Photo for the news of sikhya parisda baithak

ଭାରତୀୟ ଶିକ୍ଷା ପରିଷଦ ପକ୍ଷରୁ ଆଂଚଳିକ କମିଟି ବୈଠକ

ଆଗରପଡ଼ା :ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଂଚାୟତ ସ୍ଥିତ କପାଳୀ କ୍ଷେତ୍ରଠାରେ ଅବସ୍ଥିତ ଥିବା ସ୍ୱାମୀ ବିବେକାନନ୍ଦ ଶିଶୁମନ୍ଦିର ପରିସରରେ ଭାରତୀୟ ଶିକ୍ଷାପରିଷଦ ଭୁବନେଶ୍ୱର ପକ୍ଷରୁ ଆଂଚଳିକ କମିଟି ବୈଠକ ରବିିବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଶିଶୁମନ୍ଦିରର ସଭାପତି ସୂର୍ଯ୍ୟମଣି ରାଉଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଅତିଥିଭାବେ ଭାତୀୟ ଶିକ୍ଷାପରିଷଦ ସଂପାଦକ ରବିନାରାୟଣ ଜେନା, ଶିକ୍ଷାପରିଷଦର ପରୀକ୍ଷା ପ୍ରମୁଖ ପ୍ରଦୀପ କୁମାର ପାଣି,ପ୍ରଶିକ୍ଷକ ବାବାଜୀ କୁମାର,କାର୍ଯ୍ୟାଳୟ ସଂପାଦକ ବିଚିତ୍ରା ନଂଦ ସ୍ୱାଇଁ ,ମହେଶ୍ୱର ଜେନା,ପ୍ରଫୁଲ ନାୟକ, ପ୍ରମୁଖ […]

Read More Text.
Ama

ଜେଲ୍ ଗଲେ ଭୁବନେଶ୍ବର କର୍ପୋରେଟର ଅମରେଶ ଜେନା

ଭୁବନେଶ୍ବର: ନାବାଳିକା ଦୁଷ୍କର୍ମ ମାମଲାରେ ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି)ରେ  ବିଜୁ ଜନତା ଦଳ (ବିଜେଡି)ରୁ କର୍ପେରେଟର ଅମରେଶ ଜେନା ଜେଲ୍‌ ଯାଇଛନ୍ତି। କୋର୍ଟରେ ଜାମିନ ନାମାଞ୍ଜୁର ପରେ ଅମରେଶ ଜେନାଙ୍କୁ ପୁଲିସ ଝାରପଡ଼ା ଜେଲ୍‌ ପଠାଇ ଦେଇଛି। ଅମରେଶ ଜେନାକୁ ପୁଲିସ ଆଜି ବାଲେଶ୍ବର ଜିଲ୍ଲା ନୀଳଗିରି ଅଞ୍ଚଳରୁ ଗିରଫ କରିଥିଲା। ତାକୁ ସେଠାରୁ ଭୁବନେଶ୍ବର ଆଣିଥିଲା। କ୍ୟାପିଟାଲ ହସ୍‌ପିଟାଲରେ ସ୍ବାସ୍ଥ୍ୟ ପରୀକ୍ଷା ପରେ କୋର୍ଟ ଚାଲାଣ କରାଯାଇଥିଲା। କୋର୍ଟରେ ଜାମିନ ନାମାଞ୍ଜୁର ପରେ ତାଙ୍କୁ […]

Read More Text.
Image 2025 07 27t193846.648

‘ବନ୍ୟା ପ୍ରଭାବିତ ଅଞ୍ଚଳରେ ଉଦ୍ଧାର ଓ ରିଲିଫ୍‌ ବଣ୍ଟନ କାର୍ଯ୍ୟ ତ୍ୱରାନ୍ୱିତ କରାଯାଉଛି’

ଭୁବନେଶ୍ୱର: ରାଜ୍ୟରେ କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ହେବା ଫଳରେ ୬ଟି ଜିଲ୍ଲା ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼ ଓ କେନ୍ଦୁଝରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏଥିରେ ୧୧ ହଜାରରୁ ଊଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବାବେଳେ ଏକ ହଜାରରୁ ଅଧିକ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ୯ଟି ଆଶ୍ରୟସ୍ଥଳରେ ରଖାଯାଇଛି । ବନ୍ୟା ପରିସ୍ଥିତି ନେଇ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ […]

