Metro

ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ ଚୁକ୍ତି ମାମଲା, ଚୁକ୍ତି ବାତିଲ ଆଘାତ ଦେଇଛି : ନବୀନ ପଟ୍ଟନାୟକ

ଭୁବନେଶ୍ବର : ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ ଚୁକ୍ତି ବାଲିତକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ତୀବ୍ର ପ୍ରତିକ୍ରିୟା । ଚୁକ୍ତି ବାତିଲ ଆଘାତ ଦେଇଥିବା କହିଛନ୍ତି ନବୀନ ପଟ୍ଟନାୟକ । ଡବଲ୍ ଇଞ୍ଜିନ ସରକାର ମେଟ୍ରୋ ରେଲ୍ ପରି ଗୁରୁତ୍ଵପୂର୍ଣ୍ଣ ପ୍ରକଳ୍ପ ବାତିଲ୍ କରି ଓଡିଶା ଲୋକଙ୍କୁ ପ୍ରତାରଣା କରିଥିବା କହିଛନ୍ତି  । ଡବଲ୍ ଇଞ୍ଜିନ ସରକାରଙ୍କ ଏହି ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି ସହରକୁ ୧୦ ବର୍ଷ ପଛକୁ ଠେଲି ଦେବ ବୋଲି ସୋସିଆଲ ମିଡିଆ Xରେ […]

Read More Text.
0b82aaf1 e9f7 469d 81da 99cce74b

ହ୍ୱାଟସଆପକୁ ଆସିଲା ଧମକ ବାର୍ତ୍ତା; “ନମସ୍କାର ମହାଶୟ, ମୁଁ ୨୪ ଘଣ୍ଟା ମଧ୍ୟରେ ସମ୍ରାଟ ଚୌଧୁରୀଙ୍କୁ ହତ୍ୟା କରିବି’’

ପାଟନା: ବିହାରର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ଗତ ଶନିବାର ରାତିରେ ହତ୍ୟା ଧମକ ମିଳିଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗ ଆଧାରରେ ପୁଲିସ ଧମକ ଆସିଥିବା ଅଜଣା ନମ୍ବରକୁ ଟ୍ରେସ୍ କରି ତଦନ୍ତ ଆରମ୍ଭ କରିବା ସହିତ ଉପମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦେଇଛି। ହ୍ୱାଟସଆପକୁ ଆସିଥିବା ମେସେଜ‌ରେ ସ୍ପଷ୍ଟ ଭାବରେ ଲେଖାଯାଇଛି ଯେ “ମୁଁ ୨୪ ଘଣ୍ଟା ମଧ୍ୟରେ ସମ୍ରାଟ ଚୌଧୁରୀଙ୍କୁ ଗୁଳି କରିବି, ମୁଁ ସତ୍ୟ କହୁଛି।” ହତ୍ୟା ଧମକ ମିଳିବା ଘଟଣାକୁ ନେଇ […]

Read More Text.
Img 20250727 wa0003 750x430

ମୋଦିଙ୍କ ମନ କି ବାତ୍‌ରେ ସ୍ଥାନ ପାଇଲା କେନ୍ଦୁଝର ସଂକୀର୍ତ୍ତନ ମଣ୍ଡଳୀଠୁ ଆରମ୍ଭ କରି ମୟୂରଭଞ୍ଜର ସାନ୍ତାଳୀ ଶାଢୀ

ନୂଆଦିଲ୍ଲୀ/ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ମୋଦି ଆଜି ‘ମନ କି ବାତ’ର ୧୨୪ତମ ଏପିସୋଡ୍ ମାଧ୍ୟମରେ ଦେଶବାସୀଙ୍କୁ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ଦେଶବାସୀଙ୍କ ସମ୍ମୁଖରେ ବିଭିନ୍ନ ପ୍ରସଙ୍ଗ ନେଇ ମୋଦି ନିଜର ମତ ରଖିଥିବା ବେଳେ ଏଥିରେ ଓଡିଶାର କେନ୍ଦୁଝର ଜିଲ୍ଲାର ସଂକୀର୍ତ୍ତନ ମଣ୍ଡଳୀ ଏବଂ ମୟୂରଭଞ୍ଜ ଜିଲ୍ଲାର ସାନ୍ତାଳୀ ଶାଢୀ ସ୍ଥାନ ପାଇଥିଲା । ଏହାକୁ ନେଇ ମୋଦି କହିଛନ୍ତି, ଅଗଷ୍ଟ ମାସ ହେଉଛି ବିପ୍ଳବର ମାସ । ୭ ଅଗଷ୍ଟ ୧୯୦୫ରେ ଏକ ବିପ୍ଳବ […]

Read More Text.
Jajpur 3

ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବୈତରଣୀ ନଦୀରେ ବନ୍ୟା, ପାଣି ଘେରରେ ଲୋକେ

