Nfq15vi rajnath vs rahul 160x120 02 august 25

ରାହୁଲଙ୍କୁ ରାଜନାଥଙ୍କ ଚ୍ୟାଲେଞ୍ଜ୍

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ଏବଂ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ନିର୍ବାଚନ କମିସନଙ୍କ ଉପରେ ‘ଭୋଟ୍ ଚୋରି’ ଅଭିଯୋଗ ଆଣିଥିଲେ । ସଂସଦ ପରିସରରେ ଭାଷଣ ଦେବା ସମୟରେ ସେ କହିଥିଲେ ଯେ, ଆମ ପାଖରେ ଏପରି ପ୍ରମାଣର ପରମାଣୁ ବୋମା ଅଛି, ଯେତେବେଳେ ଏହା ଫୁଟିବ, ନିର୍ବାଚନ କମିସନ ଉଭେଇ ଯିବେ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରାହୁଲ ଗାନ୍ଧୀଙ୍କ ଏହି ମନ୍ତବ୍ୟର ଉପଯୁକ୍ତ ଉତ୍ତର ଦେଇଛନ୍ତି। ସେ ସ୍ପଷ୍ଟ ଭାବରେ କହିଛନ୍ତି […]

Read More Text.
704cdcc0 b054 412d 996c 8a1570aa1b50 1068x493

ମଧ୍ୟାହ୍ନ ଭୋଜନରେ ଝିଟିପିଟି: ସ୍ଥିତି ପରଖିଲେ କଣ୍ଟାବାଞ୍ଜି ବିଧାୟକ

ଟିଟିଲାଗଡ଼: ଟିଟିଲାଗଡ଼ ବଡ଼ତେନ୍ତୁଳୀଖୁଣ୍ଟି ଗାଁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଝିଟିପିଟି ପଡିବା ଘଟଣା ସମ୍ପକରେ ଖବର ପାଇ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଡାକ୍ତରଖାନା ପହଞ୍ଚିଛନ୍ତି । ପୁର୍ବରୁ ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ଲାଇନ ଲାଗି ରେଜିଷ୍ଟ୍ରେସନ କରିବାକୁ କହିଥିବା ଡାକ୍ତରଖାନା କର୍ତ୍ତୃପକ୍ଷ ବିଧାୟକ ଆସୁଥିବା ଖବର ପାଇ ସିଧାସଳଖ ୱାର୍ଡ ରେ ଭର୍ତ୍ତି ପାଇଁ କହିଥିଲେ। ପ୍ରଥମେ ଜଣେ ମାତ୍ର ଡାକ୍ତର ଉପସ୍ଥିତ ଥିବା ବେଳେ ବିଧାୟକଙ୍କ ଗସ୍ତ ଖବର ଶୁଣିବା ପରେ ପୁରା […]

Read More Text.
39

ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗ ; ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦିଗପହଣ୍ଡି ବିଧାୟକ ତଥା ଓଲିଉଡ୍‌ ସୁପରଷ୍ଟାର ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗ ଘଟିଛି। ଏହି ଖବର ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଦ୍ଧାନ୍ତଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏକ୍ସରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି,ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃବିୟୋଗ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ। ଶ୍ରୀ ମହାପାତ୍ରଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ପାର୍ଥିବ ଶରୀରର ଶେଷ ଦର୍ଶନ […]

Read More Text.
Odisha school reopening

ସ୍କୁଲ ପିଲା ଅଣ୍ଡା ନ ଖାଇଲେ ଦିଆଯିବ ଫଳ

ଭୁବନେଶ୍ବର: ରାଜ୍ୟରେ ସରକାରୀ ସ୍କୁଲଗୁଡ଼ିକରେ ପିଲାମାନଙ୍କ ପାଇଁ ଅଣ୍ଡା ଯୋଗାଇ ଦେଉଛନ୍ତି ସରକାର। ହେଲେ ଅନେକ ପିଲା ଅଣ୍ଡା ଖାଉ ନ ଥିବା ନଜର ଆସୁଛି। ତେଣୁ ସରକାର ସେମାନଙ୍କୁ ଅଣ୍ଡା ବଦଳରେ ଫଳ ଯୋଗାଇଦେବାକୁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁସାରେ, ଯେଉଁଦିନ ଛାତ୍ରଛାତ୍ରୀମାନେ ଅଣ୍ଡା ଖାଇବେ ନାହିଁ ସେଦିନ ସେମାନଙ୍କୁ ଫଳ ଦିଆଯିବ। ଶିଶୁ ବାଟିକାଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନଙ୍କ କ୍ଷେତ୍ରରେ ଏହା ଲାଗୁ ହେବ। ଏ ନେଇ ପିଏମ ପୋଷଣ ରାଜ୍ୟ ନୋଡାଲ […]

