ଆଜି ଭୁବନେଶ୍ବରରେ ପହଞ୍ଚିବ ବଳଙ୍ଗା ପୀଡ଼ିତାଙ୍କ ମୃତଦେହ, ଦିଲ୍ଲୀ ଏମ୍ସରେ ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର
ଭୁବନେଶ୍ବର : ଆଜି ଭୁବନେଶ୍ବରରେ ପହଞ୍ଚିବ ବଳଙ୍ଗା ପୀଡ଼ିତାଙ୍କ ମୃତଦେହ । ଦିଲ୍ଲୀ ଏମ୍ସରେ ଶବ ବ୍ୟବଛେଦ ସରିବା ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି। ଭୁବନେଶ୍ବରରେ ମୃତଦେହ ପହଂଚିବା ପରେ ପୀଡିତାଙ୍କ ଗାଁ ବାୟାବର ନୂଆ ଗୋପାଳପୁର ବସ୍ତିକୁ ନିଆଯିବ । ସେଠାରେ ତାଙ୍କୁ କବର ଦିଆଯିବ। ଏଥିପାଇଁ ଗାଁରେ ପ୍ରକ୍ରିୟା ଆରମ୍ଭ ହୋଇଛି। ୧୪ ଦିନର ସଂଘର୍ଷ ପରେ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି ବଳଙ୍ଗା ପୀଡ଼ିତା। ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ସଂଧ୍ୟାରେ […]
Read More Text.