ବୈତରଣୀ ନଦୀରେ ମାଡ଼ି ଆସିଲା ବନ୍ୟା। ଜଳମଗ୍ନ ହୋଇ ରହିଛି ବ୍ୟାପକ ଅଞ୍ଚଳ । ପାଣି ଘେରରେ ରହିଛନ୍ତି ଲୋକେ। ଅନେକ ସ୍ଥାନରେ ରାସ୍ତାଘାଟ ବି ବିଛିନ୍ନ। ବ୍ୟାପକ ଚାଷଜମି ଜଳମଗ୍ନ। ଜଳସ୍ତର କିଛିଟା ହ୍ରାସ ପାଇଥିଲେ ହେଁ ବନ୍ୟାଜଳରୁ ମୁକୁଳି ପାରି ନାହାଁନ୍ତି ତଳିଆ ଅଞ୍ଚଳର ଅଧିବାସୀ। ଆଖୁଆପଦା ଠାରେ ବିପଦ ସଂକେତ ୧୮.୩୩ମି ଥିବାବେଳେ ଏବେ ବି ଏହା ଉପରେ ପ୍ରବାହିତ ହେଉଛି ବନ୍ୟାଜଳ। ସେହିଭଳି ବଲ୍ଲଭୀଘାଟ ଏବଂ ଦଶରଥପୁରରେ ମଧ୍ୟ ବିପଦ ସଂକେତ […]

Read More Text.
Att

କଙ୍ଗୋ ଚର୍ଚ୍ଚରେ ଆତଙ୍କବାଦୀ ଆକ୍ରମଣ, ୨୧ ମୃତ

କିନସାସା : ପୂର୍ବ କଙ୍ଗୋରେ ଆତଙ୍କବାଦୀମାନେ ପୁଣି ଥରେ ଆତଙ୍କ ସୃଷ୍ଟି କରିଛନ୍ତି। ପୂର୍ବ କଙ୍ଗୋରେ ଇସଲାମିକ୍ ଷ୍ଟେଟ୍ ସମର୍ଥିତ ବିଦ୍ରୋହୀଙ୍କ ଦ୍ୱାରା ଏକ ଚର୍ଚ୍ଚ ଉପରେ ଆକ୍ରମଣରେ ଅତି କମରେ ୨୧ ଜଣଙ୍କର ମୃତ୍ୟୁ ହୋଇଥିବା ସ୍ଥାନୀୟ ନେତାମାନେ କହିଛନ୍ତି। ସୂଚନା ଅନୁସାରେ ପୂର୍ବ କଙ୍ଗୋର କୋମାଣ୍ଡାରେ ଏକ କ୍ୟାଥୋଲିକ୍ ଚର୍ଚ୍ଚ କମ୍ପ୍ଲେକ୍ସ ଭିତରେ ଆଲାଇଡ୍ ଡେମୋକ୍ରାଟିକ୍ ଫୋର୍ସ (ଏଡିଏଫ)ର ସଦସ୍ୟମାନେ ରାତି ପ୍ରାୟ ୧ଟା ସମୟରେ ଏହି ଆକ୍ରମଣ କରିଥିଲେ। ଆକ୍ରମଣ ସମୟରେ ଅନେକ […]

Read More Text.
Screenshot 2025 07 27 083656 1

ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସରଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ଉଦ୍ୟମ; ଯୁବକ ଅଟକ

ବାଲେଶ୍ବର: ବାଲେଶ୍ଵର ଫକୀର ମୋହନ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସରଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ଉଦ୍ୟମ । କ୍ୟାମ୍ପସ କ୍ବାର୍ଟର୍ସରେ ଏକା ଥିବାର ସୁଯୋଗ ନେଇ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ ଆସିଛି । ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀ ଶନିବାର ରେମୁଣା ଥାନାରେ ଅଭିଯୋଗ କରିବା ପରେ ନୀଳଗିରି ମର୍ଦ୍ଦରାଜପୁର ଜଣେ ଯୁବକକୁ ରେମୁଣା ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ । ଅଭିଯୋଗ ଅନୁସାରେ, ଜଣେ ଯୁବକ କଲିଂ ବେଲ୍ ବଜାଇବାରୁ ପ୍ରଫେସରଙ୍କ ସ୍ତ୍ରୀ କବାଟ ଖୋଲିଥିଲେ । […]

Read More Text.
Screenshot 2025 07 27 144240

ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ, ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ହେବ ପାଳନ