Read More Text.
Mixcollage 02 aug 2025 05 31 pm 5158

ବ୍ରହ୍ମପୁର ପୁଲିସର ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ସୁନିଲ ନାହାକ ଆହତ

0 ଗୋପାଳପୁର: ଅପରାଧୀ ଧରପଗଡ ସମୟରେ ଗୋଳନ୍ଥରା ପୁଲିସ ଗୁଳିରେ ଗଞ୍ଜାମ ଜିଲ୍ଲାର ମୋଷ୍ଟ ଓ୍ବାଣ୍ଟେଡ ଅପରାଧୀ ସୁନିଲ ନାହକ ଓରଫ ମଲ୍ଲ ଆହତ ହୋଇଛି। ତା’କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତା’ଠାରୁ ପୁଲିସ ଗୋଟିଏ ଦେଶୀ ବନ୍ଧୁକ, ୩ ଗୁଳି, ୨୧ ହଜାର ଟଙ୍କା ଜବତ କରିଛି। ଶନିବାର ସକାଳେ ଗୋଳନ୍ଥରା ଥାନା ଆଇଆଇସି ତଥା ଡିଏସପି ବିବେକାନନ୍ଦ ସ୍ବାଇଁଙ୍କୁ ଏକ ବିଶ୍ବସ୍ତ ସୁତ୍ରରୁ ଖବର ମିଳିଥିଲା ଯେ ଅପରାଧୀ ସୁନୀଲ ପିତାତଳି […]

Read More Text.
Samal cm 1

ପୂର୍ବ ସରକାର ଛତିଶଗଡ଼ ପାଣି ନେଇଗଲା କହିଲେ, ହେଲେ ସମାଧାନ କଲେନି: ମନମୋହନ ସାମଲ

ଭୁବନେଶ୍ବର: ମହାନଦୀକୁ ନେଇ ବର୍ଷ ବର୍ଷ ଧରି ଛତିଶଗଡ଼ ସହିତ ଚାଲିଆସିଥିବା ଜଳବିବାଦର ଏପର୍ଯ୍ୟନ୍ତ ଆପୋସ ସମାଧାନ ହୋଇନାହିଁ। ପୂର୍ବରୁ ଥିବା ବିଜେଡି ସରକାର ଏନେଇ ଛତିଶଗଡ଼ ସହିତ ଅନେକ ଆଲୋଚନା କରିଥିଲେ ବି କୌଣସି ସୁଫଳ ମିଳିନାହିଁ। ଏବେ ମହାନଦୀ ଜଳବିବାଦର ସମାଧାନ ରାଜନୈତିକ ସ୍ତରରେ ହେବ ବୋଲି ସାମ୍ନାକୁ ଆସିଛି। ଆଜି ଟ୍ରିବ୍ୟନାଲରେ ମହାନଦୀ ଜଳବିବାଦକୁ ନେଇ ଦିଲ୍ଲୀରେ ବିଚାର ହେଇଛି। ବିଚାର ପରେ ଆଉ ଏକ ତାରିଖ ଦିଆଯାଇଛି ବୋଲି କହିଛନ୍ତି ବିଜେପି […]

Read More Text.
Debi mishra 300x225 1

ମହାନଦୀ ଜଳବିବାଦ – ମୁଖ୍ୟମନ୍ତ୍ରୀ ଚିଠି ଲେଖିବା ପରେ ବିଜେଡିର ପ୍ରତିକ୍ରିୟା

ଭୁବନେଶ୍ୱର: ମହାନଦୀ ବଞ୍ଚାଅ ଆନ୍ଦୋଳନ ପକ୍ଷରୁ ଗତକାଲି ଜଳବିବାଦର ଆପୋସ ସମାଧାନ ସଂକ୍ରାନ୍ତରେ ଏକ ବୈଠକ ଏବଂ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠିକୁ ନେଇ ବିଜେଡି ଉପସଭାପତି ଦେବୀ ମିଶ୍ର ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି। ବିଜେଡି ଉପସଭାପତି ଶ୍ରୀ ମିଶ୍ର କହିଛନ୍ତି, କେଉଁ ଆଧାରରେ ଆପୋସ ସମାଧାନ କଥା କହୁଛନ୍ତି? ଓଡ଼ିଶାର ସ୍ବାର୍ଥ ପରିପେଖିରେ ଆପୋସ ସମାଧାନ ପାଇଁ କଣ ଲେଖିଛନ୍ତି? କେଉଁ ବିନ୍ଦୁ ଉପରେ ଓଡ଼ିଶା ସରକାର ନିଜର ଆଭିମୁଖ୍ୟ ଜଣାଇଛନ୍ତି? ଏହା ଓଡ଼ିଶା ସ୍ବାର୍ଥ […]

