1

ବସ୍ତି ପିଲାଙ୍କୁ ମିଳିବ ସାମାଜିକ ସୁରକ୍ଷା: କଟକରେ ‘ପ୍ରୋଜେକ୍ଟ କୁଟୁମ୍ବ’ ପକ୍ଷରୁ ସ୍ୱତନ୍ତ୍ର ଆଧାର ପଞ୍ଜିକରଣ ଶିବିର

କଟକ: ଶିଶୁ ଅଧିକାରର ସୁରକ୍ଷା ଓ ସେମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ଲକ୍ଷ୍ୟରେ କଟକରେ ଏକ ସ୍ୱତନ୍ତ୍ର ଆଧାର ପଞ୍ଜିକରଣ ଶିବିର ଅନୁଷ୍ଠିତ ହୋଇଯାଇଛି। ନ୍ୟାସନାଲ ଲ’ ୟୁନିଭର୍ସିଟି ଓଡ଼ିଶା (NLUO), କଟକ ମହାନଗର ନିଗମ (CMC) ଏବଂ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌ର ମିଳିତ ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ସିଡିଏ ସେକ୍ଟର-୧୧ ସ୍ଥିତ ଗୋଷ୍ଠୀ କେନ୍ଦ୍ରଠାରେ ଆୟୋଜିତ ଏହି ଶିବିରରେ କଟକର ୩ ନମ୍ବର ୱାର୍ଡ ଅନ୍ତର୍ଗତ ବାଲ୍ଲକି ନଗର, ଭୁକିତିରାୟପୁର […]

Read More Text.
IMG 20260225 WA0228

ରାଜ୍ୟସ୍ତରରେ ସମ୍ବର୍ଦ୍ଧିତ ହେଲେ ବିଶିଷ୍ଟ ଅଭିନେତା ଚିନ୍ମୟ ଦାସ ପଟ୍ଟନାୟକ 

ବାରିପଦା : ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପରେ ଓଡିଶାର ପ୍ରତିଷ୍ଠିତ ନାଟ୍ୟସଂସ୍ଥା “ଶତାବ୍ଦୀର କଳାକାର”ର ସୁବର୍ଣ୍ଣ ଜୟନ୍ତୀ ପାଳନ ଅବସରରେ ଆୟୋଜିତ ୨୮ ତମ ଜାତୀୟ କଳିଙ୍ଗ ନାଟ୍ୟ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି I ଉଦଯାପନୀ ସନ୍ଧ୍ୟାରେ ବିଶିଷ୍ଟ ଅଭିନେତା, ନାଟ୍ୟକାର, ନିର୍ଦ୍ଦେଶକ ଓ ସଂଗଠକ ଚିନ୍ମୟ ଦାସ ପଟ୍ଟନାୟକଙ୍କୁ ଉପଢୌକନ, ମାନପତ୍ର, ଟ୍ରଫି ଓ ୫ ହଜାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇ “ରବୀନ୍ଦ୍ର ସମ୍ମାନ” ରେ ସମ୍ମାନିତ କରାଯାଇଛି I ପ୍ରକାଶ ଥାଉକି ମଞ୍ଚ […]

Read More Text.
IMG 20260225 WA0241

ଜିଲ୍ଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି, ଜନ ଆରୋଗ୍ୟ ସମିତି ଏବଂ ମହିଳା ଆରୋଗ୍ୟ ସମିତି ସମ୍ମିଳନୀ

ବାରିପଦା : ଆଜି ଜିଲ୍ଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି, ମହିଳା ଆରୋଗ୍ୟ ସମିତି ଓ ଜନ ଆରୋଗ୍ୟ ସମିତି ସମ୍ମିଳନୀ ଶହୀଦ୍ ସ୍ମୃତି ଭବନ, ବାରିପଦା ଠାରେ ଅନୁଷ୍ଠିତ ହୋଇଛି । ଏହି ସମ୍ମିଳନୀରେ ମୂଖ୍ୟଅତିଥି ଭାବରେ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟ ପ୍ରଦୀପ ପ୍ରଜ୍ଵଳନ କରି ସମ୍ମିଳନୀକୁ ଶୁଭାରମ୍ଭ କରିଥିଲେ । “ସ୍ବାସ୍ଥ୍ୟ ସେବାରେ ଗୋଷ୍ଠୀ ସହଭାଗିତା’ ବିଷୟରେ ଆଲୋଚନା କାଳରେ ଜିଲ୍ଲାପାଳ ଶ୍ରୀ ସୟ୍ ଶିଶୁମାତୃ ମୃତ୍ୟୁହାରକୁ ସର୍ବନିମ୍ନ କରିବାକୁ ଗୁରୁତ୍ୱ ଦେଇଛନ୍ତି […]

Read More Text.
IMG 20260225 WA0251

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଜାତୀୟ ସଚେତନତା ଓ ସମ୍ବେଦୀକରଣ କାର୍ଯ୍ୟକ୍ରମ

ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଭୌତିକ ବିଜ୍ଞାନ ବିଭାଗ ଦ୍ୱାରା ଏକ ଜାତୀୟ ସଚେତନତା ଓ ସମ୍ବେଦୀକରଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଯାଇଛି । ୨୫ରୁ ୨୭ ଫେବୃଆରୀ ୨୦୨୬ ପର୍ଯ୍ୟନ୍ତ ହେଉଥିବା ଭାରତ ସରକାରଙ୍କ ପିଏମ-ଉଷା ଦ୍ୱାରା ପ୍ରାୟୋଜିତ “ଭୌତିକବିଜ୍ଞାନରେ ପ୍ରୟୋଗାଧାରିତ ଓ ସାଦ୍ଧାନ୍ତିକ ଗବେଷଣାର ସମ୍ଭାବନା” ଶୀର୍ଷକ ଏହି କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ପ୍ରମୋଦ କୁମାର ଶତପଥୀ ଅଧ୍ୟକ୍ଷତା କରି ନିଜ ବକ୍ତବ୍ୟରେ ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ଗୁରୁତ୍ୱ ସମ୍ପର୍କରେ […]

Read More Text.
11

‘ପୂଜ୍ୟପୂଜା, ଓଡିଶା’ ଏବଂ ‘ଡ. ସାତକଡ଼ି ହୋତା ସ୍ମୃତି ପରିଷଦ’ ପକ୍ଷରୁ ବିଦ୍ୟାଳୟରେ ଆଧ୍ୟାତ୍ମିକ ଆଲୋଚନାଚକ୍ର

ଭୁବନେଶ୍ବର :  ଆମର ଗୌରବମୟ ସଂସ୍କୃତି, ପରମ୍ପରା ଓ ମହାପୁରୁଷଙ୍କ ଆଦର୍ଶରେ ନୂତନ ପିଢ଼ିକୁ ଅନୁପ୍ରାଣିତ କରିବା ଉଦ୍ଦେଶ୍ୟରେ ଡେଲଟା କଲୋନୀସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଭବ୍ୟ ଶିକ୍ଷାଭିମୁଖୀ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ‘ପୂଜ୍ୟ ପୂଜା, ଓଡିଶା’ ଏବଂ ‘ଡ. ସାତକଡ଼ି ହୋତା ସ୍ମୃତି ପରିଷଦ’ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ପ୍ରଧାନ ଶିକ୍ଷୟତ୍ରୀ ପୁଷ୍ପାଞ୍ଜଳି ବେହେରା ଛାତ୍ରଛାତ୍ରୀଙ୍କୁ ନୈତିକ ଶିକ୍ଷାରେ ଦୀକ୍ଷିତ ହେବାକୁ ପରାମର୍ଶ ଦେଇଥିଲେ। ମୁଖ୍ୟ ବକ୍ତା […]

Read More Text.
Pm modi netanyahu 2 1 1536x864 1 1024x576

ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଦିନ ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ଯାଇ ତେଲ ଅଭିଭରେ ପହଞ୍ଚିଛନ୍ତି। ଇସ୍ରାଏଲୀ ପ୍ରତିନିଧି ବେଞ୍ଜାମିନ ନେତାନ୍ୟାହୁଙ୍କ ନିମନ୍ତ୍ରଣରେ ମୋଦୀ ଇସ୍ରାଏଲ ଯାଇଛନ୍ତି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ତାଙ୍କ ପତ୍ନୀ ସାରା ନେତାନ୍ୟାହୁଙ୍କ ସହିତ ବେନ୍ ଗୁରିଅନ୍ ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ବ୍ୟକ୍ତିଗତ ଭାବରେ ସ୍ୱାଗତ କରିଥିଲେ। ଯାହା ଦୁଇ ନେତାଙ୍କ ମଧ୍ୟରେ ଘନିଷ୍ଠ ବ୍ୟକ୍ତିଗତ ସମ୍ପର୍କକୁ ସ୍ପଷ୍ଟ କରିଥିଲା। ମୋଦୀ ପହଞ୍ଚିବା ପରେ ଦୁଇ ପ୍ରଧାନମନ୍ତ୍ରୀ ପରସ୍ପରକୁ ଆଲିଙ୍ଗନ କରିଥିଲେ। […]

Read More Text.
New delhi

କେରଳ ପରେ ଦିଲ୍ଲୀର ନାମ ପରିବର୍ତ୍ତନ ପାଇଁ ଦାବି

ନୂଆଦିଲ୍ଲୀ : କେରଳର ନାମ ପରିବର୍ତ୍ତନ କରି କେରଳମ୍ କରିବା ପାଇଁ ଅନୁମୋଦନ ପରେ ଏବେ ରାଜଧାନୀ ଦିଲ୍ଲୀର ନାମ ପରିବର୍ତ୍ତନ କରିବାକୁ ଦାବି ହେଉଛି । ବିଜେପି ସାଂସଦ ପ୍ରବୀଣ ଖଣ୍ଡେଲୱାଲ ଏ ସମ୍ପର୍କରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଚିଠି ଲେଖିଛନ୍ତି । ତାଙ୍କ ଚିଠିରେ ଖଣ୍ଡେଲୱାଲ ଦିଲ୍ଲୀର ନାମ ଇନ୍ଦ୍ରପ୍ରସ୍ଥ ରଖିବାକୁ ଶାହଙ୍କୁ ଅନୁରୋଧ କରିଛନ୍ତି । ସାଂସଦ ପ୍ରବୀଣ ଖଣ୍ଡେଲୱାଲ କହିଛନ୍ତି, ଏପରି ପଦକ୍ଷେପ ଭାରତର ରାଜଧାନୀର ଐତିହାସିକ ତଥା ସଭ୍ୟତାଗତ ପରିଚୟକୁ […]