Read More Text.
Balangaps

ଦିଲ୍ଲୀ ଅଭିମୁଖେ ବଳଙ୍ଗା ଥାନା ଅଧିକାରୀ, ପୀଡିତାଙ୍କ ପରିବାର ଲୋକଙ୍କ ବୟାନ ରେକର୍ଡ କରିବେ

ବଳଙ୍ଗା : ଦିଲ୍ଲୀ ଅଭିମୁଖେ ବଳଙ୍ଗା ଥାନା ଅଧିକାରୀ । ବଳଙ୍ଗା ନାବାଳିକା ପୋଡ଼ି ମାମଲାର ତଦନ୍ତ ପାଇଁ ଦିଲ୍ଲୀ ଗଲେ ।  ବଳଙ୍ଗା ଥାନା ଅଧିକାରୀ ଦିବ୍ୟ ରଞ୍ଜନ ପଣ୍ଡା ଓ ପୁରୀ ପୋଲିସ ହେଡ଼ କ୍ଵାଟର ମହିଳା DSP କଳ୍ପନା କାହଂରି ଦିଲ୍ଲୀ ଯାଇଛନ୍ତି । ସଂଧ୍ୟା ୫ଟାରେ ଫ୍ଲାଇଟ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି ।  ଦିଲ୍ଲୀ ଏମ୍ସରେ ଥିବା ପୀଡିତାଙ୍କ ପରିବାର ଲୋକଙ୍କ ବୟାନ ରେକର୍ଡ କରାଯିବ […]

Read More Text.
Pravati 738x375 1

ରାଖି ପୂର୍ଣ୍ଣିମାରେ ଜୟପୁରରୁ ମିଳିବ ସୁଭଦ୍ରାର ୩ୟ କିସ୍ତି

ଭୁବନେଶ୍ୱର: ଅଗଷ୍ଟ ୯ ତାରିଖରେ ମହିଳାଙ୍କୁ ରକ୍ଷା ବନ୍ଧନ ଉପହାର ଦେବେ ସରକାର। ସୁଭଦ୍ରା ଯୋଜନା ଅଧୀନରେ ମୋଟ ୧.୨୪ କୋଟି ମହିଳା ହିତାଧିକାରୀ ୫,୦୦୦ ଟଙ୍କାର ତୃତୀୟ କିସ୍ତି ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ରବିବାର ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କୋରାପୁଟର ଜୟପୁରରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ତୃତୀୟ କିସ୍ତି ଟଙ୍କା ବଣ୍ଟନ କରିବେ। କୋଟିଆର ପ୍ରତ୍ୟେକ ଘରେ ଏହି ଲାଭ ପହଞ୍ଚିବା ସୁନିଶ୍ଚିତ କରିବାକୁ ସରକାର ସଂକଳ୍ପବଦ୍ଧ। ମୁଁ ବ୍ୟକ୍ତିଗତ ଭାବରେ କୋଟିଆ ଗସ୍ତ କରି […]

Read More Text.
Money

ଓଡ଼ିଶା ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲ ମାଟି ତଳୁ ବାହାରିଲା ୩୫ ଲକ୍ଷ ଟଙ୍କା

ମାଲକାନଗିରି : ମାଟି ତଳେ ୩୫ ଲକ୍ଷ ଟଙ୍କା । ଓଡ଼ିଶା ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରୁ ୩୫ ଲକ୍ଷ ଟଙ୍କା ଜବତ କରିଛନ୍ତି ସୁରକ୍ଷା ବାହିନୀ । ସର୍ଚ୍ଚ ଅପରେସନ ଚାଲିଥିବାବେଳେ ମାଟି ତଳେ ପୋତା ହୋଇଥିବା ପ୍ରାୟ ୩୫ ଲକ୍ଷ ରୁ ଉର୍ଦ୍ଧ୍ବ ଟଙ୍କା ଉଦ୍ଧାର କରାଯାଇଛି। ଲ୍ୟାଣ୍ଡମାଇନ ବିଛାଉଥିବା ଖବର ପାଇଁ ଚାଇଁବାସା ପୋଲିସ୍, ଝାଡ଼ଖଣ୍ଡ ଜାଗୁଆର ଓ ସିଆରପିଏଫ୍ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ଏହି ସମୟରେ ମାଟି ତଳେ […]

Read More Text.
Biranchi

ମହିଳା ଦୁଷ୍କର୍ମରେ ପ୍ରତିଯୋଗିତା କରୁଛନ୍ତି ବିଜେଡି-କଂଗ୍ରେସ: ବର୍ଷିଲା ଶାସକ ଦଳ

ଭୁବନେଶ୍ବର: ରାଜ୍ୟରେ ଏବେ ନାରୀ ନିର୍ଯାତନା, ଦୁଷ୍କର୍ମ ଭଳି ଖବର ଶୀର୍ଷରେ ରହିଥିବା ବେଳେ, ଦୁଇ ବିରୋଧୀ ଦଳ ବିଜେଡି ଏବଂ କଂଗ୍ରେସ ସରକାରଙ୍କୁ ଲଗାତାର ଏନେଇ ଏବେ ଘେରି ଆସୁଥିଲେ । କିନ୍ତୁ ବିଡମ୍ବନାର ବିଷୟ, ଗତ କିଛି ଦିନ ହେବ, ଏଥିପାଇଁ ଦୁଇ ଦଳ ଖବରର ଶିରୋନାମାରେ ଅଛନ୍ତି । କଂଗ୍ରେସର ଛାତ୍ର ସଭାପତି ନେତା ଉଦିତ୍ ପ୍ରଧାନ ଦୁଷ୍କର୍ମ ଅଭିଯୋଗରେ ଗିରଫ ହୋଇଥିବା ବେଳେ ଆଜି ବିଜେଡିର ପୂର୍ବତନ କର୍ପୋରେଟର ନାବାଳିକାଙ୍କୁ ଯୌନ […]

