କଲେରା ବ୍ୟାପିବା ପ୍ରସଙ୍ଗ: ମେଡିକାଲ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍
ଯାଜପୁର: ଯାଜପୁର ଜିଲ୍ଲାରେ କଲେରା ବ୍ୟାପିବା ପ୍ରସଙ୍ଗରେ ଧର୍ମଶାଳା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଧିକାରୀ ଡାକ୍ତର ସୁଧୀର କୁମାର ସାହୁଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। କଲେରା ପରିଚାଳନା ସମୟରେ ସେ ସଠିକ୍ ନିରୀକ୍ଷଣ କରିନଥିଲେ ବୋଲି ନୋଟିସରେ ଉଲ୍ଲେଖ କରାଯାଇଛି। ସ୍ୱାସ୍ଥ୍ୟ ସଚିବ ଓ ସ୍ୱତନ୍ତ୍ର ସଚିବଙ୍କ ଯାଜପୁର ଗସ୍ତ ସମୟରେ ଅବହେଳା ନେଇ ଅନୁଭବ କରିଥିଲେ, ଯେଉଁଥି ପାଇଁ ଜନସ୍ୱାସ୍ଥ୍ୟ ସେବା ବିଗିଡ଼ିଥିଲା। ଗତ ୨୪ ତାରିଖରେ କାର୍ଯ୍ୟରେ ଅବହେଳା ପାଇଁ […]
Read More Text.