ଆମେରିକା ଉପରାଷ୍ଟ୍ରପତିଙ୍କ ଘର ଉପରେ ଆକ୍ରମଣ
ଆମେରିକା : ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସଙ୍କ ଘର ଉପରେ ଆକ୍ରମଣ । ଘଟଣାରେ ସୁରକ୍ଷାକର୍ମୀ ଜଣେ ସନ୍ଦିଗ୍ଧକୁ ଗିରଫ କରିଛନ୍ତି । ଆକ୍ରମଣ ଫଳରେ ଉପରାଷ୍ଟ୍ରପତିଙ୍କ ଘରର ଝରକା ସବୁ ଭାଙ୍ଗିଯାଇଥିବା ଭିଡିଓରେ ନଜର ଆସିଛି । ଆକ୍ରମଣ ପରେ ୟୁଏସ୍ ସିକ୍ରେଟ ସର୍ଭିସ ଏଜେଣ୍ଟ ଇଷ୍ଟ ୱାଲନଟ ହିଲ୍ସ ସ୍ଥିତ ତାଙ୍କ ବାସଭବନରେ ପହଞ୍ଚି ଜଣେ ସନ୍ଦିଗ୍ଧକୁ ଗିରଫ କରିଛନ୍ତି । ତେବେ ଏନେଇ କୌଣସି ଅଫିସିଆଲ ସୂଚନା ମିଳିନାହିଁ । ଖବର ମୁତାବକ, ପ୍ରାରମ୍ଭିକ […]
Read More Text.