Images

୩୫ଟି ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ହ୍ରାସ

ନୂଆଦିଲ୍ଲୀ : ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ ପ୍ରାଧିକରଣ (ଏନପିପିଏ) ୩୫ଟି ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ହ୍ରାସ କରିଛି। ଏହି ଔଷଧଗୁଡ଼ିକ ଅନେକ ବଡ଼ ଫାର୍ମା କମ୍ପାନୀ ଦ୍ୱାରା ବିକ୍ରି କରାଯାଏ ଏବଂ ଏଥିରେ ଆଣ୍ଟି-ଇନଫ୍ଲେମେଟୋରି, ହୃଦରୋଗ, ଆଣ୍ଟିବାୟୋଟିକ୍, ମଧୁମେହ ଏବଂ ମାନସିକ ରୋଗ ଭଳି ଗୁରୁତ୍ୱପୂର୍ଣ୍ଣ ଔଷଧ ଅନ୍ତର୍ଭୁକ୍ତ। ରାସାୟନିକ ଏବଂ ସାର ମନ୍ତ୍ରଣାଳୟ ଏନପିପିଏର ମୂଲ୍ୟ ନିୟନ୍ତ୍ରଣ ଆଧାରରେ ଏହି ବିଜ୍ଞପ୍ତି ଜାରି କରିଛି। ନୂତନ ମୂଲ୍ୟ ଲାଗୁ ହେବା ପରେ, ଦୀର୍ଘ ସମୟ […]

Read More Text.
Ear

ଭୂକମ୍ପ ଝଟକାରେ ପୁଣି ଥରିଲା ରୁଷ, ସୁନାମୀ ସତର୍କତା ଜାରି

ରୁଷରେ ରବିବାର ପୁଣି ଥରେ ଭୂକମ୍ପ ଅନୁଭୂତ ହୋଇଛି। ରୁଷର କୁରିଲ ଦ୍ଵୀପ ଏବଂ କାମଚାତକାରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ଜର୍ମାନୀ ଭୂବିଜ୍ଞାନ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା କୁରିଲ ଦ୍ଵୀପରେ ୬.୭ ଏବଂ କାମଚାତକାରେ ୬.୮ ରହିଥିଲା। ଭୂକମ୍ପ ଯୋଗୁ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିପାରି ନାହିଁ। ତେବେ ଭୂକମ୍ପ ପରେ ସୁନାମୀ ଆସିବା ନେଇ ସତର୍କତା ଜାରି କରାଯାଇଛି। ଗତ ୩୧ ତାରିଖରେ ରୁଷର […]

Read More Text.
Sfd

ପଥର ଖଣିରେ ଦୁର୍ଘଟଣା; ୬ ଓଡ଼ିଶା ଶ୍ରମିକ ମୃତ

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶର ବାପତଲା ଜିଲ୍ଲାରେ ରବିବାର ଦିନ ଏକ ଗ୍ରାନାଇଟ୍ ଖଣିରେ ଦୁର୍ଘଟଣା ଘଟିଛି। ଯେଉଁଥିରେ ଅତି କମରେ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ, ୬ ଛଅ ଜଣ ଓଡ଼ିଶାର ବାସିନ୍ଦା ବୋଲି ଜଣାପଡ଼ିଛି। ବାଲିକୁରାଭା ନିକଟସ୍ଥ ସତ୍ୟକୃଷ୍ଣ ଗ୍ରାନାଇଟ୍ ଖଣିରେ ପଥରର ଏକ ବଡ଼ ଅଂଶ ଭୁଶୁଡ଼ି ପଡ଼ିବାରୁ ଏହି ଦୁଃଖଦ ଘଟଣା ଘଟିଛି। ପୋଲିସ ଅଧିକାରୀଙ୍କ ଅନୁଯାୟୀ, ପଥର ଧସିବା ସମୟରେ ଘଟଣାସ୍ଥଳରେ ୧୬ […]

