2 183 1754056460763

ସିଏମସି ଯୁଗ୍ମ କମିସନରଙ୍କ ସମେତ ୩୦ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ପ୍ରସଙ୍ଗ, ମେୟର କହିଲେ- ଏହା ଆରମ୍ଭ ମାତ୍ର

କଟକ: ବିଳମ୍ବରେ ଅଫିସ ଆସିବା ଓ ସରକାରୀ କାର୍ଯ୍ୟରେ ଅବହେଳା ଅଭିଯୋଗରେ ସିଏମସି ଯୁଗ୍ମ କମିସନରଙ୍କ ସମେତ ୩୦ କର୍ମଚାରୀଙ୍କ ଉପରେ ଆକ୍ସନ ହୋଇଛି। ନୂଆ କମିସନର କିରନଦୀପ କୌର ସହୋତା ଜଣେ ଯୁଗ୍ମ କମିସନର ଏବଂ ୩୦ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଯାହା ଏବେ କଟକ ମହନଗର ନିଗମରେ ଆଲୋଡ଼ନ ସୃଷ୍ଟି କରିଛି। ତେବେ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି କଟକ ମେୟର ସୁବାସ ସିଂହ। ସେ କହିଛନ୍ତି ‘‘ଏହା ଆରମ୍ଭ ମାତ୍ର, […]

Read More Text.
Cabinate

୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

ଭୁବନେଶ୍ୱର : ୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ।  ଜଳସେଚନ ବିଭାଗର ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ କ୍ୟାବିନେଟ ଅନୁମୋଦନ ।  ୩୫୨୯ ଆଡ଼ିବନ୍ଧ ପୁନରୁଦ୍ଧାର କରାଯିବ ।  ୨୦୨୫-୨୦୨୬ ରୁ ୨୦୨୯-୩୦ ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନା ବ୍ୟୟ ହେବ ହେବ ୨ ହଜାର ୭୩୮ କୋଟି ଟଙ୍କା ।  ୫୭ ହଜାର ୫୨୫ ୫୦୦ ହେକ୍ଟର ଜମିକୁ ଜଳସେଚନ ସୁବିଧା ସହ ୪୧ ହଜାର ୭୨୫ ହେକ୍ଟର ଜମିକୁ ପୁନଃ ବ୍ୟବସ୍ଥା କରାଯିବ । ଓଡ଼ିଶା […]

Read More Text.
Fwer

୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

ଭୁବନେଶ୍ୱର : ଆସନ୍ତା ବିଧାନସଭା ଅଧିବେଶନ ଘେରାଉ କରିବେ କେବଳ ମହିଳା । ପ୍ରାୟ ୨୦ ହଜାର ମହିଳା ଏକତ୍ରିତ ହୋଇ ବିଧାନସଭା ସମ୍ମୁଖରେ ନିଜର ସୁରକ୍ଷା, ସ୍ୱାଭିମାନ ଓ ଅଧିକାର ସରକାରଙ୍କ ସମ୍ମୁଖରେ ଉପସ୍ଥାପନ କରିବେ । କଂଗ୍ରେସ ଏହି ବିଧାନସଭା ଘେରାଉର ନେତୃତ୍ୱ ନେବ । ଏଥିରେ କୌଣସି ପୁରୁଷ ଯୋଗ ଦେବେ ନାହିଁ କେବଳ ମହିଳାମାନେ ଏହାର ନେତୃତ୍ୱ ନେବେ । ଏହି ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତଚରଣ ଦାସ । […]

Read More Text.
Sdf

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର: 12th ଫେଲ୍ ଶ୍ରେଷ୍ଠ ଫିଚର ଫିଲ୍ମ, ଶାହରୁଖ ଖାନ ଶ୍ରେଷ୍ଠ ଅଭିନେତା

