ରାଇରଙ୍ଗପୁର, ଜାମଦା ଓ ବହଳଦାରେ ଭୋଟର ସଚେତନତା ଶିବିର
ବାରିପଦା : ମୟୁରଭଞ୍ଜ ଜିଲ୍ଲା ବାମନଘାଟୀ ଉପଖଣ୍ଡ ଅଧିନସ୍ଥ ବିଭିନ୍ନ ବ୍ଲକରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକରେ ଇଲେକ୍ଟ୍ରୋରାଲ ଲିଟେରାସି କ୍ଲବ୍ ପକ୍ଷରୁ ଭୋଟର, ସଚେତନତା ଶିବିର ଅନୁଷ୍ଠିତ ହେଉଛି। ଭାରତର ନିର୍ବାଚନ ଆୟୋଗଙ୍କ ମାର୍ଗଦର୍ଶନରେ ଉକ୍ତ ଫ୍ଲାଗସିପ କାର୍ଯ୍ୟକ୍ରମର ମୁଖ୍ୟ ଉଦେଶ୍ୟ ହେଉଛି ଭୋଟର ସଚେତନତା ସୃଷ୍ଟି, ଭୋଟର ତାଲିକାରେ ନାମ ପଞ୍ଜିକରଣ ବୃଦ୍ଧି କରିବା ଏବଂ ନିର୍ବାଚନ ପ୍ରକ୍ରିୟାରେ ସମସ୍ତ ଯୋଗ୍ୟ ଭୋଟରଙ୍କୁ ଅଂଶ ଗ୍ରହଣ କରିବା ପାଇଁ ଉତ୍ସାହିତ କରିବା। ଏହି […]
Read More Text.