ବଲାଙ୍ଗିର : ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ । ଆଦି ସଂସ୍କୃତି ଆଦି ପରମ୍ପରାର ପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହେଲା । ବଲାଙ୍ଗିର ଶୈଳଶ୍ରୀ ପ୍ୟାଲେସ ଠାରେ ରବିବାର ଏନେଇ ତାରିଖ ଓ ସମୟ ଘୋଷଣା କରିଛନ୍ତି ରାଜ ପୁରୋହିତ । ମା’ ପାଟଣେଶ୍ୱରୀ, ମା’ ସମଲେଶ୍ବରୀଙ୍କ ରାଶି ନକ୍ଷତ୍ର ସହ ପାଟଣା ମହାରାଜଙ୍କ ରାଶି ନକ୍ଷତ୍ର ଅନୁଯାୟୀ ପଣ୍ଡିତ ମହାସଭାରେ ଲଗ୍ନ ଧାର୍ଯ୍ୟ ନିର୍ଦ୍ଧାରିତ ହୋଇଛି । ତେବେ ଭାଦ୍ରବ ମାସ ଶୁକ୍ଳପକ୍ଷ ପଞ୍ଚମୀ […]

Read More Text.
Raj uddhav

ଭାଇ ଉଦ୍ଧବଙ୍କୁ ଭେଟିଲେ ରାଜ୍ ଠାକରେ

ମୁମ୍ବାଇ : ମହାରାଷ୍ଟ୍ରରେ ହିନ୍ଦୀ-ମରାଠୀ ଭାଷାକୁ ନେଇ ବିବାଦ ଠାକରେ ପରିବାର ପାଇଁ ଶୁଭ ସାବ୍ୟସ୍ତ ହେଉଛି। ଗତ ୨୦ ବର୍ଷ ଧରି ସମ୍ପର୍କରେ ଥିବା ଶିତଳତା ଏବେ ଉଷ୍ମ ହେବା ଆରମ୍ଭ କରିଛି। ନିକଟରେ ଏକ ମିଳିତ ରାଲି କରିବା ପରେ, ଠାକରେ ଭାଇମାନେ ପୁଣି ଥରେ ସାକ୍ଷାତ କରିଛନ୍ତି। ରାଜ ଠାକରେ ବହୁ ବର୍ଷ ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବାସଭବନକୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇବାକୁ ଯାଇଥିଲେ। ତାଙ୍କ ସହିତ ତାଙ୍କ […]

Read More Text.
Screenshot 2025 07 27 105952

ମୁଣ୍ଡଳୀରେ ପହଞ୍ଚିଲା ହୀରାକୁଦର ବନ୍ୟାଜଳ

କଟକ:ମୁଣ୍ଡଳୀରେ ପହଞ୍ଚିଲା ହୀରାକୁଦ ଡ୍ୟାମର ବନ୍ୟା ଜଳ । ଏବେ ୪ ଲକ୍ଷ ୨୦ ହଜାର ୮୨୪ କ୍ୟୁସେକ ଜଳ ପ୍ରବାହିତ ହେଉଛି । ମୁଣ୍ଡଳୀ ଅପ୍ ଷ୍ଟ୍ରିମର ଜଳସ୍ତର ୮୬.୭୦ ଫୁଟ୍ ରହିଛି ଓ ଡାଉନ୍ ଷ୍ଟ୍ରିମର ଜଳସ୍ତର ୮୩.୮୦ ଫୁଟ୍ ଅଛି । ଏହା ସନ୍ଧ୍ୟା ସୁଦ୍ଧା ପାଞ୍ଚ ଲକ୍ଷରୁ ଅଧିକ କ୍ୟୁସେକ ହେବା ନେଇ ମୁଣ୍ଡଳୀ ଉପଖଣ୍ଡ ଜଳସେଚନ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ହୀରାକୁଦରୁ ଦ୍ୱିତୀୟ ବନ୍ୟାଜଳ ଆସିବା ପରେ ଏବେ ଧୀରେ […]

Read More Text.
Image

ନାବାଳିକା ଦୁଷ୍କର୍ମ ମାମଲା: ଗିରଫ ପରେ ବିଜେଡିରୁ ନିଳମ୍ବିତ ହେଲେ ଅମରେଶ ଜେନା

ଭୁବନେଶ୍ବର: ଯୌନ ନିର୍ଯାତନା ଅଭିଯୋଗରେ ଗିରଫ ହେବା ସଙ୍ଗେ ସଙ୍ଗେ ଦଳରୁ ବହିଷ୍କୃତ ହେଲେ ପୂର୍ବତନ ବିଜେଡି କର୍ପୋରେଟର ଅମରେଶ ଜେନା । ଗତକାଲି ତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆସିବା ପରେ ଆଜି ତାଙ୍କୁ ବାଲେଶ୍ବରରୁ ବାନ୍ଧିଛି କମିଶନରେଟ ପୋଲିସ୍ । ଏହାପରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ତାଙ୍କୁ ତୁରନ୍ତ ଦଳରୁ ବିଦା କରାଯାଇଛି । ଏନେଇ ବିଜେଡି ପକ୍ଷରୁ ବିବୃତ୍ତି ଜାରି କରାଯାଇ ସୂଚନା ଦିଆଯାଇଛି । ତେବେ କହିରଖୁଛୁ, ବିଜେଡିର […]

Read More Text.