Read More Text.
Murder case 300x169

କୋର୍ଟରେ ସାକ୍ଷୀ ଦେବା ହେଲା କାଳ, ଯୁବକକୁ ପିଟି ପିଟି ମାରିଦେଲେ 

ବାରିପଦା: କୋର୍ଟ ରେ ସାକ୍ଷୀ ଦେବା ହେଲା କାଳ l ଜଣେ ଯୁବକଙ୍କୁ ରାସ୍ତା ଉପରେ ଗୋଡ଼ାଇ ଗୋଡ଼ାଇ ପିଟି ପିଟି ମାରିଦେଲେ ପାଞ୍ଚ ଜଣ ଲୋକ l ଏହିଭଳି ଏକ ଦୁଃଖଦ ଘଟଣା ଘଟିଅଛି ମୟୁରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା ଅନ୍ତର୍ଗତ ଗଡିଗାଁ ଠାରେ l ମୃତ ଯୁବକ ଜଣକ ହେଲେ କାହ୍ନୁ ମଢେଇ l ସୂଚନା ଯୋଗ୍ୟକି ଗତ ନଭେମ୍ବର ମାସରେ ଉଦଳା ଥାନା ଅନ୍ତର୍ଗତ ବିଶିପୁର ଗ୍ରାମରେ ସିଲିଣ୍ଡର ଚୋରୀକୁ ନେଇ ଏକ […]

Read More Text.
IMG 20260224 WA0227

ପ୍ଲେ ବେକ ଚାଲେଞ୍ଜରକୁ ୧୩ ରନରେ ପରାସ୍ତ କଲା ପରି ଚାଲେଞ୍ଜର

ଜାତୀୟ ସ୍ତରୀୟ ଗୋଶାଳା କପ ଦିବାରାତ୍ର କ୍ରିକେଟ ଟୁର୍ଣ୍ଣାମେଣ୍ଟର ୧୦ମ ଦିନ ବାରିପଦା : ସ୍ଥାନୀୟ ତୁଳସୀଚଉରା ଦୁର୍ଗାପୂଜା ପଡିଆରେ ଫ୍ରେଣ୍ଡସ ୟୁନିୟନ ଓ ଶ୍ରୀଦୁର୍ଗା ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଜାତୀୟ ସ୍ତରୀୟ ଗୋଶାଳା କପ ଦିବାରାତ୍ର କ୍ରିକେଟ ଟୁର୍ଣ୍ଣାମେଣ୍ଟର ୧୦ମ ଦିନର ୧ମ ମ୍ୟାଚରେ ପରି ଚାଲେଞ୍ଜର ୧୩ ରନରେ ପ୍ଲେ ବେକ ଚାଲେଞ୍ଜର ଦଳକୁ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ପରି ଦଳ ୧୨ ଓଭରରେ ୭ ଉଇକେଟ ହରାଇ […]

Read More Text.
IMG 20260224 WA0226

ବିଦ୍ୟାଳୟର ଉନ୍ନତି ପାଇଁ ସହଯୋଗର ହାତ ବଢ଼ାଇଲେ ପୂର୍ବତନ ଛାତ୍ରୀ ଓ ସମାଜସେବୀ 

ବାରିପଦା : ଓଡିଶା ସରକାରଙ୍କ ପଞ୍ଚସଖା ଶିକ୍ଷା ସେତୁ ଯୋଜନା ଅନୁଯାୟୀ ବିଦ୍ୟାଳୟର ପୂର୍ବତନ ଛାତ୍ରଛାତ୍ରୀ ତଥା ବଦାନ୍ୟ ବ୍ୟକ୍ତି ଯେତିକି ପରିମାଣର ଅର୍ଥ ଦାନ କରିବେ ତାର ଦୁଇଗୁଣ ସରକାର ପ୍ରଦାନ କରିଥାନ୍ତି I ଏହି ଅର୍ଥ ସାହାଯ୍ୟରେ ବିଦ୍ୟାଳୟର ଉନ୍ନତି ପାଇଁ ବିଭିନ୍ନ ପ୍ରକଳ୍ପ ମାନ କରାଯାଇ ସାକାର କରାଯାଇପାରିବ I ଏହି ଧାରାରେ ତତ୍କାଳୀନ ସରକାରଙ୍କ “ମୋ ସ୍କୁଲ ଅଭିଯାନ” ଯୋଜନାରେ ବାରିପଦା ମୁନିସିପାଲିଟି ଅନ୍ତର୍ଗତ ୧୫ ନଂ ୱାର୍ଡ ସ୍ଥିତ ପୂର୍ଣ୍ଣଚନ୍ଦ୍ରପୁର […]

Read More Text.