Read More Text.
Maoist 1

୧୭ ଲକ୍ଷ ଟଙ୍କା ପୁରସ୍କାର ରାଶିଥିବା ୪ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଛତିଶଗଡ଼ ସିମାନ୍ତ ବିଜାପୁର ଜିଲ୍ଲାର ବାସାଗୁଡା ଜଙ୍ଗଲ ରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ପୋଲିସର ଏନକାଉଣ୍ଟର ରେ ଦୁଇ ମହିଳା ମାଓବାଦୀ ସମେତ ୪  ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି  ।  ସେମାନଙ୍କ ଉପରେ ୧୭ ଲକ୍ଷ୍ୟ ଟଙ୍କା ପୁରସ୍କାର ରାଶି ଥିଲା । ଘଟଣା ସ୍ଥଳରୁ SLR ଓ INSAS, ଭଳି ପାଞ୍ଚଟି ଅଟମେଟିକ ବନ୍ଧୁକ ଜବତ ହୋଇଛି  ।  ଏହା ସହ […]

Read More Text.
Tcs

୧୨୦୦୦ କର୍ମଚାରୀଙ୍କୁ ବିଦା କରିବ ଟିସିଏସ୍

ନୂଆଦିଲ୍ଲୀ : ଦେଶର ସର୍ବବୃହତ ଆଇଟି ସେବା କମ୍ପାନୀ ଟିସିଏସ୍ (ଟାଟା କନସଲଟାନ୍ସି ସର୍ଭିସେସ୍)ର କର୍ମଚାରୀମାନଙ୍କ ପାଇଁ ଏକ ଚିନ୍ତାଜନକ ଖବର । କମ୍ପାନୀ ଚଳିତ ଆର୍ଥିକ ବର୍ଷରେ ଅର୍ଥାତ୍ ଏପ୍ରିଲ ୨୦୨୫ରୁ ମାର୍ଚ୍ଚ ୨୦୨୬ ମଧ୍ୟରେ ପ୍ରାୟ ୨ ପ୍ରତିଶତ କର୍ମଚାରୀଙ୍କୁ ଛଟେଇ କରିବାକୁ ଯାଉଛି। ଏହି ସଂଖ୍ୟା ୧୨,୦୦୦ ରୁ ଅଧିକ। ଟିସିଏସ୍ ସିଇଓ କେ. କୃତିବାସନଙ୍କ ଅନୁଯାୟୀ, କମ୍ପାନୀ ଦ୍ରୁତ ଗତିରେ ବଦଳୁଥିବା ପ୍ରଯୁକ୍ତିବିଦ୍ୟା ଜଗତ ପାଇଁ ନିଜକୁ ପ୍ରସ୍ତୁତ କରୁଛି। ବିଶେଷକରି […]

Read More Text.
Aa

ଅମରେଶଙ୍କ ସସପେଣ୍ଡ ପରେ ପ୍ରତିକ୍ରିୟା ରଖିଲେ ଭୁବନେଶ୍ୱର ଜିଲ୍ଲା ବିଜେଡି ସଭାପତି

ଭୁବନେଶ୍ବର: ବାଲେଶ୍ୱରରୁ ବିଜେଡି କର୍ପୋରେଟର ଅମରେଶ ଜେନା ଗିରଫ ପରେ ଦଳ ତାଙ୍କୁ ନିଲମ୍ବିତ କରିଛି । ଅମରେଶ ଜେନାଙ୍କ ଗିରଫ ପରେ ପ୍ରତିକ୍ରିୟା ରଖିଛନ୍ତି ଭୁବନେଶ୍ୱର ଜିଲ୍ଲା ବିଜେଡି ସଭାପତି ଅଶୋକ ଚନ୍ଦ୍ର ପଣ୍ଡା । ସେ କହିଛନ୍ତି ଯେ, ଏକ ସମ୍ବେଦନଶୀଳ ଅଭିଯୋଗକୁ ନେଇ ଅମରେଶ ଜେନାଙ୍କ ବିରୋଧରେ ଜିଲ୍ଲା ସଭାପତି ଭାବେ ଦଳୀୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲି । ଅମରେଶ ଜେନାଙ୍କୁ ଗିରଫ କରାଯିବା ମାତ୍ରେ ଦଳ ତୁରନ୍ତ ତାଙ୍କ ବିରୋଧରେ […]

Read More Text.