Mixcollage 30 jul 2025 01 38 pm

୨ ଆଇପିଏସଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର: ମହାନିର୍ଦ୍ଦେଶକ (ଡିଜି) କିମ୍ବା ସେହି ସମକକ୍ଷ ପଦରେ କେନ୍ଦ୍ରୀୟ ଡେପୁଟେସନ ପାଇଁ ଓଡ଼ିଶା କ୍ୟାଡରର ଦୁଇ ବରିଷ୍ଠ ଆଇପିଏସ ଅଫିସର ଆର ପି କୋଚେ ଏବଂ ଯଶୱନ୍ତ ଜେଠୱାଙ୍କୁ ତାଲିକାଭୁକ୍ତ କରାଯାଇଛି। ୧୯୯୩ ବ୍ୟାଚର ଅଧିକାରୀ ଆର ପି କୋଚେ ବର୍ତ୍ତମାନ ଡାଇରେକ୍ଟର ଅଫ ଇଣ୍ଟେଲିଜେନ୍ସ ଭାବରେ କାର୍ଯ୍ୟରତ ଅଛନ୍ତି।ସେ ସମ୍ବେଦନଶୀଳ ଗୁଇନ୍ଦା ମାମଲାରେ ଜରୁରୀ ସମୟରେ ନିଜର କାର୍ଯ୍ୟକ୍ଷମ ଅନ୍ତର୍ଦୃଷ୍ଟି ଏବଂ ନେତୃତ୍ୱ ପାଇଁ ପରିଚିତ। ଅପରପକ୍ଷରେ ୧୯୯୪ ବ୍ୟାଚର ଆଇପିଏସ ଅଧିକାରୀ ଯଶୱନ୍ତ ଜେଠୱା ବର୍ତ୍ତମାନ ଭିଜିଲାନ୍ସ ନିର୍ଦ୍ଦେଶକ […]

Read More Text.
Jp

୨୨ଏପ୍ରିଲ ପହଲଗାମ ଆକ୍ରମଣର ୨୨ମିନିଟରେ ପ୍ରତିଶୋଧ ନେଇଥିଲା ଭାରତ: ଜେପି ନଡ୍ଡା

ନୂଆଦିଲ୍ଲୀ: ରାଜ୍ୟସଭାରେ ‘ଅପରେସନ ସିନ୍ଦୂର’କୁ ନେଇ ଚର୍ଚ୍ଚା ସମୟରେ କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା କଂଗ୍ରେସକୁ ସିଧାସଳଖ ଭାବେ ଟାଗେର୍ଟ କରି କଟାକ୍ଷ କରିଥିଲେ। ଜେପି ନଡ୍ଡା ରାଜ୍ୟସଭାରେ ଦେଇଥିବା ଭାଷଣରେ କହିଛନ୍ତି, ‘୨୦୧୪ରେ ମୋଦୀ ସରକାର ଆସିବା ପରେ ଅମାବାସ୍ୟା ହଟିଲା ଆମେ ପୂର୍ଣ୍ଣିମା ଅଭିମୁଖେ ଆଗେଇଲୁ। ୨୦୧୪ ପରେ ଜମ୍ମୁ କଶ୍ମୀରକୁ ଛାଡ଼ିଦେଲେ ଦେଶରେ ଆତଙ୍କବାଦୀ ଆକ୍ରମଣ ବନ୍ଦ ହୋଇଗଲା। ନାଗରିକ ଓ ଯବାନଙ୍କୁ କରାଯାଉଥିବା ହତ୍ୟା ମଧ୍ୟ ହ୍ରାସ ପାଇଲା। ପୂର୍ବ ସରକାର ଥିବା […]

Read More Text.
Labour 1

ସରୁନି ଦାଦନ ଦୁଃଖ, ଭିଡିଓ ଜାରି କରି ଉଦ୍ଧାର ପାଇଁ କଲେ ନିବେଦନ

କେନ୍ଦ୍ରାପଡା: ଅଭାବ ଅନଟନ ଦୁଃଖରେ ଚାଲିଥିଲା ଜୀବନ । କିନ୍ତୁ ଅଭାବରେ ଜୀବନ କାଟିବା ମୁସ୍କିଲ ହୋଇପଡ଼ିଲା । ତେଣୁ ଘରେ ବାପା ମା’ ସ୍ତ୍ରୀ ପେଟରେ ଦି ମୁଠା ଦାନା ଯୋଗାଇବା ପାଇଁ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇଥିଲେ । ହେଲେ ଏବେ ସେଠାରୁ ଫେରିବା ପାଇଁ ଭିଡିଓ ମାଧ୍ୟମରେ ସହାୟତା ପାଇଁ ନିବେଦନ କରିଛନ୍ତି । ଘରୁ ଗୋଡ଼ କାଢ଼ି ବାହାର ରାଜ୍ୟକୁ ଯାଇଥିଲେ ସତ କିନ୍ତୁ ପରିସ୍ଥିତି ଏପରି ହୋଇପଡ଼ିଲା ଯେ ନା […]

