ସାମ୍ବାଦିକଙ୍କ ସ୍ୱାଭିମାନ କଲ୍ୟାଣ ଓ ସୁରକ୍ଷା ଦାବିରେ ମୟୁରଭଞ୍ଜ ସାମ୍ବାଦିକ ମିଳିତ ମହାମଞ୍ଚର ଗଣଧାରଣା
ବାରିପଦା: ସାମ୍ବାଦିକମାନଙ୍କ ସ୍ୱାଭିମାନ, ସ୍ୱାର୍ଥ ଓ ସୁରକ୍ଷା ଦାବି ନେଇ ଆଜି ବାରିପଦାସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ବିଶାଳ ଶାନ୍ତିପୂର୍ଣ୍ଣ ଗଣଧାରଣା ଅନୁଷ୍ଠିତ ହୋଇଯାଇଛି. ମୟୂରଭଞ୍ଜ ଜିଲ୍ଲା ସାମ୍ବାଦିକ ମିଳିତ ମହାମଞ୍ଚ ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବା ବେଳେ ଜିଲ୍ଲାର ୪ଟି ଉପଖଣ୍ଡ ଓ ୨୬ଟି ବ୍ଲକରୁ ଶହ ଶହ ସାମ୍ବାଦିକ ଯୋଗଦେଇ ପ୍ରଶାସନ ବିରୋଧରେ ବିଷଦାଗାର ବଖାଣିଛନ୍ତି । ମହାମଞ୍ଚରେ ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ), ଉତ୍କଳ ସାମ୍ବାଦିକ ସଂଘ, ରାଜ୍ୟ ସାମ୍ବାଦିକ […]
Read More Text.