Read More Text.
Tej

ତେଜସ୍ବୀ ଯାଦବଙ୍କୁ ନୋଟିସ ପଠାଇଲେ ନିର୍ବାଚନ କମିସନ

ନୂଆଦିଲ୍ଲୀ : ଦୁଇଟି ଭୋଟର ପରିଚୟ ପତ୍ର ନମ୍ବର ମାମଲାରେ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ ବଡ଼ ଅଡ଼ୁଆରେ ଫସି ଯାଇଛନ୍ତି। ନିର୍ବାଚନ କମିସନ ତାଙ୍କୁ ଏହି ମାମଲାରେ ନୋଟିସ ପଠାଇଛନ୍ତି। ଦୁଇଟି ଭୋଟର ପରିଚୟ ପତ୍ର ମାମଲାରେ କମିସନ ତାଙ୍କଠାରୁ ଉତ୍ତର ମାଗିଛନ୍ତି। ତେଜସ୍ୱୀଙ୍କଠାରୁ ଭୋଟର ପରିଚୟ ପତ୍ରର ମୂଳ କପି ମଗାଯାଇଛି। ତେଜସ୍ୱୀ ଯାଦବ ସାମ୍ବାଦିକ ସମ୍ମିଳନୀରେ ଯେଉଁ ପରିଚୟ ପତ୍ର ଦେଖାଇଥିଲେ ତାହା […]

Read More Text.
Cm

ମୁଖ୍ୟମନ୍ତ୍ରୀଙ୍କ ୨ ଦିନିଆ କେନ୍ଦୁଝର ଗସ୍ତ, ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ

କେନ୍ଦୁଝର : କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ।  ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ୨ଦିନିଆ କେନ୍ଦୁଝର ଗସ୍ତ ଆରମ୍ଭ ହୋଇଛି । ଭୁବନେଶ୍ଵରରୁ ବାହାରି ରାଇସୁଆଁ Air Strip ରେ ଦିନ ୧୦ଟା ରେ ମୁଖ୍ୟମନ୍ତ୍ରୀ ପହଞ୍ଚିଛନ୍ତି । ସେଠାରୁ ସଡ଼କ ପଥରେ ଯାଇ Circuit House ରେ ପହଞ୍ଚିଛନ୍ତି । Circuit House ରୁ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଏଠାରେ ୩ଟି ଆମ୍ବୁଲାନସ୍, ମାତାରିଣୀ ନଡ଼ିଆ ସଂଗ୍ରହ ଗାଡ଼ି ଓ ଏକଲ ଶିକ୍ଷା ରଥର […]

Read More Text.
Screenshot 2025 08 03 175154

ମାଓ ବିସ୍ଫୋରଣରେ କାର୍ଯ୍ୟରତ ରେଲୱେ କର୍ମଚାରୀଙ୍କ ମୃତ୍ୟୁ ଘଟଣା; ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:ଓଡ଼ିଶାରେ ନିଜ ଉପସ୍ଥିତି ଜାହିର କରିଛନ୍ତି ମାଓବାଦୀ । ଶହୀଦ ସପ୍ତାହରେ ମାଓବାଦୀମାନେ ଘଟାଇଛନ୍ତି ହିଂସା । ରବିବାର ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ କରି ରେଲଓ୍ବେ ଟ୍ରାକ ଉଡ଼ାଇ ଦେଇଛନ୍ତି। ଏହି ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣରେ ରେଳ କର୍ମଚାରୀ ଇଟୁଆ ଓରାମଙ୍କ ମୃତ୍ୟୁ ଘଟିଛି। କି-ମ୍ୟାନ୍‌ ଇଟିୱା ଓରାମଙ୍କ ମୃତ୍ୟୁ ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାର […]

Read More Text.
Fds

ମୁମ୍ବାଇ ଆଇଆଇଟିର ଆଉ ଜଣେ ଛାତ୍ରଙ୍କ ଆତ୍ମହତ୍ୟା

ମୁମ୍ବାଇ: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ଶୁକ୍ରବାର ଏବଂ ଶନିବାର ମଧ୍ୟରାତ୍ରିରେ ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି। ମୃତ ଛାତ୍ର ଜଣକ ଆଇଆଇଟି ବମ୍ବେରେ ପାଠପଢ଼ୁଥିଲେ ଏବଂ ସେ ହଷ୍ଟେଲର ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମୃତ ଛାତ୍ରଜଣକ ମେଟା ସାଇନ୍ସର ଚତୁର୍ଥ ବର୍ଷରେ ପଢ଼ୁଥିଲେ, ତାଙ୍କର ବୟସ ୨୬ ବର୍ଷ। ଘଟଣାଟି ରାତି ପ୍ରାୟ ୨.୩୦ ସମୟରେ ଘଟିଥିବା ଜଣାପଡ଼ିଛି। ପୋୱାଇ ପୋଲିସର ସୂଚନା ଅନୁଯାୟୀ, ଛାତ୍ର ଜଣକ ହଷ୍ଟେଲର ଛାତରୁ ଡେଇଁ ପଡ଼ିଥିଲେ। ଘଟଣା ପରେ […]