Read More Text.
Shama parvin 1068x601

ଇନଷ୍ଟ୍ରାଗ୍ରାମରେ ଯୁବକଙ୍କୁ ପ୍ରଲୋଭିତ କରି ଆତଙ୍କୀ ବନାଉଥିଲେ ମହିଳା, ବାନ୍ଧିଲା ଏଟିଏସ

ଇନଷ୍ଟାଗ୍ରାମରେ ଆଇଡି ଖୋଲି ଯୁବକମାନଙ୍କୁ ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା। ଅର୍ଥ ଲୋଭ ଦେଖାଇ ଆତଙ୍କବାଦୀ ସଂଗଠନରେ ସାମିଲ କରାଉଥିଲେ। ବର୍ଷ ବର୍ଷ ଧରି ଏପରି କାର୍ଯ୍ୟ କରିଆସୁଥିବା ଝାଡ଼ଖଣ୍ଡର ଜଣେ ମହିଳା ଆତଙ୍କବାଦୀଙ୍କୁ ବେଙ୍ଗାଲୁରୁରୁ ଗିରଫ କରିଛି ଗୁଜରାଟ ଏଟିଏସ(ଆତଙ୍କବାଦୀ ନିରୋଧୀ ସ୍କ୍ଵାଡ)। ଏହି ମହିଳା ଆତଙ୍କୀ ନାଁ ହେଉଛି ଶମା ପରବିନ। ସେ ଅଲକାଏତା ଆତଙ୍କବାଦୀ ସଂଗଠନର ଏକ୍ୟୁଆଇଏସ ବା ଅଲକାଏଦା ଇନ ଇଣ୍ଡିଆନ ସବକଣ୍ଟିନେଣ୍ଟ ଶାଖା ପାଇଁ କାର୍ଯ୍ୟ କରୁଥିଲା। ୩୦ […]

Read More Text.
C m mohan majhi

ବନ୍ୟାରେ ପ୍ରଭାବିତ ଲୋକଙ୍କୁ ୭ ଦିନ ମିଳିବ ରନ୍ଧା ଖାଦ୍ୟ, ରିପୋର୍ଟ ଆସିବା ପରେ ମିଳିବ କ୍ଷତିପୂରଣ

ଭୁବନେଶ୍ୱର : ବନ୍ୟା ପ୍ରଭାବିତ ଅଞ୍ଚଳ ଆକାଶମାର୍ଗରୁ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ଯାଜପୁର, ବାଲେଶ୍ବର, ଭଦ୍ରକ, କେନ୍ଦୁଝର ଜିଲ୍ଲାର ବନ୍ୟାଞ୍ଚଳ ବୁଲି କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି ।  ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲା ବିଶେଷ ଭାବେ ପ୍ରଭାବିତ ହୋଇଛି।  ୩ଟି ଜିଲ୍ଲାର ୮ ବ୍ଲକ ପ୍ରଭାବିତ ହୋଇଛି। ବାଲେଶ୍ବର ଜିଲ୍ଲାର ବସ୍ତା, ବାଲିଆପାଳ, ଭୋଗରାଇ ଓ ଜଳେଶ୍ବର ଅଞ୍ଚଳ , ଭଦ୍ରକ ଜିଲ୍ଲାର ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକ ପ୍ରଭାବିତ ହୋଇଛି।  […]

Read More Text.
Image 2025 07 30t130526.289

ଶିଶୁଭବନର ବିରଳ ସଫଳତା: ବିନା ଅସ୍ତ୍ରୋପଚାରରେ ଶିଶୁର ଶ୍ବାସନଳୀରୁ ବାହାରିଲା ଲୁହା କଣ୍ଟା

କଟକ: ଶିଶୁଭବନ ଡାକ୍ତରୀ ଟିମ୍ ବିରଳ ସଫଳତା ହାସଲ କରିଛନ୍ତି । ବିନା କୌଣସି ଅସ୍ତ୍ରୋପଚାରରେ ବ୍ରୋଙ୍କୋସ୍କୋପି ବ୍ୟବହାର କରି ବିନା କୌଣସି ଅସ୍ତ୍ରୋପଚାରରେ ବ୍ରୋଙ୍କୋସ୍କୋପି ବ୍ୟବହାର କରି ଶିଶୁଭବନ ଡାକ୍ତରୀ ଟିମ୍ ଏକ ଶିଶୁର ଶ୍ବାସନଳୀରୁ କଳଙ୍କି ଲଗା ଏକ ଦେଢ଼ ଇଞ୍ଚ ଲମ୍ବା କଣ୍ଟାକୁ କାଢିଛନ୍ତି । ଶିଶୁଟି ଏବେ ସୁସ୍ଥ ଥିବା ବେଳେ ଜୀବନ ପ୍ରତି କୌଣସି ବିପଦ ନ ଥିବା ଡାକ୍ତରୀ ଟିମ୍ ପକ୍ଷରୁ କୁହାଯାଇଛି । ସୂଚନାଯୋଗ୍ୟ, ଯାଜପୁରଜିଲ୍ଲା କାଳିଆପାଣି […]