ନୂଆଦିଲ୍ଲୀ: ୨୦୨୩ ପାଇଁ ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର । ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ଯେଉଁଥିରେ ବଲିଉଡ୍ ବାଦଶାହା ଅଭିନେତା ଶାହରୁଖ ଖାନଙ୍କୁ ମିଳିଛି ଶ୍ରେଷ୍ଠ ଅଭିନେତା ପୁରସ୍କାର । ‘ଯଓ୍ୱାନ’ ଫିଲ୍ମ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିଛି । ସେହିପରି ‘ଟୁଓ୍ୱେଲଥ୍ ଫେଲ୍’ ଫିଲ୍ମ ପାଇଁ ବିକ୍ରାନ୍ତ ମାସିଙ୍କୁ ଶ୍ରେଷ୍ଠ ଅଭିନେତା ଭାବେ ଘୋଷଣା କରାଯାଇଛି । ରାଣୀ ମୁଖାର୍ଜୀଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ଘୋଷଣା ହୋଇଛି […]

Read More Text.
Image 2025 08 01t191138.534

୧୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ଜଣେ ଗିରଫ

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ଅଞ୍ଚଳରୁ ୧୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ ହୋଇଛି । ବରାଳ ଗ୍ରାମ ନିକଟରେ ଥିବା ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରୁ ଜବତ ହୋଇଛି ୧୨୨ ଗ୍ରାମର ବ୍ରାଉନ ସୁଗାର ।‌ ଅବକାରୀ ବିଭାଗ ଚଢାଉ କରି ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଉଛି ବରାଳ ଗ୍ରାମର ସୂର୍ଯ୍ୟକାନ୍ତ ମହାପାତ୍ର । ସୂଚନା ଅନୁଯାୟୀ ସୂର୍ଯ୍ୟକାନ୍ତ ଅଭିଯୁକ୍ତ ସୂର୍ଯ୍ୟକାନ୍ତ ବ୍ରାଉନ […]

Read More Text.
Gxrfhg8aiaar4yr 2025 08 01 19 38

କାନପୁର ନିକଟରେ ସାବରମତୀ ଜନସାଧରଣ ଏକ୍ସପ୍ରେସ୍ ଲାଇନଚ୍ୟୁତ

କାନପୁର : ଉତ୍ତରପ୍ରଦେଶର କାନପୁର ନିକଟରେ ସାବରମତୀ ଜନସାଧରଣ ଏକ୍ସପ୍ରେସ୍ (ଟ୍ରେନ୍ ନମ୍ବର ୧୫୨୬୯) ଲାଇନଚ୍ୟୁତ ହୋଇଛି। ପନକି ଷ୍ଟେସନରୁ ଭାବପୁର ଅଭିମୁଖେ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଲାଇନ ନମ୍ବର-୪ରେ ପ୍ରବେଶ କରିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ବର୍ତ୍ତମାନସୁଦ୍ଧା କୌଣସି ଜୀବନ କିମ୍ବା ସମ୍ପତ୍ତି କ୍ଷତିର ରିପୋର୍ଟ ହସ୍ତଗତ ହୋଇନାହିଁ । ଟ୍ରେନରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି ବୋଲି କୁହାଯାଉଛି। ରେଳ ପ୍ରଶାସନ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି ଏବଂ ରିଲିଫ୍ […]

Read More Text.
Mission sakti

ଲୋୟର ପିଏମଜିରେ ଗର୍ଜିଲେ ମିଶନ ଶକ୍ତି ସଦସ୍ୟା, ପାଞ୍ଚ ଦଫା ଦାବି ନେଇ ରାଜରାସ୍ତାରେ

ଭୁବନେଶ୍ବର : ଭୁବନେଶ୍ବରର ଲୋୟର ପିଏମଜିରେ ଗର୍ଜିଲେ ମିଶନ ଶକ୍ତି ସଦସ୍ୟା । ରାଜ୍ୟ ସରକାରଙ୍କ ମିଶନ ଶକ୍ତି ଅଧୀନରେ କାର୍ଯ୍ୟରତ କ୍ଲଷ୍ଟର ରିସୋର୍ସ ପର୍ସନ ଫର କମ୍ୟୁନିଟି ମୋବିଲାଇଜେନସ ବା ସିଆରପି-ସିଏମ୍ ପକ୍ଷରୁ ବିକ୍ଷୋଭ। ପାଞ୍ଚ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଛି ଅଲ ଓଡ଼ିଶା ସିଆରପି-ସିଏମ ସଂଘ । ଏଥିରେ ଶହ ଶହ ମହିଳା କର୍ମଚାରୀ ସାମିଲ ହୋଇଛନ୍ତି । ସିଆରପି-ସିଏମଙ୍କ ଇନସେନଟିଭ ବନ୍ଦ କରାଯାଇ ମାସିକ ବେତନ ଦଶ ହଜାର ଟଙ୍କା କରାଯାଉ । […]

