍ବ ବିଭାଗ ପକ୍ଷରୁ ଜାରି ହେଲା ସ୍ୱତନ୍ତ୍ର ନିର୍ଦ୍ଦେଶନାମା। ନକ୍ସା ପରିବର୍ତ୍ତନ ପାଇଁ ସର୍ଭେ ନିର୍ଦ୍ଦେଶକ, ଜିଲାପାଳ ଓ ଆର୍‌ଡିସିଙ୍କୁ ଚିଠି ଲେଖାଯାଇଛି। ପୁରୁଣା ରାଜସ୍ୱ ଗାଁ ରେକର୍ଡ ଯେମିତି ମିଶି ନଯାଏ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ପ୍ରତି ତହସିଲରେ ହେବ ଗୋଟିଏ ଲେଖାଏଁ ସ୍ଵତନ୍ତ୍ର ସେଲ। ରାଜସ୍ବ ଗାଁ ହେଲା ପରେ ସ୍ଵତନ୍ତ୍ର ମ୍ୟାପ ହେବ। ମୂଳ ଗାଁରେ ଥିବା […]

Read More Text.
Vigilance finalll 750x430 1

ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସମ୍ୱଲପୁର: ଭିଜିଲାନ୍ସ ଜାଲରେ ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍‌ କରିଛି ଭିଜିଲାନ୍ସ ଟିମ୍ । ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍ ଦେବାଶିଷ ପଣ୍ଡାଙ୍କ ସମ୍ୱଲପୁର ଘର ଓ ଅଫିସ୍ ସମେତ ୭ଟି ସ୍ଥାନରେ ଚଢାଉ ଚାଲିଛି । ଭୁବନେଶ୍ୱରର ୪ଟି ଘର ଯଥା, ରାଜଧାନୀର ନୟାପଲ୍ଲୀ ବେହେରା ସାହିରେ ଥିବା ମେଟ୍ରୋ ସିଟିର ବ୍ଲକ୍-୫ ଫ୍ଲାଟ୍ ନଂ ୧୫, ଫ୍ଲାଟ୍ ନଂ. ୧୧-ଡି, ବ୍ଲକ-୨, ମେଟ୍ରୋସିଟି, ନୟାପଲ୍ଲୀ, ଭୁବନେଶ୍ବର । […]

Read More Text.
Rrwe

ଗୁହାଳଡାଙ୍ଗିରୀ ପଞ୍ଚାୟତର କଲରାବଣି ଗାଁକୁ ରାସ୍ତା ହେବ କେବେ?

ବାରିପଦା: ପ୍ରତି ୫ ବର୍ଷରେ ନିର୍ବାଚନ ହେଉଛି । ବିଭିନ୍ନ ରାଜନୈତିକ ଦଳର ନେତା ମାନଙ୍କର ପାହାଡ଼ ଭଳି ପ୍ରତିଶ୍ରୁତି ।ହାତୀ ଦେବି ଘୋଡ଼ା ଦେବି ମୋ ପେଁକାଳି ବଜାଇ ଦିଅ ।ସ୍ବାଧୀନତାର ଦିର୍ଘ ୭୬ ବର୍ଷ ଅତିକ୍ରାନ୍ତ ପରେ ମଧ୍ୟ ଏ ଗ୍ରାମକୁ ରାସ୍ତା ଖଣ୍ଡେ ନାହିଁ । ଦୁର୍ଗମ ଅଞ୍ଚଳର ଅଧିବାସୀଙ୍କର ଦୋଷ କେଉଁଠି ।ରାଜସ୍ଵ ଖଜଣା ଦେଉଛନ୍ତି,ଭୋଟ ଦେଉଛନ୍ତି ।ଅଥଚ ମୌଳିକ ସମସ୍ୟା ରାସ୍ତା ଖଣ୍ଡେ ନାହିଁ ।ଯାହାକୁ ନେଇ ଗ୍ରାମବାସୀ ଅସନ୍ତୋଷ […]

Read More Text.
Wer

ସର୍ପ ଦଂଶନରେ ଵୃଦ୍ଧ ମୃତ

ବାରିପଦା : ବିଶେଷକରି  ଗ୍ରୀଷ୍ମ ଏବଂ ବର୍ଷା ଋତୁରେ  ସର୍ପାଘାତ ମୃତ୍ୟୁ  ସଂଖ୍ୟା ବେଶି ଦେଖାଦେଇଥାଏ । ଯାହା ଏବେ ଅନେକ ସମୟରେ ଦେଖିବାକୁ ମିଳୁଅଛି l କେତେବେଳେ ଘର ଚଟାଣିରେ ଶୋଇଥିବା ଅବସ୍ଥାରେ  ତ କେତେବେଳେ ବିଲରେ ସାପ କାମୁଡାରେ  ଅନେକ ଲୋକ ମୃତ୍ୟୁବରଣ କରିଥାନ୍ତି ।ମୟୂରଭଂଜ ଜିଲ୍ଲାର  ଉପାନ୍ତ ଗୋରୁମହିଷାଣୀ ଥାନା ଅଞ୍ଚଳରେ କୁକୁଡିମୁଣ୍ଡି ଗ୍ରାମର ଗୋମିଆ ମୁଣ୍ଡା  (୬୭) ସୋମବାର ରାତିରେ  ଶୋଇଥିବା ଅବସ୍ଥାରେ ସର୍ପଘାତ କରିଥିଲା ।ସକାଳେ ତାଙ୍କୁ   ହସ୍ପିଟାଲ ଅଣା ଯାଇଥିଲା […]

Read More Text.