Read More Text.
Sun

ଭୟଙ୍କର ଭୂକମ୍ପ ପରେ ସୁନାମୀ ଆତଙ୍କ

ନୂଆଦିଲ୍ଲୀ: ରୁଷରେ ଶକ୍ତିଶାଳୀ ଭୂକମ୍ପ ପରେ ଏବେ ସୁନାମୀର ଆତଙ୍କ । ଭୟଙ୍କର ଭୂକମ୍ପରେ ରୁଷ ଥରହର ହେବା ପରେ ଏବେ ସୁନାମୀ ମାଡ଼ି ଆସିବା ନେଇ ଆଲର୍ଟ ଜାରି କରାଯାଇଥିବା ବେଳେ ସମୁଦ୍ରରୁ ବିରାଟ ବିରାଟ ଜୁଆର ସ୍ଥଳ ଭାଗକୁ ମାଡ଼ି ଆସୁଥିବା ଦେଖିବାକୁ ମିଳିଛି । ଭୂମିକମ୍ପର କେନ୍ଦ୍ରସ୍ଥଳ ସମୁଦ୍ର ଗର୍ଭରେ ସୃଷ୍ଟି ହୋଇଥିବାରୁ ଭୟଙ୍କର ସୁନାମୀର ଆଶଙ୍କା କରାଯାଉଛି । ରୁଷର କାମଚାଟକ ଉପକୂଳକୁ ମାଡ଼ି ଆସୁଛି ୧୩ ଫୁଟ ଉଚ୍ଚର ବଡ଼ […]

Read More Text.
Recent photo 1751563482

ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କାର୍ଡ ଦେଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ

ଭୁବନେଶ୍ୱର : ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କାର୍ଡ ଦେଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ।  ନୂଆ ଫର୍ମାଟରେ ମଗାଯାଇଥିବା ସମସ୍ତ ତଥ୍ୟ ରିପୋର୍ଟ କାର୍ଡରେ ରହିଛି । ସମବାୟ, ହସ୍ତଶିଳ୍ପ ବିଭାଗର ବର୍ଷକରେ ହାତକୁ ନିଆଯାଇଥିବା ଓ କାର୍ଯ୍ୟକାରୀ ହୋଇଥିବା ସମସ୍ତ କାର୍ଯ୍ୟକ୍ରମ ତଥ୍ୟ ରିପୋର୍ଟ କାର୍ଡରେ ରହିଛି ।  ସୋସିଆଲ ମିଡିଆ ରିପୋର୍ଟ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଦିଆଯାଇଛି ।  ଗତ ୧୩ ମାସ ମଧ୍ୟରେ ଦୁଇଥର ରିପୋର୍ଟ ଦେଇଛନ୍ତି ମନ୍ତ୍ରୀ ।

Read More Text.
Image 2025 07 30t101954.898

ଭୁବନେଶ୍ୱରରେ ଅନୁଷ୍ଠିତ ହେବ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟି ଅଧ୍ୟକ୍ଷ ସମ୍ମିଳନୀ

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ମାସ ୨୯ ଓ ୩୦ ତାରିଖରେ ଭୁବନେଶ୍ୱରଠାରେ ପାର୍ଲାମେଣ୍ଟ/ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷଙ୍କ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଉପବାଚସ୍ପତି ଭାବନୀଶଙ୍କର ଭୋଇ, ସଂସଦୀୟ ବ୍ୟାପାର ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ମୁଖ୍ୟ ସଚେତକ ସରୋଜ ପ୍ରଧାନ ପ୍ରମୁଖ […]

Read More Text.
Lv64o4ns s jaishankar pti 625x30

ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଲେ ଜୟଶଙ୍କର: ସିନ୍ଧୁ ଜଳ ଚୁକ୍ତି ସ୍ଥଗିତ ରହିବ

ବର୍ତ୍ତମାନ ପରିସ୍ଥିତିରେ କୌଣସି ପ୍ରକାରେ  ପାକିସ୍ତାନ ସହିତ ସିନ୍ଧୁ ଜଳ ରାଜିନାମା ନେଇ ଆଲୋଚନା ହେବାର ନାହିଁ। ଏହାକୁ ସ୍ଥଗିତ ରଖାଯିବ ବୋଲି କହିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସଂସଦରେ ମନ୍ତବ୍ୟ ଦେଇ ଜଳ ଏବଂ ରକ୍ତ ଏକାଠି ବହିବ ନାହିଁ ବୋଲି ଜୟଶଙ୍କର କହିବା ସହିତ ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଇଛନ୍ତି। ସିନ୍ଧୁ ଜଳ ରାଜିନାମା ପୁନର୍ବାର କାର୍ଯ୍ୟକାରୀ କରିବାକୁ ପାକିସ୍ତାନ ଅନ୍ତର୍ଜାତୀୟ ସ୍ତରରେ ବହୁ ଉଦ୍ୟମ କରୁଥିବାବେଳେ ତାହାକୁ ଭାରତ ନିଷ୍ଫଳ କରିଦେଇଛି। […]

Read More Text.