Read More Text.
Election commission 9f

ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ

ସେପ୍ଟେମ୍ବର ୯ତାରିଖରେ ହେବ ଉପରାଷ୍ଟ୍ରପତି ନିର୍ବାଚନ । ଏନେଇ ଆଜି ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଏନେଇ ଅଗଷ୍ଟ ୭ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ଅଗଷ୍ଟ ୨୧ ପର୍ଯ୍ୟନ୍ତ ନାମାକଙ୍କନ ଦାଖଲ କରି ପାରିବେ । ଏହାପରେ ୨୨ରେ ଯାଞ୍ଚ ହେବ । ଅଗଷ୍ଟ ୨୫ରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି । ସେପ୍ଟେମ୍ବର ୯ତାରିଖ ଦିନ ସକାଳ ୧୦ଟାରୁ ସନ୍ଧ୍ୟା ୫ଟାରୁ ଭୋଟ୍‍ ଗ୍ରହଣ କରାଯିବ । ଉପରାଷ୍ଟ୍ରପତି ପଦରୁ […]

Read More Text.
Wrerwe

‘ମୁଁ ଅତୁଲ ସୁବାଷ ନୁହେଁ, ଶେଷ ପର୍ଯ୍ୟନ୍ତ ଲଢ଼େଇ କରିବି’

ଭୁବନେଶ୍ୱର: ପତ୍ନୀ ଅର୍ଚ୍ଚନା ଦାସଙ୍କ ଅଭିଯୋଗ ପରେ ଥାନାରେ ହାଜର ହେଲେ OAS ସାର୍ଥକ ସୌରଭ ମହାପାତ୍ର । ମହିଳା ଥାନାରୁ ବାହାରିବା ପରେ ମୁହଁ ଖୋଲିଲେ ସାର୍ଥକ । ସେ ତାଙ୍କ ସ୍ତ୍ରୀ ଅର୍ଚ୍ଚନା ଦାସଙ୍କ ସମସ୍ତ ଅଭିଯୋଗକୁ ଖଣ୍ଡନ କରିଛନ୍ତି । ସେ କହିଛନ୍ତି, ଅର୍ଚ୍ଚନା ଯାହା ଅଭିଯୋଗ ଆଣିଛନ୍ତି ତାହା ସମ୍ପୂର୍ଣ୍ଣ ମିଥ୍ୟା । ଛୁଆ ଜନ୍ମବେଳେ ହସ୍ପିଟାଲରେ ୩ ଦିନ ରହି ସବୁ ସେବା କରିଛି । ସେ ଆହୁରି କହିଛନ୍ତି, […]

Read More Text.
Sugar mill1

ଖୋଲିବ ବଡ଼ମ୍ବା ଚିନିକଳ ! କେନ୍ଦ୍ରୀୟ ଟିମ-ଜିଲ୍ଲା ପ୍ରଶାସନ ଆଲୋଚନା

କଟକ : ବଡ଼ମ୍ବା ଚିନିକଳ ଖୋଲିବା ନେଇ ଆଶା ଉଜ୍ଜୀବିତ ହୋଇଛି । ଏହା କହିଛନ୍ତି କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାଏବ ସିନ୍ଦେ। ଗତକାଲି କେନ୍ଦ୍ରୀୟ ଟିମ ବଡ଼ମ୍ବାରେ ସୁଗାର ମିଲ ବୁଲି ଜିଲ୍ଲା ପ୍ରଶାସନ ଓ ଜନ ପ୍ରତିନିଧିଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି। ବିଶେଷକରି ଜଳ ସେଚନ ସୁବିଧା, ବିଦ୍ୟୁତ ଯୋଗାଣ, ଶ୍ରମ ସମସ୍ୟା ଆଦି ପ୍ରସଙ୍ଗରେ ଆଲୋଚନା ହୋଇଛି ।  ଜିଲ୍ଲା ପ୍ରଶାସନ ସବୁ ସହଯୋଗ ଯୋଗାଇ ଦେବ ବୋଲି ପ୍ରତିଶ୍ରୁତି ଦିଆଯାଇଥିବା […]

Read More Text.