ସ୍କୁଲରେ ପାଠ ପଢ଼ାଇଲେ ଜିଲ୍ଲାପାଳ, ବୁଝିଲେ ସ୍କୁଲ ସମସ୍ୟା
ଯାଜପୁର : ସ୍କୁଲରେ ପାଠ ପଢ଼ାଇଲେ ଜିଲ୍ଲାପାଳ । ବରୀ ବ୍ଲକ ଗସ୍ତ ଅବସରରେ ଏକ ସ୍କୁଲକୁ ଯାଇ ଛାତ୍ର ଛାତ୍ରୀ ମାନଙ୍କୁ ପାଠ ପଢାଇଥିଲେ ନୂତନ ଭାବେ ଯୋଗ ଦେଇଥିବା ଯାଜପୁର ଜିଲ୍ଲାପାଳ ଅମ୍ବର କୁମାର କର । ଜିଲ୍ଲାପାଳ ପ୍ରଥମେ ବରୀ ତହସିଲ କାର୍ଯ୍ୟାଳୟରେ ପହଞ୍ଚି ତହସିଲଦାର ଓ କର୍ମଚାରୀମାନଙ୍କ ସହ ଆଲୋଚନା କରିଥିଲେ । ପରେ ରତଳାଙ୍ଗ ପଞ୍ଚାୟତର ଚିଙ୍ଗୁଡ଼ିଆ ନଦୀରେ ଦୀର୍ଘଦିନ ଧରି ଅର୍ଦ୍ଧ ନିର୍ମିତ ଅବସ୍ଥାରେ ଥିବା ସେତୁ ପରିଦର୍ଶନ କରିଥିଲେ […]
Read More Text.