Read More Text.
Pm kisan

ପି.ଏମ୍ କିଷାନ ଯୋଜନା: ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

ଭୁବନେଶ୍ୱର: ଚାଷୀଙ୍କ ମୁହଁରେ ଫୁଟିଲା ହସ। ଆର୍ଥିକ ସହାୟତା ଦେଲେ ସରକାର। ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ପିଏମ କିଷାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ରାଜ୍ୟର ଚାଷୀ ଭାଇଭଉଣୀମାନଙ୍କୁ ପି.ଏମ୍ କିଷାନ ସହାୟତା ରାଶିର ୨୦ତମ କିସ୍ତି ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର […]

Read More Text.
Sagarika nath

‘ଏନ୍‌ଆଇଏ’ର ଏସ୍‌ପି ହେଲେ ସାଗରିକ ନାଥ

ଭୁବନେଶ୍ବର: ସାଗରିକା ନାଥ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)ର ଏସ୍‌ପି ଭାବେ ନିଯୁକ୍ତି ପାଇଛନ୍ତି। ୨୦୧୬ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଭାରତୀୟ ପୁଲିସ ସେବା (ଆଇପିଏସ୍‌) ଅଫିସର ସାଗରିକା ନାଥଙ୍କ ‘ଏନ୍‌ଆଇଏ’ରେ ଏସ୍‌ପି ନିଯୁକ୍ତି ନେଇ ଗୃହ ମନ୍ତ୍ରଣାଳୟର ସଚିବ ସଂଜୀବ କୁମାର ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ଏହା ସ୍ପଷ୍ଟ କରିଛନ୍ତି। ସୂଚନାଯୋଗ୍ୟ, ସାଗରିକାଙ୍କ ମୂଳ ଘର ଢେଙ୍କାନାଳ ଜିଲ୍ଲାରେ। ସେ କୋରାପୁଟ ଜିଲ୍ଲାର ଦାମନଯୋଡ଼ି ଦିଲ୍ଲୀ ପବ୍ଲିକ୍ ସ୍କୁଲ୍‌ରୁ ମାଟ୍ରିକ୍ […]

Read More Text.
9d3a2066 cad9 493c 80b0 3e5dfd132dcc 2025 08 02 17 08 24

‘ମାଲେଗାଓଁ ବିସ୍ଫୋରଣ ମାମଲାରେ ଯୋଗୀ ଓ ମୋଦୀଙ୍କୁ ଫସାଇବାକୁ ଯୋଜନା ହୋଇଥିଲା’

ନୂଆଦିଲ୍ଲୀ: ମାଲେଗାଓଁ ବିସ୍ଫୋରଣ ମାମଲାରେ ନିର୍ଦ୍ଦୋଷ ସାବ୍ୟସ୍ତ ହେବା ପରେ, ପୂର୍ବତନ ବିଜେପି ସାଂସଦ ପ୍ରଜ୍ଞା ଠାକୁର ତଦନ୍ତକାରୀ ଅଧିକାରୀଙ୍କ ବିରୁଦ୍ଧରେ ଏକ ବଡ଼ ଅଭିଯୋଗ ଆଣିଛନ୍ତି। ସେ ଦାବି କରିଛନ୍ତି ଯେ ମାମଲାର ତଦନ୍ତ କରୁଥିବା ଅଧିକାରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଆରଏସଏସ ମୁଖ୍ୟ ମୋହନ ଭାଗବତ ଏବଂ ଅନ୍ୟମାନଙ୍କ ନାମ ନେବା ପାଇଁ ତାଙ୍କ ଉପରେ ଚାପ ପକାଇବାକୁ ଚେଷ୍ଟା କରିଥିଲେ। ଗୁରୁବାର (୩୧ ଜୁଲାଇ ୨୦୨୫) […]

Read More Text.