Read More Text.
Nabarangpur

ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା ଅଭିଯୋଗ, ତଦନ୍ତ ଆରମ୍ଭ

ନବରଙ୍ଗପୁର : ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା ଅଭିଯୋଗ ।  ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ଥାନା ଅଞ୍ଚଳରୁ ଆସିଛି ଏପରି ଲୋମଟାଙ୍କୁରା ଅଭିଯୋଗ ।  କାଲି ରାତିରୁ ଯୁବତୀ ଜଣକ ଘର ପାଖ ପଡିଆକୁ ଶୌଚ ଯାଇ ଆଉ ଘରକୁ ଫେରିନଥିଲେ ।  ପରିବାର ଲୋକେ ଖୋଜା ଖୋଜି କରିବା ପରେ ରାତି ସାଢେ ୧୦ଟାରେ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଳେ  । ଯୁବତୀଙ୍କୁ ତୁରନ୍ତ କୋଷାଗୁମୁଡ଼ା ମେଡିକାଲରେ ଭର୍ତ୍ତି କରିଥିଲେ ।  କିନ୍ତୁ ସେଠାରେ […]

Read More Text.
Mixcollage 03 aug 2025 03 43 pm

ସମୁଦ୍ରକୁ ମାଛ ମାରିବାକୁ ଯାଇ ୪ ମତ୍ସ୍ୟଜୀବୀ ନିଖୋଜ ଘଟଣା, ସମସ୍ତେ ସୁରକ୍ଷିତ ଉଦ୍ଧାର

ଭୋଗରାଇ: ସମୁଦ୍ରକୁ ମାଛ ମାରିବାକୁ ଯାଇ ୪ ମତ୍ସ୍ୟଜୀବୀ ନିଖୋଜ ଘଟଣା। ସମସ୍ତଙ୍କୁ ଉଦ୍ଧାର କଲା ପୋଲିସ ।  ଶନିବାର ସକାଳେ ବାଲିଆପାଳ ବ୍ଲକ ଚୌମୁଖ ପଞ୍ଚାୟତ କଙ୍କଡାପାଳ ଗ୍ରାମର ମଧୁସୂଦନ ଗିରି, ଗୋପାଳ ଗିରି, ରବିନ୍ଦ୍ର ଗିରି ଏବଂ ଚୌମୁଖ ଗ୍ରାମର ଜଗନ୍ନାଥ ପାଳ ମାଛ ମାରିବାକୁ ଯାଇ ନିଖୋଜ ହୋଇଯାଇଥିଲେ। ସେମାନଙ୍କୁ ଖୋଜିବା ପାଇଁ ୫ଟି ଟିମ ଗଠନ କରାଯାଇ ସର୍ଚ୍ଚ ଅପେରେସନ ଆରମ୍ଭ କରାଯାଇଥିଲା। ଡ୍ରୋନ ମାଧ୍ୟମରେ ଖୋଜିବା ସହିତ ଲୋକଙ୍କୁ ମଧ୍ୟ ସଚେତନ […]

Read More Text.
Ac

ଶିବ ମନ୍ଦିର ଯିବା ବାଟରେ ବଡ଼ ସଡକ ଦୁର୍ଘଟଣା: ୧୧ ଜଣଙ୍କ ମୃତ୍ୟୁ, ୪ ଜଣ ଗୁରୁତର

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ବଡ଼ ସଡକ ଦୁର୍ଘଟଣା । କେନାଲକୁ ଖସିଲା କାର୍ । ଭାରସାମ୍ୟ ହରାଇ କେନାଲକୁ ଖସି ପଡିଲା ଏସୟୁଭି ଗାଡ଼ି । ଦୁର୍ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ତେବେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ସମସ୍ତ ଶ୍ରଦ୍ଧାଳୁ ଆଗ୍ରାର ସେହା ଗାଁର । ସେମାନେ ଗାଡ଼ିରେ ପୃଥ୍ବୀନାଥ ମନ୍ଦିରକୁ ଦର୍ଶନ ପାଇଁ ଯାଉଥିଲେ । ଶ୍ରାବଣ ସୋମବାରରେ ପାଣି ଢାଳିବାକୁ ଯାଉଥିଲେ । ହେଲେ […]

Read More Text.